Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ବରିଷ୍ଟ କଳାକାର ବିପ୍ର ଚରଣ ସାହୁଙ୍କ ପରଲୋକ |

30-Jun-2026

ବରିଷ୍ଠ କଳାକାର ବିପ୍ର ଚରଣ ସାହୁଙ୍କ ବିୟୋଗ। 

ଓଡିଶା ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର:---

 ବରିଷ୍ଠ ଲୋକ ନାଟକ କଳାକାର ବିପ୍ରଚରଣ ସାହୁ ୯୦ ବର୍ଷ ବୟସରେ ବ୍ରହ୍ମପୁର ବାପୁଜୀ ନଗର ୭ମ ସରଣୀସ୍ଥ ସ୍ଵ ବାସଗୃହରେ ବାର୍ଦ୍ଧକ୍ୟ ଜନିତ ପୂର୍ବାହ୍ନ ଘ. ୧୧. ୫୫ ମିନିଟ ସମୟରେ ଇହଲୀଳା ସମ୍ବରଣ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କ ମରଶଯ୍ୟା ନିକଟରେ ତାଙ୍କର ଜ୍ୟେଷ୍ଠ ପୁତ୍ର ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ ମହାସଚିବ ସୁବାସ ଚନ୍ଦ୍ର ସାହୁ ରୋଶନ୍ ଙ୍କ ସମେତ ଅନ୍ୟ ତିନି ପୁତ୍ର ସୁଦାମ, ସୁଦର୍ଶନ, ଶିଶିର ଏବଂ ଚାରି ବୋହୁ ଓ ନାତି ନାତୁଣୀମାନେ ଉପସ୍ଥିତ ଥିଲେ। ବିପ୍ର ଚରଣ ଶିଶୁ କାଳରୁ ସ୍ଵ ଗ୍ରାମ ହିଞ୍ଜିଳି ବ୍ଲକ ଅନ୍ତର୍ଗତ ବେଲଗାଁରେ ଥିବା ବିଭିନ୍ନ ନାଟ୍ୟ ଦଳ ସହ ସଂଶ୍ଳୀଷ୍ଟ ଥିଲେ। ଲୋକ ନାଟକ ରାମ ନାଟକ, ଦଣ୍ଡ ସୁଆଙ୍ଗ, ଏବଂ ଗ୍ରାମୀଣ ନାଟକରେ ଅଭିନୟ କରି ନିଜକୁ ଜଣେ ଦକ୍ଷ କଳାକାରର ପରିଚୟ ଛାଡି ଯାଇଛନ୍ତି। ତାଙ୍କ ବିୟୋଗରେ ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ, ଗଞ୍ଜାମ ଜିଲ୍ଲା ବରିଷ୍ଠ କଳାକାର ସଂଘ, ମଞ୍ଚଜ୍ୟୋତି, ଶିଳାପଦ୍ମ, ଜାତୀୟ ସଙ୍ଗୀତ କଳାକେନ୍ଦ୍ର ଆଦି ଅନୁଷ୍ଠାନର କର୍ମକର୍ତ୍ତମାନେ ତାଙ୍କର ଶେଷ ଦର୍ଶନ ନିମନ୍ତେ ଉପସ୍ଥିତ ଥଲେ। ତାହାଙ୍କ ବିୟୋଗରେ କଳାକାର ଜଗତରେ ଶୋକର ଛାୟା ଖେଳିଯାଇଛି।

News Comment

You Might Also Like

BACK TO TOP