Breaking News

ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||     

ବାଇକ ଦୁର୍ଘଟଣା ରେ ତିନି ଜଣ ଯୁବକ ଗୁରୁତର ମେଡିକାଲ ରେ ଭର୍ତ୍ତି |

14-Jun-2026

କଣ୍ଟେଇ ପଲି ନିକଟରେ ବାଇ ଦୁର୍ଘଟଣ ଯୋଗୁ   ୩  ଜଣ ଗୁରୁତର |

 ଓଡିଶା ଜନ ମତ ବ୍ୟୁରୋ,

  ମଦ ପିଇକି ହେଉ କିମ୍ବା ବେପରୁଆ ଭାବେ ଗାଡି ଚଳାଇ ବହୁତ ଯୁବକ ଏବଂ ବ୍ୟକ୍ତି ବିଶେଷ   ଦୁର୍ଘଟଣା ଘଟେଇ ନିଜେ ମରିବା ସହ ଅନ୍ୟମାନେ ମଧ୍ୟ ଆହାତ ହୋଈ ମେଡିକାଲ ରେ ଚିକିତ୍ସିତ ହେବାର ବହୁତ ନଜିର ରହିଛି | ସେପର ଏ ଘଟଣ ଦେଖିବାକ ମିଳିଛ  ଗାଙ୍ଗପୁର ଥାନା ଅଧିନ ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲି ନିକଟରେ ଏକ ମଟର ସାଇକେଲ ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ମାନେ ହେଲେ କଇଣ୍ଡି ଗ୍ରାମର ରାହୁଲ ନାୟକ, ବବୁଲ ନାୟକ ଏବଂ ତାର ଭଉଣୀ ଲିପି ନାୟକ ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ ରବିବାର ସନ୍ଧ୍ୟା ସମୟରେ ସେମାନେ ନିଜ ମାମୁଁ ଘର ଗ୍ରାମକୁ ଯାଉଥିଲେ। ଏହି ସମୟର କଣ୍ଟେଇପଲ୍ଲୀ ନିକଟ ଦୁବୁଲୁଣ୍ଡା ଘାଇ ନିକଟରେ ଭାରସାମ୍ୟ ହରାଇ ଏକ ଗଛକୁ ଧକ୍କା ଦେଇଥିଲେ। ଫଳରେ ୩ ଜଣ ଗୁରୁତର ହୋଇପଡ଼ିଥିଲେ। ଖବର ପାଇ ୧୦୮ ଆମ୍ବୁଲାନ୍ସରେ ସେମାନଙ୍କୁ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ଡାକ୍ତର ବ୍ରହ୍ମପୁର ମେଡ଼ିକାଲକୁ ସ୍ଥାନାନ୍ତର କରିଛନ୍ତି।

News Comment

You Might Also Like

BACK TO TOP