Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ନାବାଳିକା କୁ ଦୁଷ୍କର୍ମ ଅଭିଯୁକ୍ତ କୁ କୋର୍ଟ ଚାଲାଣ କଲା ପୋଲିସ ||

14-Jun-2026

ନାବାଳିକାକୁ ଦୁଷ୍କର୍ମ  ଅଭିଯୁକ୍ତ କୋର୍ଟ ଚାଲାଣ।

ଓଡିଶା ଜନ ମତ, ବ୍ରହ୍ମପୁର, 

କୈଳାଶ ଚନ୍ଦ୍ର ଚୌଧୁରୀ  :---
ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅନ୍ତର୍ଗତ ସିଙ୍ଗିପୁର ପଞ୍ଚାୟତର କଇଠରା ଗ୍ରାମରେ ଜଣେ ୧୪ ବର୍ଷର ନାବାଳିକାକୁ ଦୁଷ୍କର୍ମ ହୋଇଥିବା ଏକ ସଙ୍ଗୀନ ଅଭିଯୋଗ ସାମ୍ନାକୁ ଆସିଛି। ଏହି ମାମଲାରେ ତତ୍ପରତା ପ୍ରକାଶ କରି ଗାଙ୍ଗପୁର ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ସୂଚନା ଅନୁଯାୟୀ ଜଣାପଡିଛି ଯେ ଜୈନିକ ନାବାଳିକାର ଲିଖିତ ଅଭିଯୋଗ ଅନୁଯାୟୀ, ଗତ ୧୧ ତାରିଖ ରାତିରେ ନାବାଳିକାଙ୍କ ବାପା-ମାଁ କୌଣସି କାମରେ  ସମ୍ପର୍କୀୟଙ୍କ ଘରକୁ ଯାଇଥିଲେ। ଘରେ ୧୪ ବର୍ଷର ନାବାଳିକା ଓ ତାଙ୍କ ଭଉଣୀ ଶୋଇଥିଲେ। ଏହାର ସୁଯୋଗ ନେଇ ବିଳମ୍ବିତ ରାତିରେ ସେହି ଗ୍ରାମର କୃଷ୍ଣଚନ୍ଦ୍ର ଡାକୁଆଙ୍କ ପୁଅ ତପନ ଡାକୁଆ  ବାରିପଟେ ଆସି ଘରର କବାଟ ବାଡ଼େଇଥିଲା।ନାବାଳିକା ଜଣକ କବାଟ ଖୋଲିବା ମାତ୍ରେ ଅଭିଯୁକ୍ତ ତପନ ଜୋର-ଜବରଦସ୍ତ ତାଙ୍କ ପାଟି ବନ୍ଦ କରି ଦୁଷ୍କର୍ମ କରିଥିଲା। ନାବାଳିକା ଜଣକ ଚିତ୍କାର କରିବାରୁ ଅଭିଯୁକ୍ତ ସେଠାରୁ ଦୌଡ଼ି ପଳାଇଥିଲା। ଅଭିଯୁକ୍ତ ଘଟଣାସ୍ଥଳରୁ ଦୌଡ଼ି ପଳାଉଥିବା ସମୟରେ ଗ୍ରାମର କିଛି ବ୍ୟକ୍ତି ତାକୁ ଦେଖିଥିବା ନେଇ ଏହି ଲିଖିତ ଅଭିଯୋଗରେ ଉଲ୍ଲେଖ ରହିଛି ।
ଏହି ସଙ୍ଗୀନ ମାମଲାକୁ  ନେଇ ଗାଙ୍ଗପୁର ପୋଲିସ ମାମଲା ନଂ  ୨୬୬/୨୬ ରେ ଏକ ମାମଲା ରୁଜୁ କରି 
ଭାରତୀୟ ନ୍ୟାୟ ସଂହିତା ଧାରା ଅନୁଯାୟୀ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP