Breaking News

ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||     

ପିଲାଚୋରୀ ଅଭିଯୋଗ ରେ ଯୁବକ, ଯୁବତୀଙ୍କୁ ମରଣା ନ୍ତକ ଆକ୍ରମଣ |

17-Jun-2026

ପିଲାଚୋରି ସନ୍ଦେହରେ ଯୁବକ-ଯୁବତୀଙ୍କୁ ମରଣାକ୍ତ ଆକ୍ରମଣ,

ଓଡିଶା ଜନମତ ରାୟଗଡ଼ା, ୧୭/୦୫,

କାମେଶ୍ୱର କରକରିଆ :----ଜିଲ୍ଲା କଲ୍ୟାଣସିଂହପୁର ଅଞ୍ଚଳରେ ପିଲାଚୋରି ସନ୍ଦେହକୁ କେନ୍ଦ୍ର କରି ଜଣେ ଯୁବକ ଓ ଯୁବତୀଙ୍କୁ ଆକ୍ରମଣ କରାଯାଇଥିବା ବେଳେ, ଘଟଣାକୁ ନେଇ କଲ୍ୟାଣସିଂହପୁର ଥାନା ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ସୂଚନା ଅନୁସାରେ, ଦିଲ୍ଲୀର ଆଜାଦପୁର ଅଞ୍ଚଳର ବାସିନ୍ଦା ସୁମନ ଝାପ ଓ ଗୁଜରାଟର ସୁରତର ଅର୍ପିତ ସୂତାରିଆ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ିସ୍ଥିତ ଏକ ଗ୍ରାମବିକାଶ ଏନଜିଓରେ କାର୍ଯ୍ୟରତ ଅଛନ୍ତି। ଉଭୟ ଗୁଗୁଲ ମ୍ୟାପ୍‌ର ସହାୟତାରେ ସ୍କୁଟି ଯୋଗେ ଦାରିଙ୍ଗବାଡ଼ିରୁ କଳାହାଣ୍ଡି ଜିଲ୍ଲାର ଟି.ଏଚ୍‌. ରାମପୁର ଅଭିମୁଖେ ଯାଉଥିଲେ। ରାସ୍ତାରେ ଜଣେ ସ୍ଥାନୀୟ ବ୍ୟକ୍ତି ଆଗର ରାସ୍ତା ଖରାପ ଥିବା ସୂଚନା ଦେଇ ସେମାନଙ୍କୁ ଅନ୍ୟ ରାସ୍ତାରେ ଯିବାକୁ ପରାମର୍ଶ ଦେଇଥିଲେ। ପରେ ସେମାନେ ଫେରି ଆସୁଥିବା ବେଳେ କିଛି ଲୋକ ସେମାନଙ୍କୁ ପିଲାଚୋର ବୋଲି ସନ୍ଦେହ କରି ପ୍ରାୟ ୧୨ କିଲୋମିଟର ପର୍ଯ୍ୟନ୍ତ ପିଛା କରିଥିବା ଅଭିଯୋଗ ହୋଇଛି।ପରବର୍ତ୍ତୀ ସମୟରେ ସ୍ଥାନୀୟ ବିଦ୍ୟୁତ କାର୍ଯ୍ୟାଳୟ ନିକଟରେ ଉଭୟଙ୍କୁ ଅଟକାଇ ମାଡ଼ ମାରାଯାଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି କଲ୍ୟାଣସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା। ତେବେ ଉତ୍ତେଜିତ ଲୋକେ ସ୍ୱାସ୍ଥ୍ୟ କେନ୍ଦ୍ରରେ ମଧ୍ୟ ପହଞ୍ଚି ଭଙ୍ଗାରୁଜା କରିବା ସହ ଉଭୟଙ୍କ ବିରୋଧରେ ନାରାବାଜି କରିଥିବା ଜଣାପଡ଼ିଛି। ଫଳରେ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଥାନା ପରିସରରେ ଦୀର୍ଘ ସମୟ ଧରି ଉତ୍ତେଜନା ଲାଗି ରହିଥିଲା।ଘଟଣାର ଗୁରୁତ୍ୱକୁ ଦେଖି ରାୟଗଡ଼ା ଏସ୍‌ପି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ପୋଲିସ ପକ୍ଷରୁ ଗୁଜବରେ ବିଶ୍ୱାସ ନ କରିବା ଏବଂ ଆଇନକୁ ନିଜ ହାତକୁ ନ ନେବା ପାଇଁ ସାଧାରଣ ଲୋକଙ୍କୁ ଅନୁରୋଧ କରାଯାଇଛି।

News Comment

You Might Also Like

BACK TO TOP