Breaking News

ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||     

ସାମାନ୍ୟ ବଚସା କୁ ନେଇ ସାଙ୍ଗ ନେଲା ସାଙ୍ଗର ଜୀବନ |

15-Jun-2026

ସାମାନ୍ୟ ଠେଲା ଓ ଟଙ୍କା ପାଇଁ ସାଙ୍ଗ ନେଲା ସାଙ୍ଗର ଜୀବନ, 

  ଓଡିଶା ଜନ ମତ  ବ୍ୟୁରୋ, 

 ବେଳେ ବେଳେ  ଉଚ୍ଚଵାଚ କଥା କଟାକଟି କୁ ନେଇ ମନୁଷ୍ୟ ଏତେ କ୍ରୋଧି ତ ହୋଇ ଯାଇଥାଏ  କି ସେତା ଭବିଷ୍ୟତ ଏବ  ଅତୀତ କୁ ମଧ୍ୟ ଭୁଲି ଯାଇ ଅପରାଧୀ  ଵନିଯାଏ ଏକ ଏଭଳି ପରିସ୍ଥିତି ଘଟିଛି ଟିଟିଲାଗଡ଼ ରେଳ ଷ୍ଟେସନ ନିକଟ ତାରିଣୀ ମନ୍ଦିର ପାଖରେ ଗୋଟିଏ ଲୋମଟାଙ୍କୁରା ହତ୍ୟାକାଣ୍ଡ । ସାମାନ୍ୟ ଏକ ଠେଲା ଏବଂ କିଛି ଟଙ୍କାକୁ କେନ୍ଦ୍ର କରି ଦୁଇ ବନ୍ଧୁଙ୍କ ମଧ୍ୟରେ ହୋଇଥିବା ବଚସା ଶେଷରେ ଜଣଙ୍କ ଜୀବନ ନେଇଛି। ମୃତକ ହେଲେ ଝାରସୁଗୁଡ଼ା ଜିଲ୍ଲାର ସୁରଜ ଏବଂ ଅଭିଯୁକ୍ତ ହେଲେ ଛତିଶଗଡ଼ର ଜାଞ୍ଜଗିର-ଚାମ୍ପା ଜିଲ୍ଲା ଅନ୍ତର୍ଗତ ଦାଭରା ଉପଖଣ୍ଡର ରାମକୁମାର । ଉଭୟ ଦୀର୍ଘଦିନ ଧରି ଟିଟିଲାଗଡ଼ରେ ରହି କବାଡ଼ି କାମ କରି ଜୀବିକା ନିର୍ବାହ କରୁଥିଲେ। ସୂଚନା ଅନୁଯାୟୀ, ଗତ କିଛି ଦିନ ହେଲା ସୁରଜ, ରାମକୁମାରଙ୍କ ପକେଟରୁ ଟଙ୍କା ନେଇ ମଦ୍ୟପାନ କରୁଥିବାରୁ ଉଭୟଙ୍କ ମଧ୍ୟରେ ତିକ୍ତତା ବଢ଼ିଥିଲା। ଗତକାଲି ରାତିରେ ସାମାନ୍ୟ ଟଙ୍କା ଏବଂ ଭଡ଼ାରେ ଆଣିଥିବା ଏକ ଠେଲାକୁ ନେଇ ପୁଣିଥରେ ବଚସା ହୋଇଥିଲା । ଏହି ସମୟରେ ଉତ୍ୟକ୍ତ ହୋଇ ରାମକୁମାର ପାଖରେ ଥିବା ଏକ ପଥରରେ ସୁରଜଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲା । ମୁଣ୍ଡରେ ଗଭୀର ଆଘାତ ଏବଂ ଅତ୍ୟଧିକ ରକ୍ତସ୍ରାବ ଯୋଗୁଁ ଘଟଣାସ୍ଥଳରେ ହିଁ ସୁରଜଙ୍କ ମୃତ୍ୟୁ ଘଟିଥିଲା । ଖବର ପାଇ ଟିଟିଲାଗଡ଼ ଜିଆରପି ପୋଲିସ, ରେଳବାଇ ପୋଲିସ ଓ ଆରପିଏଫ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିଥିଲେ । ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବାବେଳେ ହତ୍ୟାକାଣ୍ଡର ସିନ୍ ରିକ୍ରିଏସନ ମଧ୍ୟ କରାଯାଇଛି । ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯିବ ବୋଲି ଜିଆରପି ଅଧିକାରୀ ସୂଚନା ଦେଇଛନ୍ତି। ସାମାନ୍ୟ କିଛି ଟଙ୍କା ଓ ଏକ ଠେଲାକୁ ନେଇ ଘଟିଥିବା ଏହି ନୃଶଂସ ହତ୍ୟାକାଣ୍ଡ ଟିଟିଲାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

News Comment

You Might Also Like

BACK TO TOP