Breaking News

ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||     

ଜମି ଭାଗ ବଣ୍ଟାକୁ ନେଇ ସାନ ଭାଇକୁ ବଡ଼ ଭାଇର ଆକ୍ରମଣ |

29-Jun-2026

ଜମି ଭାଗ ବଣ୍ଟାକୁ ନେଇ ସାନ ଭାଇକୁ ବଡ଼ ଭାଇର ଆକ୍ରମଣ.

 ଓଡିଶା ଜନ ମତ, ବ୍ରହ୍ମପୁର କୈଳାଶ ଚନ୍ଦ୍ର ଚୌଧୁରୀ,

ବେଲଗୁଣ୍ଠା ଥାନା ଅଞ୍ଚଳରେ ଜମି ଭାଗବଣ୍ଟାକୁ ନେଇ ବଡ଼ଭାଇର ଆକ୍ରମଣରେ ସାନ ଭାଇ ଗୁରୁତର ହୋଇ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର ହୋଇଥିବା ସୂଚନା ମିଳିଛି। ସୂଚନା ଥାଉକି ଆଜି ବାବୁଲା ମେକାପ(୫୦) ନାମକ ଜଣେ ବ୍ୟକ୍ତି ନିଜ ଜମିର ଚଉହ୍ରଦ ବିଷୟରେ ବୁଝାସୁଝା ନିମନ୍ତେ ବେଲଗୁଣ୍ଠା ତହସିଲ୍ କାର୍ଯ୍ୟାଳୟକୁ ଆସିଥିଲେ। ଏହି ସମୟରେ ବାବୁଲାଙ୍କ ବଡ଼ ଭାଇ ସୁରେଶ ମେକାପ  ବେଲଗୁଣ୍ଠା ତହସିଲ୍ କାର୍ଯ୍ୟାଳୟରେ ପହଞ୍ଚି ବାବୁଲାଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ସୁରେଶଙ୍କ ସହିତ ତାଙ୍କ ପୁଅ ରାଜ୍ କିଶୋର ମେକାପ  ମଧ୍ୟ ଏକ କାଠ ଫାଳିଆରେ  ବାବୁଲାଙ୍କୁ ଆକ୍ରମଣ କରିଥିଲେ। ସ୍ଥାନୀୟ ଲୋକେ ଏହି ଆକ୍ରମଣ ସମୟରେ ଭିଡିଓ ରେକଡିଂ କରିବାରୁ ଉଭୟ ବାପା ପୁଅ ବାବୁଲାଙ୍କୁ ଛାଡ଼ି ଦେଇ ପଳାଇଥିଲେ। ବାବୁଲା ଆହତ ହୋଇଥିବା ଖବର ପାଇ ବାବୁଲାଙ୍କ ସ୍ତ୍ରୀ ଏବଂ ପୁଅ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ବାବୁଲାଙ୍କୁ ବେଲଗୁଣ୍ଠା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। କିନ୍ତୁ ବାବୁଲାଙ୍କ ଡାହାଣ ହାତ ଏବଂ ଗୋଡ଼ରେ ଗଭୀର ଆଘାତ ଆଣିଦେଲା ଲାଗିଥିବାରୁ ବେଲଗୁଣ୍ଠାରେ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ ବ୍ରହ୍ମପୁର ମେଡ଼ିକାଲକୁ ସ୍ଥାନାନ୍ତର  କରିଛନ୍ତି।

News Comment

You Might Also Like

BACK TO TOP