Breaking News

ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||     

ଚୋରି ମାମଲାରେ ପୋଲିସ କୁ ମିଳିଛି ବଡ଼ ସଫଳତା ||

28-Jun-2026

ବରପାଲି ପୋଲିସର ଥାନା  ଇଲାକାରେ  ଚୋରି ମାମଲାରେ ଦୁଇ  ଅଭିଯୁକ୍ତ ଗିରଫ, 

 ଓଡିଶା ଜନ ମତ ବ୍ୟୁରୋ, 

ଚୋରି ମାମଲାରେ ବରଗଡ଼ ପୋଲିସ କୁ ମିଳିଛି ଏକ ବଡ଼ ସଫଳତା  | ଘଟଣାଟି ଘଟିଛି :ବରଗଡ଼ ଜିଲ୍ଲା ବରପାଲି ଥାନା ପୋଲିସ ପକ୍ଷରୁ ଚୋରି ମାମଲାରେ କାର୍ଯ୍ୟାନୁଷ୍ଠାନ ନେଇ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।  ବରଗଡ ନଦୀପଡା ଅଞ୍ଚଳର ଖିରେଶ୍ୱର ନାଗ ଏବଂ ପ୍ରବୀଣ ସାହୁଙ୍କୁ ୨୮ ଜୁନ୍ ୨୦୨୬ ରେ ଗିରଫ କରାଯାଇଥିବା ଜଣାପଡ଼ିଛି। ପୋଲିସ ସୂଚନା ଅନୁସାରେ, ବରପାଲି ଥାନାରେ ରୁଜୁ ହୋଇଥିବା ମାମଲା ନମ୍ବର ୨୬୦/୨୬ ଆଧାରରେ ତଦନ୍ତ କରାଯାଇ ଉକ୍ତ ଦୁଇ ଅଭିଯୁକ୍ତଙ୍କୁ ଧରାଯାଇଥିଲା। ତଦନ୍ତ ସମୟରେ ଅଭିଯୁକ୍ତଙ୍କ ଠାରୁ ଗୋଟିଏ ଚୋରି ମୋଟରସାଇକେଲ ଉଦ୍ଧାର କରାଯାଇଛି। ଗିରଫ ପରେ ଦୁଇ ଅଭିଯୁକ୍ତଙ୍କୁ ଆଇନଗତ ପ୍ରକ୍ରିୟା ଅନୁଯାୟୀ କୋର୍ଟକୁ ପଠାଯାଇଛି। ଚୋରି ଘଟଣାରେ ଅନ୍ୟ କାହାରି ସଂପୃକ୍ତି ରହିଛି କି ନାହିଁ, ସେନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି। ଏହି ସଫଳତା ପାଇଁ ସ୍ଥାନୀୟ ଅଞ୍ଚଳରେ ବରପାଲି ପୋଲିସର କାର୍ଯ୍ୟକୁ ପ୍ରଶଂସା କରାଯାଇଛି।

News Comment

You Might Also Like

BACK TO TOP