Breaking News

ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||     

ଅଜଣା ସାପ କାମୁଡ଼ାରେ ଯୁବକଙ୍କ ମୃତ୍ୟୁ |

14-Jun-2026

ଅଜଣା ସାପ କାମୁଡ଼ାରେ ଯୁବକଙ୍କ ମୃତ୍ୟୁ, ନେଟୱାର୍କ ଅଭାବରୁ ମିଳିଲାନି ଆମ୍ବୁଲାନ୍ସ ସେବା
ଓଡିଶା ଜନମତ, ରାୟଗଡା , ୧୪/୦୬,

 କାମେଶ୍ୱର କରକରିଆ :------

ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତର ପାରାମଲୀ ଗାଁର ଜଣେ ୨୫ ବର୍ଷୀୟ ଯୁବକଙ୍କ ଅଜଣା ସାପ କାମୁଡ଼ାରେ ମୃତ୍ୟୁ ଘଟିଥିବା ଘଟଣା ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ମୃତ ଯୁବକ ହେଲେ ସ୍ୱର୍ଗତ ଲତ୍କ ଶିକକାଙ୍କ ପୁଅ ସେତ୍ରୁ ଶିକକା (୨୫)। ସୂଚନା ଅନୁଯାୟୀ, ସେତ୍ରୁ ଗତକାଲି ମୁନିଗୁଡା ବ୍ଲକର ମୁନିଖୋଲ ପଞ୍ଚାୟତ ଅନ୍ତର୍ଗତ ସାନ ଡେଙ୍ଗୁଣି ଗାଁକୁ ଏକ ବିବାହ ଉତ୍ସବରେ ଯୋଗଦେବା ପାଇଁ ଯାଇଥିଲେ। ବାହାଘର କାର୍ଯ୍ୟକ୍ରମ ଶେଷ ହେବା ପରେ ରାତି ଅଧିକ ହୋଇଯାଇଥିବାରୁ ସେ ନିଜ ଗାଁକୁ ଫେରିପାରିନଥିଲେ ଏବଂ ସାଙ୍ଗସାଥୀଙ୍କ ସହ ସେଠାରେ ରାତ୍ରିଯାପନ କରିଥିଲେ। ତେବେ ପାହାନ୍ତିଆ ସମୟରେ ଏକ ଅଜଣା ସାପ ତାଙ୍କୁ କାମୁଡ଼ି ଦେଇଥିବା ଜଣାପଡ଼ିଛି। ସାପ କାମୁଡ଼ା ପରେ ସେତ୍ରୁଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍ ଗୁରୁତର ହୋଇପଡ଼ିଥିଲା। ପରିବାର ଓ ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁଯାୟୀ, ଘଟଣାସ୍ଥଳ ଅଞ୍ଚଳରେ ମୋବାଇଲ ନେଟୱାର୍କ ସୁବିଧା ନଥିବାରୁ ସମୟମତେ ଆମ୍ବୁଲାନ୍ସ ସେବା ସହ ଯୋଗାଯୋଗ କରିବା ସମ୍ଭବ ହୋଇନଥିଲା। ଫଳରେ ତୁରନ୍ତ ଚିକିତ୍ସା ସୁବିଧା ମିଳିନଥିବା ବେଳେ କିଛି ସମୟ ମଧ୍ୟରେ ସେତ୍ରୁଙ୍କ ମୃତ୍ୟୁ ଘଟିଥିଲା। ଘଟଣାକୁ ନେଇ ମୁନିଗୁଡା ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଥିଲା। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ବ୍ୟବଚ୍ଛେଦ ପରେ ଶବକୁ ପରିବାର ଲୋକଙ୍କ ହସ୍ତାନ୍ତର କରାଯାଇଛି। ସରକାରୀ ନିୟମ ଅନୁଯାୟୀ ମୃତକଙ୍କ ପରିବାରକୁ ଯେଉଁ କ୍ଷତିପୂରଣ ମିଳିବା କଥା, ତାହା ପ୍ରଦାନ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଜଣେ ଯୁବକଙ୍କ ଏଭଳି ଅକାଳ ବିୟୋଗରେ ପାରାମଲୀ ଗାଁ ସମେତ ଆଖପାଖ ଅଞ୍ଚଳରେ ଗଭୀର ଶୋକର ପରିବେଶ ସୃଷ୍ଟି ହୋଇଛି। ବର୍ଷା ଋତୁ ଆରମ୍ଭ ହେବା ସହ ସାପଙ୍କ ଉପଦ୍ରବ ବୃଦ୍ଧି ପାଉଥିବା ବେଳେ ଦୁର୍ଗମ ଅଞ୍ଚଳରେ ମୋବାଇଲ ନେଟୱାର୍କ, ଆପାତକାଳୀନ ଆମ୍ବୁଲାନ୍ସ ସେବା ଏବଂ ତୁରନ୍ତ ଚିକିତ୍ସା ବ୍ୟବସ୍ଥା ସୁଦୃଢ଼ କରିବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଏହି ଘଟଣା ପୁଣିଥରେ ଦୁର୍ଗମ ଅଞ୍ଚଳରେ ମୌଳିକ ସ୍ୱାସ୍ଥ୍ୟ ଓ ଯୋଗାଯୋଗ ସୁବିଧାର ଅଭାବକୁ ପଦାରେ ପକାଇଛି।

News Comment

You Might Also Like

BACK TO TOP