Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ଅର୍ଦ୍ଧଦଗ୍ଧ ସିପାହୀ ଆଶୁତୋଷ ଙ୍କ ମୃତ୍ୟୁ |

13-Jun-2026

ଆଖି ବୁଜିଲେ ଅର୍ଦ୍ଧଦଗ୍ଧ ସିପାହୀ

 ଓଡିଶା ଜନ ମତ, ବ୍ରହ୍ମପୁର, 

କୈଳାଶ ଚନ୍ଦ୍ର ଚୌଧୁରୀ :----

ଗତ ୭ ଦିନ ଧରି ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଲେ ସିପାହୀ ଆଶୁତୋଷ ମୃଦୁଙ୍ଗିଆ। ମୃତ ଆଶୁତୋଷ ଗତ ଦୁଇ ବର୍ଷ ତଳେ ମହିଳା ସିପାହୀ ସନ୍ଧ୍ୟା ନାୟକ ଙ୍କୁ ବାହା ହୋଇଥିଲେ। ତାଙ୍କ ଘର ବଡ଼ବଜାର ଥାନା ଅନ୍ତର୍ଗତ ପାଣ୍ଡବ ନଗର ଓ ସେ ମୋଟର ଯାନ ବିଭାଗ ସିପାହୀ ଭାବେ କାର୍ଯ୍ୟରତ ଥିଲେ। କିନ୍ତୁ ପତ୍ନୀ ସନ୍ଧ୍ୟା ଙ୍କ ମନୋମାଳିନ୍ୟ ହେବାପରେ ଗର୍ଭବତୀ ସନ୍ଧ୍ୟା ଙ୍କୁ ମାଡ ମାରି ଗର୍ଭ ନଷ୍ଟ କରିବା ଅଭିଯୋଗରେ ସେ ଜେଲ୍ ଯାଇ ଜାମିନରେ ଆସିଥିଲେ।ଗତ ୭ ତାରିଖ ଦିନ ବିଜିପୁର ପୋଲିସ କଲୋନୀରେ ରହୁଥିବା ସନ୍ଧ୍ୟା ଙ୍କ କ୍ୱର୍ଟରରେ ନିଜ ଦେହରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଓ ସେହି ଦଗ୍ଧାଭିଭୁତ ଶରିରରେ ଜନୈକ ହାବିଲଦାର ଙ୍କ ଘରକୁ ଚାଲିଯାଇଥିବା ବେଳେ ତାଙ୍କୁ ସେଠାରୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସ ବର୍ଣ୍ କେୟାର ୟୁନିଟ୍ ରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ସୁଚନା ଥାଉକି ମୃତ ଆଶୁତୋଷ ଚିକିତ୍ସା ସମୟରେ ତାଙ୍କ ସ୍ତ୍ରୀ ସନ୍ଧ୍ୟା ଓ ଶାଳକ ଦିବସ ନାୟକ ତାଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଥିଲେ ବୋଲି ପୋଲିସ କୁ ବୟାନ୍ ଦେଇଥିବା ଜଣାପଡ଼ିଛି।

News Comment

You Might Also Like

BACK TO TOP