Breaking News

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||     

ଖଲ୍ଲିକୋଟ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଉଦଯାପିତ |

28-Jun-2026

ବିକାଶ ର ଧାରା ଓଡିଶା ସାରା ଉଦଯାପିତ,

ଅନ୍ତିମ ଦିବସରେ ଅଙ୍ଗନବାଡି ଙ୍କୁ ସ୍ମାର୍ଟ ମୋବାଇଲ, ମୁଖ୍ୟମନ୍ତୀ ଅନ୍ନପୂର୍ଣ୍ଣା ଗ୍ରାମୀଣ ଆବାସ ବାଣ୍ଟିଲେ ବିଧାୟକ | 

ଓଡିଶା ଜନମତ ),ଖଲ୍ଲିକୋଟ,ମାଧବ ବେହେରା :----

ଖଲ୍ଲିକୋଟ :ସାରା ଓଡିଶା ରେ ଆରମ୍ଭ ହୋଇଥିବା ବିକାଶ ର ଧାରା ଓଡିଶା ସାରା ଗୁରୁବାର ଦିନ ଉଦଯାପିତ ହୋଇ ଯାଇଛି |ଅନ୍ତିମ ଦିବସରେ ଖଲ୍ଲିକୋଟ ବିଧାୟଜ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ ପୂର୍ଣ୍ଣ ଚନ୍ଦ୍ର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଙ୍ଗନବାଡି କର୍ମୀ ମାନଙ୍କୁ ସ୍ମାର୍ଟ ମୋବାଇଲ ଓ ବ୍ଲକ ର 29 ଗୋଟି ପଂଚାୟତ ର 29 ଗୋଟି  ଗରିବ ହିତାଧିକାରୀ ଙ୍କୁ ଗ୍ରାମୀଣ ଆବାସ ଯୋଜନା ର କାର୍ଯ୍ୟାଦେଶ ବଣ୍ଟନ କରିବା ସହ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ର ଶୁଭାରମ୍ଭ କରି ହିତାଧିକାରୀ ଙ୍କୁ ଅଧିକ ପାଞ୍ଚ କିଲୋ ଚାଉଳ ପ୍ରଦାନ ପାଇ ଖାଉଟି କାର୍ଡ ବଣ୍ଟନ କରିଥିଲର |ସ୍ଥାନୀୟ ମର୍ଦରାଜ କଲ୍ୟାଣ ମଣ୍ଡପ ପଅଫିସର ରେ ଆୟୋଜିତ କାର୍ଯ୍ୟକ୍ରମ ରେ ଖଲ୍ଲିକୋଟ ବ୍ଲକ ଗୋଷ୍ଟି ଉନ୍ନୟନ ଅଧିକାରୀ ଦେବାଶିଷ ସାମଲ ଓ ଶିଶୁ ବିକାଶ ଅଧିକାରୀ ମଧୁମିତା ପରିଜା  ଯୋଗାଣ ଅଧିକାରୀ ମଧୁସ୍ମିତା ପରିଡା ପ୍ରମୁଖ ଯୋଗ ଦେଇ ପରିଚାଳନା କରିଥିଲେ |ଉକ୍ତ କାର୍ଯ୍ୟକ୍ରମ ରେ  ବାର୍ଦ୍ଧକ୍ୟ ଓ ଭିନ୍ନକ୍ଷମ ଭତ୍ତା ବଣ୍ଟନ କରାଯାଇଥିଲା |କଲ୍ୟାଣ ମଣ୍ଡପ ପରିସରରେ ହିତାଧିକାରୀଙ୍କ ପ୍ରବଳ ଭିଡ଼ ଜମିଥିଲା | କାର୍ଯ୍ୟକ୍ରମ ରେ 37 ଜଣ ନୂତନ ଭତ୍ତା ଓ ଆୟୁଷ୍ମାନ କାର୍ଡ ବଣ୍ଟନ କରାଯାଇଥିଲା |ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ରେ ଖଲ୍ଲିକୋଟ ବ୍ଲକ ର 47 ହଜାର ହିତାଧିକାରୀ ଅଧିକ ପାଞ୍ଚ କିଲୋ ଚାଉଳ ପାଇବେ ବୋଲି ବିଡିଓ ଶ୍ରୀ ସାମଲ ଗଣମାଧ୍ୟମ କୁ ଶୁଭନା ଦେଇଥିଲେ | ( ଫୋଟୋ )

News Comment

You Might Also Like

BACK TO TOP