Breaking News

ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||     

ବିଦ୍ୟୁତ ଆଘାତ ରେ କଙ୍ଗାଓଁ ଗ୍ରାମରେ ଚାରିଗୋଟି ଗାଈଙ୍କ ମୃତ୍ୟୁ |

16-Jun-2026

ବିଦ୍ୟୁତ୍ ଆଘାତରେ ୪ ଗାଈର ମୃତ୍ୟୁ | 

  ବେଳେ ବେଳେ ବିଦ୍ୟୁତ ବିଭାଗର   ମନ ମାନି ଏବଂ ଅବହେଳା ଯୋଗୁ  ବିଦ୍ୟୁତ ତାର ସ୍ପଂସର୍ଶ  ରେ ଆସି ବହୁତ ପଶୁ, ପକ୍ଷୀ, ଓ ମନ୍ୟୁସ୍ୟ ଙ୍କ ମୃତ୍ୟୁ ହୋଇଥାଏ  | ଏପରି ଏକ ଘଟଣା ଦେଖିବାକୁ ମିଳିଛି ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ସୋହେଲା ବ୍ଲକର କଙ୍ଗାଁଓ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଟାଟା ପାୱାରର ଅବହେଳା ଯୋଗୁଁ ବିଦ୍ୟୁତ୍ ଆଘାତରେ ୪ଟି ଗାଈର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।ସୂଚନା ଅନୁଯାୟୀ, ବିଦ୍ୟୁତ୍ ତାର ଛିଣ୍ଡି ତଳକୁ ପଡ଼ିଥିବା ବେଳେ ଗାଈଗୁଡ଼ିକ ସେହି ସ୍ଥାନକୁ ଚରିବାକୁ ଯାଇଥିଲେ। ତାରରେ ବିଦ୍ୟୁତ୍ ପ୍ରବାହ ଥିବାରୁ ସେମାନେ ବିଦ୍ୟୁତ୍ ଆଘାତର ଶିକାର ହୋଇ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ବିଦ୍ୟୁତ୍ ତାର ତଳେ ସୁରକ୍ଷା ବ୍ୟବସ୍ଥା (ସେଫ୍ଟି ୱାୟାର) ନଥିବାରୁ ଏହି ଅଘଟଣ ଘଟିଛି।ଘଟଣାକୁ ନେଇ ଅଞ୍ଚଳର ବୁଦ୍ଧିଜୀବୀ ଓ ଚାଷୀ ମହଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସେମାନେ ଟାଟା ପାୱାରର ଦାୟିତ୍ୱହୀନତାକୁ ନିନ୍ଦା କରିବା ସହ ଘଟଣାର ତଦନ୍ତ ଓ ପୀଡ଼ିତଙ୍କୁ ଉଚିତ କ୍ଷତିପୂରଣ ପ୍ରଦାନ ପାଇଁ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି।

News Comment

You Might Also Like

BACK TO TOP