Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ଖଲ୍ଲିକୋଟ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ "ରଜ ଉତ୍ସବ ଅଦ୍ଵିକା `କାର୍ଯ୍ୟକ୍ରମ ଅନୁଷ୍ଠିତ |

13-Jun-2026

ଖଲ୍ଲିକୋଟ ସମନ୍ବିତ ଶିଶୁବିକାଶ ପ୍ରକଳ୍ପ କାର୍ଯାଳୟ ପକ୍ଷରୁ ରଜ ଉଛବ,ଅଦୈକା କାର୍ଯ୍ୟକ୍ରମ।

   ଓଡିଶା ଜନ ମତ,ଖଲ୍ଲିକୋଟ ୧୩-୬-୨୦୨୬,

 ପ୍ରଶାନ୍ କୁମା ମିଶ୍:---

 ଖଲ୍ଲିକୋଟ ସମନ୍ୱିତ ଶିଶୁ ବିକାଶ କେନ୍ଦ୍ର ପକ୍ଷରୁ କିଶୋରୀ ସୁଭଦ୍ରାମାନଙ୍କୁ ନେଇ ପାଳିତ ହୋଇଛି ରଜ ଉତ୍ସବ ତଥା ଅଦୈକା କାର୍ଯ୍ୟକ୍ରମ। ଦୋଳି ଖେଳ, ପିଠାପଣା ଓ ରାଜ ପାନ ସହ ରଜର ମଜା ନେଇଛନ୍ତି କିଶୋରୀମାନେ। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ଥିତ ମର୍ଦ୍ଧରାଜ କଲ୍ୟାଣୀ ମଣ୍ଡପରେ ସମନ୍ୱିତ ଶିଶୁ ବିକାଶ କେନ୍ଦ୍ର ପକ୍ଷରୁ କିଶୋରୀ ସୁଭଦ୍ରାମାନଙ୍କୁ ନେଇ ରଜ ଉତ୍ସବ ଓ ଅଦୈକା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ରଙ୍ଗବେରଙ୍ଗର ପୋଷାକ ପିନ୍ଧି ସୁସଜ୍ଜିତ ହୋଇ କିଶୋରୀମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ରଜ ପର୍ବର ପାରମ୍ପରିକ ଉତ୍ସବକୁ ଉପଭୋଗ କରିଥିଲେ। କାର୍ଯ୍ୟକ୍ରମରେ ଦୋଳି ଖେଳ, ରଜଗୀତ, ପିଠାପଣା, ମିଠା ଓ ରାଜ ପାନର ବ୍ୟବସ୍ଥା କରାଯାଇଥିଲା। କିଶୋରୀମାନେ ଉତ୍ସାହର ସହ ଏଥିରେ ଭାଗ ନେଇ ରଜ ପର୍ବର ସାଂସ୍କୃତିକ ଓ ପାରମ୍ପରିକ ମହତ୍ତ୍ୱ ସମ୍ପର୍କରେ ଅବଗତ ହୋଇଥିଲେ। ଗଞ୍ଜାମ ଜିଲ୍ଲାର ଚାରିଟି ସମନ୍ୱିତ ଶିଶୁ ବିକାଶ କେନ୍ଦ୍ରରେ ଏଭଳି କାର୍ଯ୍ୟକ୍ରମ ପାଳନ ପାଇଁ ନିର୍ଦ୍ଦେଶ ଥିବା ବେଳେ ଖଲ୍ଲିକୋଟରେ ଏହା ଆନନ୍ଦ ଓ ଉତ୍ସାହର ସହ ପାଳନ କରାଯାଇଛି। ଏହି ଅବସରରେ ଖଲ୍ଲିକୋଟ ତହସିଲଦାର ଡି. ମାଲେଶ୍ୱର ପାତ୍ର ମୁଖ୍ୟ ଅତିଥି ଭାବେ ଏବଂ ଖଲ୍ଲିକୋଟ ଥାନା ଅଧିକାରୀ ରମେଶ ପ୍ରଧାନ ମୁଖ୍ୟବକ୍ତା ଭାବେ ଯୋଗଦେଇ କିଶୋରୀମାନଙ୍କୁ ସଚେତନତା, ଶିକ୍ଷା ଓ ସ୍ୱାବଲମ୍ବନର ବାର୍ତ୍ତା ଦେଇଥିଲେ। ସିଡିପିଓ ମଧୁମିତା ପରିଜାଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ପରିଚାଳିତ ହୋଇଥିଲା। ପ୍ରଥମ ଥର ପାଇଁ ସରକାରୀ ସ୍ତରରେ କିଶୋରୀ ସୁଭଦ୍ରାମାନଙ୍କୁ ନେଇ ଏଭଳି ରଜ ଉତ୍ସବ ଆୟୋଜନ କରାଯାଇଥିବାରୁ ଅଂଶଗ୍ରହଣକାରୀ କିଶୋରୀମାନେ ଖୁସି ବ୍ୟକ୍ତ କରିଥିଲେ।

News Comment

You Might Also Like

BACK TO TOP