Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ବାଲିଗୁଡା ଓଏହାର ଆଖ, ପାଖ ଅଞ୍ଚଳରେ "ରଜ ମଉଜ ` ଉତ୍ସବ ଉଦଯାପିତ |

16-Jun-2026

ଦ୍ୱିତୀୟ ବାର୍ଷିକ "ରଜ ମଉଜ" ଉତ୍ସବ ଉଦଯାପିତ : ଶତାଧିକ ପ୍ରତିଯୋଗୀ ବିଭିନ୍ନ ପ୍ରତିଯୋଗିତା ରେ ସାମିଲ  

ଓଡିଶା ଜନମତ,ବାଲିଗୁଡା, ତା, ୧୬/୦୬,

ସଞ୍ଜୟ କୁମାର ପାଣିଗ୍ରାହୀ : -----

କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳ ରେ ତିନି ଦିନିଆ ରଜ ଉତ୍ସବ ଆନନ୍ଦ ଉଲ୍ଲାସ ର ସହ ପାଳିତ ହୋଇ ମଙ୍ଗଳବାର ରାତ୍ର ରେ ଉଦଯାପିତ ହୋଇଯାଇଛି l ଏହି ଅବସରରେ ତିନିଦିନ ଧରି ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ଦୋଳି ଖେଳ, ରଜଗୀତ, ପୋଡ଼ପିଠା ଓ ବିଭିନ୍ନ ପାରମ୍ପରିକ ଖାଦ୍ୟର ଆସର ଜମିଥିଲା। ଯୁବତୀ ମାନେ ନୂତନ ପୋଷାକ ପିନ୍ଧି ରଜ ପାଳନ କରୁଥିବା ବେଳେ ଶିଶୁ ଓ ଯୁବବର୍ଗ ମଧ୍ୟ ଏହି ପର୍ବରେ ସାମିଲ ହୋଇଥିଲେ । ବିଭିନ୍ନ ସ୍ଥାନରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ, ରଜ ଦୋଳି, ବିଭିନ୍ନ ପ୍ରତିଯୋଗିତା ଆୟୋଜନ ହୋଇଥିଲା  l ଓଡ଼ିଆ ଲୋକ ସଂସ୍କୃତି ଓ ପରମ୍ପରାର ସୁରକ୍ଷା କୁ ଆଖି ଆଗରେ ରଖି ସ୍ଥାନୀୟ ଟାଉନର ଦଣ୍ଡପାଣି ଲଜ ମାଲିକ ପଦ୍ମନାଭ ପାଣିଗ୍ରାହୀ ଙ୍କ ଅଧ୍ୟକ୍ଷତା ରେ ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଲଜ ର ସାଂସ୍କୃତିକ ଭବନ ପରିସରରେ ତିନି ଦିନ ଧରି ଅନୁଷ୍ଠିତ ହେବା ପରେ ଉଦଯାପିତ ହୋଇଯାଇଛି l ଉଦଯାପିତ ଉତ୍ସବ ରେ ଅବସର ପ୍ରାପ୍ତ ସ୍ୱାସ୍ଥ୍ୟ ପରିଦର୍ଶକ  ତଥା ବରିଷ୍ଠ ସାଂସ୍କୃତିକ କଳାକାର ନାରାୟଣ ବରାଳ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା l ତିନିଦିନ ଧରି ଆୟୋଜିତ ଏହି ଉତ୍ସବ ରେ ଅଞ୍ଚଳ ର ଶତାଧିକ ବିବାହିତ ମହିଳା, ଝିଅ, ଶିଶୁ ଉପସ୍ଥିତ ରହି ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ଅତିଥି ଙ୍କ ଠାରୁ " ଦଣ୍ଡପାଣି ପାଣିଗ୍ରାହୀ ସ୍ମାରକୀ" ରେ ସମ୍ମାନିତ କରାଯାଇଥିଲା  l ଏଥିରେ ଜଜ ଭାବେ ନାରାୟଣ ବରାଳ ଏବଂ ଓଡ଼ିଶୀ ନୃତ୍ୟ ଗୁରୁ କେଦାର ନାଥ ନାୟକ ଯୋଗ ଦେଇଥିଲେ l କାର୍ଯ୍ୟକ୍ରମ ର ପରିଚାଳନା ନିର୍ଦେଶିକା ପ୍ରିୟଦର୍ଶନୀ ପାଣିଗ୍ରାହୀ ଉପସ୍ଥିତ ରହି ଅତିଥି ତଥା ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିଥିଲେ l ଅନୁଷ୍ଠାନ ର ସଦସ୍ୟ ନିକିତା ପାଣିଗ୍ରାହୀ, ଅଙ୍କିତା ପାଣିଗ୍ରାହୀ, ପ୍ରତୀକ ପାଣିଗ୍ରାହୀ, ଦେବାଶିଷ ଦାସ , ବିନାୟକ ଦାସ, ମନୋରଞ୍ଜନ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP