Breaking News

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||     

ସର୍ପ ଦଂଶନ ରେ 7ବର୍ଷ ବାଳକ ର ମୃତ୍ୟୁ ||

28-Jun-2026

ସାପ କାମୁଡ଼ାରେ  7ବର୍ଷ ନାବାଳକାର ମୃତ୍ୟୁ କୁ ନେଇ ଗାଁର  ଶୋକାକୁଳ ପରିବେଶ  ଅନୁଷ୍ଠିତ ||

ଓଡିଶା ଜନ ମତ ବ୍ୟୁରୋ,  

ଛୋଟ ପିଲାଟ  ଅବା କାହାର କି ଦୋଷ କରିଥିଲା , ହସ ଖୁସିରେ, ବାପା, ମାଆ, ସାହି ପଡିସା, ଙ୍କ ଆଦର ରେ ଜୀବନ କାଟୁଥିଲା ବେଳେ ହଠାତ ସର୍ପ ଦଂଶନ ରେ ମୃତ୍ୟୁ ହୋଇଯାଇଛି | ଯାହାକୁ ନେଇ ସେହି ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଉଛି ||ଘଟଣାଟି ଘଟିଛି ରାଇଘର ବ୍ଲକ ଅନ୍ତର୍ଗତ ଗଞ୍ଜାପାରା ପଞ୍ଚାୟତ ର କୁସୁମପୁର (କୋଡାଲପାରା)ଗ୍ରାମର ସୁବିଲାଲ ଗଣ୍ଡ ଙ୍କ ପୁଅ ଦୁମନ୍ତ ଗଣ୍ଡ( ୭) ଖାଇ ସାରି ଶୋଇଥିବା ବେଳେ  ସାପ ଟି। ପାଟିରେ କାମୁଡ଼ି ଥିଲା।ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ସାପ କାମୁଡ଼ାରେ ଏକ ୭ ବର୍ଷର ନାବାଳକାର ମୃତ୍ୟୁ ହୋଇଛି। ଘଟଣାଟି ଶନିବାର ରାତିରେ ଖାଇ ସାରି ଶୋଇଥିବା ବେଳେ ୧୧ ଟା ସମୟରେ ଘଟିଥିଲା ଏକ ବିଷାକ୍ତ ସାପ ତାଙ୍କୁ କାମୁଡ଼ି ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ହାଟଭରଣ୍ଡି ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ହାଟଭରଣ୍ଡି ସ୍ବାସ୍ଥ୍ୟ କେନ୍ଦ୍ରରୁ ଉମରକୋଟ ର ମୁଖ୍ୟ ଚିକିତ୍ସାଳୟକୁ ନେବାର ଅଧା ରାସ୍ତାରେ ମୃତ୍ୟୁ ହୋଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।

News Comment

You Might Also Like

BACK TO TOP