Breaking News

ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||     

କ୍ରାନ୍ତି ପକ୍ଷରୁ ଜାତୀୟ କର୍କଟ ବିଜୟ ଦିବସ ସହ ବ୍ରହ୍ମପୁର ସମର ଫେଷ୍ଟିଭାଲ ପାଳିତ ||

12-Jun-2026

କ୍ରାନ୍ତି ପକ୍ଷରୁ ଜାତୀୟ କର୍କଟ ବିଜୟୀ ଦିବସ ସହ ବ୍ରହ୍ମପୁର ସମର ଫେଷ୍ଟିଭାଲ ପାଳିତ,

ଓଡିଶା ଜନ ମତ, ବ୍ରହ୍ମପୁର, 
କୈଳାଶ ଚନ୍ଦ୍ର ଚୌଧୁରୀ :---

"ନିଜର ଦୁଃଖ ଓ କଷ୍ଟ କୁ ଭୂକ୍ଷେପ ନକରି ଅନ୍ୟର ମୁହଁରେ ହସ ଫୁଟାଇବାକୁ ପ୍ରୟାସ କରୁଛନ୍ତି ଦେବାନନ୍ଦ,
ଦିନକୁ ଦିନ ବୃଦ୍ଧି ପାଉଛି କର୍କଟ ରୋଗ କୋମଳ ମତି ଶିଶୁ ଠାରୁ ଯୁବକ ଯୁବତୀମାନେ ଏବଂ ବୟସ୍କ ବ୍ୟକ୍ତିମାନେ ଏହି ରୋଗରେ ଶିକାର ହେଉଛନ୍ତି। ଏପରି ସ୍ଥଳେ ସଚେତନ ହିଁ ଏକମାତ୍ର ପନ୍ଥା ।ନିଜର ଦୁଃଖ ଓ କଷ୍ଟ କୁ ଭୂକ୍ଷେପ ନକରି ଅନ୍ୟର ମୁହଁରେ ହସ ଫୁଟାଇବାକୁ ପ୍ରୟାସ କରୁଛନ୍ତି ।ଆଜି ଜାତୀୟ ନ୍ୟାସନାଲ କ୍ୟାନସର ସର୍ଭାଇଭର ଦିବସରେ ଏହି ବାର୍ତ୍ତା ରଖିଛନ୍ତି ମୁଖ କର୍କଟ ରୋଗୀ ତଥା କ୍ରାନ୍ତିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ଼ଃ ଦେବାନନ୍ଦ ଦାଶ। ସ୍ଥାନୀୟ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ପ୍ରେକ୍ଷାଳୟ ଠାରେ ବ୍ରହ୍ମପୁରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ କ୍ରାନ୍ତି ତରଫରୁ ଆୟୋଜିତ ଜାତୀୟ କର୍କଟ ବିଜୟୀ ଦିବସରେ ଅନେକ କର୍କଟ ବିଜୟୀ ଯୋଦ୍ଧା ମାନଙ୍କୁ ସମ୍ମାନୀତ କରାଯିବା ସହ କ୍ୟାନସର ପୀଡିତଙ୍କ ମୁହଁରେ ହସ ଫୁଟାଇବାକୁ ନିଆରା ପ୍ରୟାସ କରିଛନ୍ତି।ପ୍ରଥମେ ସମସ୍ତ ଅତିଥି ଓ କର୍କଟ ଯୋଦ୍ଧାମାନେ ପ୍ରଭୁ ଜଗନ୍ନାଥଙ୍କ ପାଖରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥଲେ।
ସଂସ୍ଥା ର ନିର୍ଦେଶକ ଡଃ ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଡଃ ପ୍ରିୟଜିତ୍ ଜେନା ମୁଖ୍ୟ ଅତିଥି, ଡଃ ଦେବ୍ୟାନୀ ଦେବ, ଡଃ ପି ଶ୍ରୀ ଲେଖା, ଡଃ ବସନ୍ତ ଶତପଥୀ,ଯୁବ ବ୍ୟବସାୟୀ ରାଜ କୁମାର ସେନାପତି, ଓ ରାଜା ରାମ୍ ପାଢ଼ୀ ପ୍ରମୁଖ ଅତିଥି ଭାବେ ଯୋଗଦେଇ କର୍କଟ ରୋଗର ବିଭିନ୍ନ ଚିକିତ୍ସା ପଦ୍ଧତି ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ ଓ କର୍କଟ ରୋଗରେ ପୀଡିତ ଓ ରୋଗ କୁ ହରାଇଥିବା ବ୍ୟକ୍ତିବିଶେଷ ମାନେ ନିଜର ଅନୁଭୂତି ସମ୍ପର୍କରେ କହିଥିଲେ। ଏହି ଅବସରରେ ବିଦ୍ୟାଳୟ ସ୍ତରିୟ ବିଭିନ୍ନ କୁତି ପ୍ରତିଯୋଗିଙ୍କୁ ପୁରସ୍କୃତ କରାଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ନିର୍ମଳା ଦାସ, ଦେବରାଜ ପଣ୍ଡା, ଚର୍ଚ୍ଚିକା ଦାସ, ଅନୀଲ ସେଠୀ,ଅରୁଣ ପଟ୍ଟନାୟକ, ବଳରାମ ଦଳବେହେରା ସୟନୀ ମଲିକ ଓ ଚିନ୍ମୟାନନ୍ଦ ଦାସ ପ୍ରମୁଖ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP