Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ମୋଟର ସାଇକେଲ ଦୁର୍ଘଟଣା ରେ ଦୁଇ ଜଣ ଙ୍କ ମୃତ୍ୟୁ |

15-Jun-2026

ମଟରସାଇକେଲ ଦୁର୍ଘଟଣା:ଗଛରେ ପିଟିହେଇ,ଦୁଇ ମୃତ।

ଓଡିଶା ଜନ ମତ, ବ୍ରହ୍ମପୁର,

କୈଳାଶ ଚନ୍ଦ୍ର ଚୌଧୁରୀ ;----
ଗାଙ୍ଗପୁର ଥାନା ଅଧୀନ ଭଞ୍ଜନଗର-ସୋରଡ଼ା ରାସ୍ତାର ଦୁବୁଲୁଣ୍ଡା ନିକଟରେ ଗତ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ମଟରସାଇକେଲ ଗଛରେ ପିଟିହେବା ଫଳରେ ଦୁଇଜଣଙ୍କର ମୃତ୍ୟୁ ଘଟିଛି ।ମିଳିଥିବା ସୂଚନା ଅନୁଯାୟୀ, ଭଞ୍ଜନଗର ଥାନା କଇଣ୍ଡି ଗ୍ରାମର ସନ୍ୟାସୀ ନାଇକଙ୍କ  ପୁଅ ଶିଶିର ନାଇକ ଏବଂ ଝିଅ ଲିପି ନାଇକ  ଏକ ଓଡି-୩୨ଏମ୍-୩୩୭୨ ନମ୍ବର ବିଶିଷ୍ଟ ମଟରସାଇକେଲରେ ନିଜ ମାମୁଁଘର ବଡବୋରସିଂ ପଞ୍ଚାୟତ  ଡିମିରିପଲ୍ଲୀ ଗ୍ରାମକୁ ଯାଉଥିଲେ।ଅପରାହ୍ନ  ସମୟରେ କଣ୍ଟେଇପଲ୍ଲୀ ନିକଟସ୍ଥ ଦୁବୁଲୁଣ୍ଡା ଘାଇ ପାଖ ବୁଲାଣିରେ ବାଇକ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛରେ   ଧକ୍କା ହୋଇଥିଲା।ଧକ୍କା ଏତେ ଭୟଙ୍କର ଥିଲା ଯେ ଦୁଇଜଣ ଯାକ ରାସ୍ତା ଉପରକୁ ଛିଟିକି ପଡ଼ି ରକ୍ତାକ୍ତ ଓ ଗୁରୁତର ହୋଇପଡ଼ିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ୧୦୮ ଆମ୍ବୁଲାନ୍ସ ଯୋଗେ ସେମାନଙ୍କୁ ତୁରନ୍ତ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ପୁଅ ଶିଶିରକୁ ଡାକ୍ତର ମୃତ ଘୋଷଣା କରିଥିଲେ ଓ ଲିପିକୁ  ବ୍ରହ୍ମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଆଜି ଲିପି ର ମଧ୍ୟ ମୃତ୍ୟୁ ଘଟିଥିବା ସୂଚନା ମିଳିଛି ।ଏ ପଟେ 
ଏ ନେଇ ମୃତକଙ୍କ ପିତା ସନ୍ୟାସୀ ନାଇକ ଗାଙ୍ଗପୁର ଥାନାରେ ଏକ ଏତଲା ଦେଇଥିଲେ।ଏତଲା ଗ୍ରହଣ କରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିବା ସହ ମୃତ ଶିଶିର ର ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛନ୍ତି।

News Comment

You Might Also Like

BACK TO TOP