Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ନାବାଳିକା ମାନଙ୍କୁ ଶ୍ରମିକ ପାଇଁ ଅନ୍ୟ ଜିଲ୍ଳାକୁ ନେଉଥିଲା ବେଳେ ପୋଲିସ ଦ୍ଵାରା ଉଦ୍ଧାର |

13-Jun-2026

ମହିଳା ଙ୍କୁ ଶ୍ରମିକ ପାଇଁ ମାଲକାନଗିରି ନେଉଥିଲା ବେଳେ ଡାବୁଗାଁ ପୋଲିସ ଉଦ୍ଧାର କଲା ୫ ନାବାଳିକା, ଜଣେ ଗିରଫ"

କିଛି ଅସାଧୁ ବ୍ୟକ୍ତି ନବାଳିକା ଝିଅ ମାନଙ୍କୁ ଶ୍ରମିକ ଭାବରେ କାମ କରେଇବା ନିମନ୍ତେ ଅନ୍ୟ ଜିଲ୍ଳାକୁ ନେଉଥିଲା ବେଳେ  ଉଦ୍ଧାର କଲା ପୋଲିସ ||ନାବାଳିକା ଝିଅମାନଙ୍କ ସୁରକ୍ଷା ଓ ମାନବ ଚାଲାଣ ରୋକିବା ଦିଗରେ ଡାବୁଗାଁ ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଶ୍ରମିକ କାମ ପାଇଁ ମାଲକାନଗିରି ଅଭିମୁଖେ ଯାଉଥିବା ବେଳେ ପୋଲିସ ଦଳ ୫ ଜଣ ନାବାଳିକା ଝିଅ ଏବଂ ୪ ଜଣ ମହିଳାଙ୍କୁ ଉଦ୍ଧାର କରିଛି।ସୂଚନା ଅନୁଯାୟୀ, ସନ୍ଦେହଜନକ ପରିସ୍ଥିତିରେ ଉକ୍ତ ନାବାଳିକା ଓ ମହିଳାମାନଙ୍କୁ ଝରୀଗାଁ ବ୍ଲକରୁ ନେଇ ଯାଉଥିବା ବିଷୟରେ ଖବର ପାଇ ପୋଲିସ ତତ୍ପରତା ଦେଖାଇଥିଲା। ସରାଗୁଡା ଛକ ନିକଟରେ ବସ୍‌କୁ ଅପେକ୍ଷା କରିଥିବା ବେଳେ ପୋଲିସ ଅହଂଚି ସେମାନଙ୍କୁ ଉଦ୍ଧାର କରିଥିଲା। ଉଦ୍ଧାର ହୋଇଥିବା ନାବାଳିକାମାନଙ୍କୁ ସେମାନଙ୍କ ଅଭିଭାବକଙ୍କ ସହ ଶିଶୁ କଲ୍ୟାଣ କମିଟି (ସିଡବ୍ଲ୍ୟୁସି) ସମ୍ମୁଖରେ ଉପସ୍ଥାପନ କରାଯାଇଥିଲା। ସେଠାରେ ସେମାନଙ୍କୁ ଆବଶ୍ୟକ ପରାମର୍ଶ ଓ କାଉନସେଲିଂ ପ୍ରଦାନ କରାଯାଇଛି।
ଏହି ଘଟଣାକୁ ନେଇ ଡାବୁଗାଁ ଥାନାରେ ଏକ ମାମଲା ରୁଜୁ ହୋଇଥିବାବେଳେ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ଏହା ସହ ଘଟଣାରେ ସମ୍ପୃକ୍ତ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଆଇନ ଅନୁଯାୟୀ ନ୍ୟାୟିକ ହାଜତକୁ ପଠାଯାଇଛି।ନାବାଳିକାମାନଙ୍କୁ ଶ୍ରମିକ କାମ ନାମରେ ବାହାରକୁ ନେବା ଘଟଣାକୁ ପୋଲିସ ଗୁରୁତ୍ୱର ସହ ନେଇଥିବାବେଳେ ମାନବ ଚାଲାଣ ରୋକିବା ପାଇଁ ଆଗାମୀ ଦିନରେ ମଧ୍ୟ କଡ଼ା ନଜରଦାରି ଜାରି ରହିବ ବୋଲି ସୂଚନା ମିଳିଛି।

News Comment

You Might Also Like

BACK TO TOP