Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ଖଣ୍ଡିଆ ନଈ ଗ୍ରାମ ଦେଉଳିଆ ପଡା ରେ ଠାକୁରାଣୀ ଯାତ୍ରା ଅନୁଷ୍ଠିତ |

16-Jun-2026

ଦେଉଳିଆପଡାରେ ଠାକୁରାଣୀ ଯାତ୍ରା ଅନୁଷ୍ଠିତ

 ଓଡିଶା ଜନ ମତ, କୋଦଳା  ସୂର୍ଯ୍ୟ ନାରାୟଣ ବଡୁ:---

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ଖଣ୍ଡିଆନଈ ଗ୍ରାମ ପଂଚାୟତ ଦେଉଳିଆପଡା ଗ୍ରାମରେ ମା କରେଇସୁଣୀ ଠାକୁରାଣୀ ଙ୍କ ଯାତ୍ରା ଧୂମଧାମ ରେ ଗ୍ରାମ୍ୟ ସଭାପତି ପ୍ରକାଶ କୁମାର ପାଣିଗ୍ରାହୀ ଙ୍କ ତତ୍ୱାବଧାନରେ ପାଳିତ ହୋଇଯାଇଛି । ଦୀର୍ଘ ଏକ ମାସ ଧରି ଏହି ଯାତ୍ରା ଅନୁଷ୍ଠିତ ହୋଇଥିଲା । ଏହି ଗ୍ରାମର ଓଡ଼ିଆ ସାହି ଓ ହରିଜନ ସାହିରେ ପୃଥକ ପୃଥକ ପାଳନ କରାଯାଏ । ମାସର ପ୍ରତି ମଙ୍ଗଳ ବାର ରାତିରେ  ବିରାଟ ପଟୁଆର ସହ ଭକ୍ତ ଙ୍କ ଗହଣରେ ଗ୍ରାମ ପରିକ୍ରମା କରନ୍ତି ମା ଠାକୁରାଣୀ । ଏଥି ସହ ପ୍ରଥମ ରଜ ଓ ରଜ ସଂକ୍ରାନ୍ତି ରାତିରେ ମଧ୍ୟ୍ୟ ଗ୍ରାମ ପରିକ୍ରମା କରନ୍ତି । ସଂକ୍ରାନ୍ତି ରାତିରୁ ତୃତୀୟ ରଜ ଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ସାହିରେ ତାଳପଡା ଗ୍ରାମର ମହାଭାରତ ପୌରାଣିକ ନାଟକ ହୋଇଥିବା ବେଳେ ହରିଜନ ସାହିରେ ବୁରୁଝରୀ ଗ୍ରାମ ର ମହାଭାରତ ପୌରାଣିକ ନାଟକ ଅନୁଷ୍ଠିତ ହୋଇଥିଲା । ଏହି ଯାତ୍ରା ଦେଖିବା ପାଇଁ ଆଖ ପାଖ ଅଂଚଳରୁ ହଜାର ହଜାର ଦର୍ଶକ ଆସିଥାନ୍ତି । ଆଇନ ଶୃଙ୍ଖଳା କୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ସହିତ ଉଭୟ ସାହିର କମିଟି, ଯୁବକ ସଂଘ ଓ ଗ୍ରାମବାସୀ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP