Breaking News

ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||     

ଚିନ୍ମୟୀ ଙ୍କୁ ତାରା ତାରିଣୀ ମହାବିଦ୍ୟାଳୟ ତରଫରୁ ଯାମ ପରୀକ୍ଷାରେ ସଫଳତା ପାଇଁ ସମ୍ବର୍ଦ୍ଧନା ||

17-Jun-2026

ଜାମ୍ ପରୀକ୍ଷାରେ ଅଲ୍ ଇଣ୍ଡିଆ ରାଙ୍କ-୧୦୩୮ ହାସଲ କରିଥିବା ଚିନ୍ମୟୀଙ୍କୁ ତାରାତାରିଣୀ ମହାବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧନା,

ଓଡିଶା ଜନ ମତ ବ୍ୟୁରୋ, 

ପୁରୁଷୋତ୍ତମପୁର, ୧୭/୦୬: ଜାତୀୟ ସ୍ତରୀୟ ଜଏଣ୍ଟ ଆଡମିସନ ଟେଷ୍ଟ ଫର୍ ମାଷ୍ଟର୍ସ (JAM) ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ଅଲ୍ ଇଣ୍ଡିଆ ରାଙ୍କ-୧୦୩୮ ଅଧିକାର କରିଥିବା ସ୍ଥାନୀୟ ତାରାତାରିଣୀ ମହାବିଦ୍ୟାଳୟର ମେଧାବୀ ଛାତ୍ରୀ ଚିନ୍ମୟୀଙ୍କୁ ବୁଧବାର ମହାବିଦ୍ୟାଳୟ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଜଣାଯାଇଛି।ମହାବିଦ୍ୟାଳୟ ପରିସରରେ ଆୟୋଜିତ ଏହି ସମ୍ବର୍ଦ୍ଧନା ସଭାରେ ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ ଏବଂ ପ୍ରଶାସନିକ ଅଧିକାରୀ ଡଃ ରମେଶ ଚନ୍ଦ୍ର ସେନାପତି ଚିନ୍ମୟୀଙ୍କୁ ଉତ୍ତରୀୟ, ପୁଷ୍ପଗୁଚ୍ଛ ଓ ସ୍ମାରକ ଉପହାର ପ୍ରଦାନ କରି ସମ୍ମାନିତ କରିଥିଲେ। ଏହି ଅବସରରେ ବରିଷ୍ଠ ରସାୟନ ବିଜ୍ଞାନ ବିଭାଗ ଅଧ୍ୟାପକ ତଥା ବିଭାଗୀୟ ମୁଖ୍ୟ ଡଃ ଅଜିତ କୁମାର ମିଶ୍ର, ବରିଷ୍ଠ ଅଧ୍ୟାପିକା ଶ୍ରୀମତୀ ସନ୍ଧ୍ୟାରାଣୀ ପାତ୍ର, ଅଧ୍ୟାପକ ପ୍ରଶାନ୍ତ କୁମାର ପଟ୍ଟନାୟକ, ଅଧ୍ୟାପକ ଡଃ ସୁବ୍ରତ କୁମାର ଷଡ଼ଙ୍ଗୀ, ରସାୟନ ବିଜ୍ଞାନ ପ୍ରତିପାଦକ ଶ୍ରୀ ପ୍ରକାଶ ଚନ୍ଦ୍ର ପଣ୍ଡା ଏବଂ ମୁଖ୍ୟ କିରାଣୀ ଶ୍ରୀ ସୁଧୀର କୁମାର ଦାସ ଉପସ୍ଥିତ ରହି ତାଙ୍କୁ ଅଭିନନ୍ଦନ ଜଣାଇଥିଲେ।ଉପସ୍ଥିତ ଥିବା ସମସ୍ତ କର୍ମଚାରୀ ଚିନ୍ମୟୀଙ୍କ ଏହି ସଫଳତାକୁ ମହାବିଦ୍ୟାଳୟର ଗୌରବ ଓ ଛାତ୍ରସମାଜ ପାଇଁ ପ୍ରେରଣାଦାୟକ ଉଦାହରଣ ବୋଲି ଅଭିହିତ କରିଥିଲେ। ନିଷ୍ଠା, ପରିଶ୍ରମ ଏବଂ ଅଧ୍ୟବସାୟ ଦ୍ୱାରା ଯେକୌଣସି ଲକ୍ଷ୍ୟ ହାସଲ କରାଯାଇପାରେ ବୋଲି ଚିନ୍ମୟୀ ପ୍ରମାଣିତ କରିଛନ୍ତି ବୋଲି ସେମାନେ ମତ ପ୍ରକାଶ କରିଥିଲେ।ଏହି ଅବସରରେ ଚିନ୍ମୟୀ ନିଜ ସଫଳତାର ଶ୍ରେୟ ମହାବିଦ୍ୟାଳୟର ଶିକ୍ଷକମଣ୍ଡଳୀ, ପିତାମାତା ଓ ଶୁଭେଚ୍ଛୁମାନଙ୍କୁ ଦେଇଥିଲେ। ଭବିଷ୍ୟତରେ ସେ ଉଚ୍ଚଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଆହୁରି ସଫଳତାର ଶିଖର ଛୁଇଁବେ ବୋଲି ସମସ୍ତେ ଆଶାବ୍ୟକ୍ତ କରିଥିଲେ।

News Comment

You Might Also Like

BACK TO TOP