Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା |

12-Jun-2026

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ଓଡିଶା ଜନମତ,ବାଲିଗୁଡା, ତା, ୧୨/୦୬,

ସଞ୍ଜୟ କୁମାର ପାଣିଗ୍ରାହ :----

 କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଠାରେ `ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ` (SIR 2026) ସମ୍ପର୍କରେ ଏକ ସଚେତନତା ସଭା ସ୍ଥାନୀୟ ବସଷ୍ଟାଣ୍ଡ ନିକଟସ୍ଥ ୱାଚ ଟାୱାର ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉପ-ଜିଲ୍ଲାପାଳ ତଥା ଉପଖଣ୍ଡ ନିର୍ବାଚନ ଅଧିକାରୀ  ଶ୍ରୀମତୀ ପ୍ରଣିତା ଦାସ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବନବାସୀ ଛାତ୍ରଛାତ୍ରୀ ମାନେ ତିନୋଟି ସୁନ୍ଦର ଗଣନୃତ୍ୟ ପରିବେଷଣ କରି SIR 2026 ସମ୍ପର୍କରେ ସଚେତନତାର ବାର୍ତ୍ତା ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ବିଡିଓ ଅକ୍ଷୟ କୁମାର ମଲ୍ଲିକ, ସହକାରୀ ଜିଲ୍ଲାପାଳ  ରୂପକ କୁଜୁର, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶିବ ଶଙ୍କର ସମରଥ ଏବଂ  ତୀର୍ଥବାସୀ ଘଡ଼େଇ ପ୍ରମୁଖ ଯୋଗ ଦେଇଥିଲେ l ତୀର୍ଥବାସୀ ଘଡ଼େଇ ଏବଂ ବିଡିଓ ଅକ୍ଷୟ କୁମାର ମଲ୍ଲିକ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ (SIR) କ`ଣ, ଏହାର ପ୍ରକ୍ରିୟା ଏବଂ ଏହା କାହିଁକି ଜରୁରୀ, ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ସେ ବାଲିଗୁଡ଼ାର ସମସ୍ତ ନାଗରିକଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟାରେ ସାମିଲ ହେବା ପାଇଁ ଉତ୍ସାହିତ କରିଥିଲେ।

News Comment

You Might Also Like

BACK TO TOP