Breaking News

ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||     

ପୋଲସରା ରେ ବିକାଶର ଧାରା ଓଡିଶା ସାରା ର 4ର୍ଥ ଦିବସୀୟ କାର୍ଯ୍ୟକ୍ରମ ର ଶୁଭାରମ୍ଭ |

17-Jun-2026

ପୋଲସରାରେ ବିକାଶର ଧାରା  ଓଡ଼ିଶା ସାରା ୪ ଦିବସୀୟ କାର୍ଯ୍ୟକ୍ରମ ଶୁଭାରମ୍ଭ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ତା: ୧୮/୬/୨୦୨୬:- ---

ରାଜ୍ୟ ବିଜେପି  ସରକାରଙ୍କ ଦୁଇ ବର୍ଷର ସଫଳ ଶାସନ ପୂର୍ତ୍ତି ଗତ ୧୨ ତାରିଖ ଦିନ ହୋଇ ତୃତୀୟ ବର୍ଷରେ ପଦାର୍ପଣ କରିଛି। ଏହି ଦୁଇ ବର୍ଷ ମଧ୍ୟରେ ସମଗ୍ର ରାଜ୍ୟ ସମେତ ପୋଲସରା ବ୍ଲକରେ ହୋଇଥିବା ବିଭିନ୍ନ ଲୋକାଭିମୁଖୀ ଜନ କଲ୍ୟାଣ ଯୋଜନା ଗୁଡ଼ିକର ସଫଳତାକୁ ନେଇ ଗଞ୍ଜାମ ଜିଲ୍ଲା ପୋଲସରା ପଞ୍ଚାୟତ ସମିତି ପ୍ରଶାସନ ପକ୍ଷରୁ ଆଜି ଅର୍ଥାତ୍‌ ୧୭ ତାରିଖ ବୁଧବାର ଠାରୁ ଆସନ୍ତା ୨୦ ତାରିଖ ଶନିବାର ପର୍ଯ୍ୟନ୍ତ ଚାରି ଦିବସୀୟ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏକ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି।ସ୍ଥାନୀୟ ମାତୃଶକ୍ତି କଲ୍ୟାଣ ମଣ୍ଡପରେ ଆୟୋଜିତ କାର୍ଯ୍ୟକ୍ରମଟି ପୋଲସରା ବିଡ଼ିଓ ଶଶୀଭୂଷଣ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେଉଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା କଳ୍ପନା କୁମାରୀ ପ୍ରଧାନ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମଟିର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ସମୟରେ ସାଂସଦ ପ୍ରତିନିଧି ଶରତ ଚନ୍ଦ୍ର ପାଣିଗ୍ରାହୀ, ପାଣ୍ଡିରିପଡ଼ା ସରପଞ୍ଚ ରଘୁନାଥ ଭୂୟାଁ ଏବଂ ଗୋଚ୍ଛାବାଡି ସରପଞ୍ଚ ପ୍ରତିନିଧି ମନମୋହନ ଗୌଡ଼, ମନ୍ଦାର ସରପଞ୍ଚ ଜିତୁ ବିଷୋୟୀ, ସିଡ଼ିପିଓ ତିଳୋତ୍ତମା ରାଉତ ପ୍ରମୁଖ ଅନ୍ୟତମ ଅତିଥି ଭାବେ ଉପସ୍ଥିତ ରହି ସହଯୋଗ କରିଥିଲେ।
ଏହି ଅବସରରେ ସରକାରଙ୍କ ୨ ବର୍ଷର ବିଭିନ୍ନ କ୍ଷେତ୍ରରେ ହୋଇଥିବା ଏବଂ କରାଯାଇଥିବା କଲ୍ୟାଣମୂଳକ ଯୋଜନା ଗୁଡ଼ିକର ରୁପେଲି ପରଦା ଏବଂ ବିଭିନ୍ନ ବିଭାଗର ଷ୍ଟଲ୍ ଦ୍ୱାରା ପ୍ରଦର୍ଶନ କରାଯିବା ସହିତ ସରକାରଙ୍କ ଉକ୍ତ ଯୋଜନା ଗୁଡ଼ିକ ଦ୍ୱାରା ସର୍ବସାଧାରଣ କିଭଳି ଭାବେ ଲାଭାନ୍ୱିତ, ସଠିକ୍ ବ୍ୟବହାର କରି ନିଜର ଆର୍ଥିକ କ୍ଷେତ୍ରରେ ସ୍ୱାବଲମ୍ବନ  ହୋଇପାରିବେ ସେସବୁ ଉପରେ ଆଲୋକପାତ କରାଯାଇଥିଲା।
କାର୍ଯ୍ୟକ୍ରମରେ ସମସ୍ତ ବିଭାଗର ଅଧିକାରୀ, କର୍ମଚାରୀ, ଅଙ୍ଗନୱାଡ଼ି କର୍ମୀ, ଏସ୍.ଏଚ୍.ଜି ଗ୍ରୁପ୍, ଚାଷୀମାନେ ବହୁ ସଂଖ୍ୟାରେ ଯୋଗ ଦେଇଥିବାର ଦେଖିବାକୁ ମିଳିଥିଲା। ଶେଷରେ ପ୍ରଥମ ଦିବସରେ ଉପସ୍ଥିତ ଏବଂ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିବା ସମସ୍ତ ବ୍ୟକ୍ତି ବିଶେଷ ଏବଂ ସହଯୋଗୀମାନଙ୍କୁ ବିଡ଼ିଓ ମହୋଦୟ ଆନ୍ତରିକ ଧନ୍ୟବାଦ ଅର୍ପଣ କରିବା ସହିତ ଯେଉଁ ମହତ୍ ଉଦ୍ଦେଶ୍ୟ ନେଇ ଆରମ୍ଭ ହୋଇଥିବା ଚାରି ଦିବସୀୟ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ଭାବେ ସମସ୍ତଙ୍କ ସହଯୋଗରେ ସଫଳ ହେବ ବୋଲି ଆଶାପ୍ରକଟ କରିଛନ୍ତି।

News Comment

You Might Also Like

BACK TO TOP