Breaking News

ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||      ଅଦିନିଆ ବର୍ଷାଯୋଗୁଁ ପାଚିଲା ଧାନ ଚାଷ କ୍ଷତିଗ୍ରସ | ଚିନ୍ତାରେ ଚାଷୀ |    (20-Dec-2024)       ||      ଭୁବନେଶ୍ୱର ରେ ଅଙ୍ଗନୱାଡି କର୍ମୀଙ୍କ ବିଭିର୍ଣ୍ଣ ଦାବି ନେଇ ଧାରଣା |    (20-Dec-2024)       ||      ଦୁଈ ଦିନିଆ ଓଡିଶା ଗ୍ରସ୍ତ ରେ ଆସୁଛନ୍ତି ଅମିତଶାହା |    (20-Dec-2024)       ||      ଆସ୍କା ସୂତାକଳ ର ଭାଗ୍ୟ ବଦକି ବକି???   (19-Dec-2024)       ||     

ଧର୍ମପ ରାୟଣ ବ୍ୟକ୍ତିଙ୍କ ପରଲୋକ ,|

02-Dec-2024

ଧର୍ମ ପରାୟଣ ବ୍ୟକ୍ତିଙ୍କ ଦେହାନ୍ତ : ସମଗ୍ର ଅଞ୍ଚଳରେ ଶୋକର ଛାୟା,

ଓଡିଶା ଜନମତ  ବ୍ୟୁରୋ,

ବାଲିଗୁଡ଼ା,ତା, ୦୨/୧୨: --- କନ୍ଧମାଳ ଜିଲ୍ଲାର ଜଣେ ଜଣାଶୁଣା ଅବସରପ୍ରାପ୍ତ ପୁଲିସ ଅଧିକାରୀ ତଥା ଧର୍ମ ପରାୟଣ ବ୍ୟକ୍ତି ରାମଚନ୍ଦ୍ର ଡାକୁଆ (୯୪) ଙ୍କ ସୋମବାର ସନ୍ଧ୍ୟାରେ ନିଜ ଜକିସାହି ବାସଭବନ ରେ ଦେହାନ୍ତ ହୋଇଯାଇଛି l ଏ ନେଇ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିଲା। ସେ ଦୀର୍ଘ ଦିନ ଧରି ବୟସାନୁ ଭିର୍ତ୍ତିକ ବାର୍ଦ୍ଧକ୍ୟ ଜନିତ ଭାବେ ଶଯ୍ୟାଶାୟୀ ଥିଲେ lବାଲିଗୁଡା ସହର ଜକିସାହି ନିବାସୀ ସ୍ବର୍ଗତ ଡାକୁଆ ଅବସର ଗ୍ରହଣ ପରେ ଥକି ନ ଯାଇ ନିଜକୁ ବିଭିନ୍ନ ସାମାଜିକ, ଧାର୍ମିକ ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନରେ ନିଜକୁ ନିୟୋ ଜିତ କରିବା ସହ ସେ ଏକ ପୂର୍ଣ୍ଣାନନ୍ଦ ଆଶ୍ରମ ପ୍ରତିଷ୍ଠା କରି ଅଞ୍ଚଳ ର ବିଭିନ୍ନ ପର୍ବ ପର୍ବାଣୀ ରେ ସାମିଲ ହୋଇ ଗାଁ ଗାଁ ରେ ସତସଙ୍ଗ ମାଧ୍ୟମରେ ଲୋକଙ୍କୁ ଯୋଡୁ ଥିଲେ। ସେ ଜଣେ ପରୋପକାରୀ ଓ ଧର୍ମପରା ୟଣ ବ୍ୟକ୍ତି ଭାବେ ବେଶ୍ ପରିଚିତ ଥିଲେ । ତାଙ୍କ ମୃତ୍ୟୁଶଯ୍ୟା ନିକଟରେ ପୁଅ ପୁରୁଷୋତ୍ତମ ଡାକୁଆ (ବାବୁ) ଓ ଦୁଇ ଝିଅ,  ଜ୍ବାଇଁ, ନାତି ନାତୁଣୀ,ବନ୍ଧୁ ବାନ୍ଧବ ଓ ପରିବାର ସମସ୍ତ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ଖବର ପାଇ ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ତାଙ୍କ ଶେଷ ଦର୍ଶନ କରିଥିଲେ। ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ ମଧ୍ଯ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ସ୍ଥାନୀୟ ଶ୍ମଶାନ ଘାଟରେ ସ୍ବର୍ଗତ ଡାକୁଆ ଙ୍କ ଅନ୍ତିମ ସତ୍କାର କରାଯାଇଥିଲା ।

News Comment

You Might Also Like

BACK TO TOP