Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ବିଜେପିରୁ ପୁଣି ବିଜେଡିକୁ ଫେରିଲେ ବ୍ଳକ ଅଧକ୍ଷା ଙ୍କ ପ୍ରତିନିଧି ଓସମିତି ସଭ୍ୟ |

12-Jun-2026

ବିଜେଡିକୁ ପୁଣି ଫେରିଲେ  ବ୍ଳକ ଅଧ୍ୟକ୍ଷାଙ୍କ ପ୍ରତିନିଧି ଓ ସମିତି ସଭ୍ୟ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା,
  ତା ୧୨/୦୬/୨୬  :------

ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବି ବ୍ରହ୍ମପୁର ଗ୍ରାମ ସ୍ଥିତ କଦମ୍ବ ମଠ ପରିସରରେ ବୁଗୁଡ଼ା ବ୍ଲକର ବିଜେଡ଼ି ଜନପ୍ରତିନିଧିମାନଙ୍କୁ ପ୍ରଶାସନ ପକ୍ଷରୁ ଅଣଦେଖା କରୁଥିବା ବିଷୟ ନେଇ ଆଲୋଚନା ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୁଗୁଡ଼ା ବ୍ଲକ ବିଜେଡି ସଭାପତି ଖଦାଳ ଖଟେଇଙ୍କ ଅଧ୍ୟକ୍ଷତାରେ ୧୨/୬/୨୬ ତାରିଖ ଦିନ ଅନୁଷ୍ଠିତ ବୈଠକରେ ପୋଲସରା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଅତିଥି ଭାବେ ଯୋଗ ଦେଇଥିଲେ।  ଏହି ବୈଠକରେ ବିଭିନ୍ନ ପଞ୍ଚାୟତର ବିଜେଡି ଜନପ୍ରତିନିଧି ବୃନ୍ଦ ଯୋଗଦେଇ ବୁଗୁଡ଼ା ବ୍ଳକ ପ୍ରଶାସନ ପକ୍ଷରୁ ହେଉଥିବା ମନମୁଖୀ କାର୍ଯ୍ୟ, ବିକାଶ କାର୍ଯ୍ୟରେ ବାଧା ସୃଷ୍ଟି କରିବା ନେଇ ଅଭିଯୋଗ କରିଥିଲେ। ଆଲୋଚନା ପରେ ଆଗାମୀ ଦିନରେ ବ୍ଳକ ଘେରାଉ କରିବା ପାଇଁ ନିଷ୍ପତ୍ତି ହୋଇଥିଲା। ବୁଗୁଡ଼ା ବ୍ଲକର ବିକାଶ ହେବା ଆଶାକରି ସାଧାରଣ ନିର୍ବାଚନ ପରେ ବୁଗୁଡ଼ା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି କେ ନୀଳମାଧବ ଆଚାରୀ, କରସିଙ୍ଗି ସମିତି ସଭ୍ୟ ଚିକୁ ବାରିକ ଓ ଭାମଶ୍ଯାଳି ସମିତି ସଭ୍ୟାଙ୍କ ପ୍ରତିନିଧି ଗଣେଶ ପ୍ରଧାନ ବିଜେପିରେ ସାମିଲ ହୋଇଥିଲେ। କିନ୍ତୁ ଦିର୍ଘଦିନ ଧରି ତାଙ୍କ ପ୍ରତି ଅଣଦେଖା କରାଯାଉଥିବା ବେଳେ ଆଜିର କଦମ୍ବ ମଠରେ ଅନୁଷ୍ଠିତ ବୈଠକରେ ପୁଣି ବିଜେଡିକୁ ପ୍ରତ୍ୟାବର୍ତ୍ତନ କରିବା ପରେ ପୂର୍ବତନ ବିଧାୟକ ଶ୍ରୀ ସାହୁ ସ୍ୱାଗତ  କରିବା ସହ ବିଜେଡିରେ ସାମିଲ କରାଯିବା ଘୋଷଣା କରିଥିଲେ। ଅଞ୍ଚଳର ବିକାଶ ପାଇଁ ବିଜେପିରେ ସାମିଲ ହୋଇଥିବା ବେଳେ ବିଜେପିର ହିନ ରାଜନୀତି ଯୋଗୁଁ ସେମାନେ ପୁଣି ଘର ବାହୁଡ଼ା ହୋଇଥିବା ପ୍ରକାଶ କରିଥିଲେ। ଏହା ସହିତ ଆଗାମୀ ଦିନରେ ଏକ ବଡ଼ ଧରଣର ମିଶ୍ରଣ ପର୍ବ ଅନୁଷ୍ଠିତ ହେବ ବୋଲି ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ସାହୁ ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP