Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟ ରେ ଅବସର କାଳୀନ ସମ୍ବର୍ଦ୍ଧନା |

30-Jun-2026

ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା

ଓଡିଶା ଜନମତ,ବାଲିଗୁଡା, ତା, ୩୦/୦୬,,

ସଞ୍ଜୟ କୁମାର ପାଣିଗ୍ରାହୀ): ----

କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ରେ କାର୍ଯ୍ୟରତ ଦୁଇ କର୍ମଚାରୀ ମଙ୍ଗଳବାର ଦିନ ନିଜ ଚାକିରୀ କାଳ ରୁ ଅବସର ଗ୍ରହଣ କରୁଥିବାରୁ ଏକ ଆଡମ୍ବର ସହକାରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅଧ୍ଯକ୍ଷ ଡ.ବିଭୂତି ଭୂଷଣ ଆଚାର୍ଯ୍ୟ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ମହାବିଦ୍ୟାଳୟ ର କିରାଣୀ ତଥା ଟାଇପିଷ୍ଟ ପ୍ରମୋଦ କୁମାର ପଣ୍ଡା ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀ ସୁବାସ ଚନ୍ଦ୍ର ଡାକୁଆଙ୍କୁ ମହାବିଦ୍ଯାଳୟର ସମସ୍ତ କର୍ମଚାରୀଙ୍କ ପକ୍ଷରୁ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି l ପରିଷଦ ସମ୍ପାଦକ ତେଜେଶ୍ୱର ନାୟକଙ୍କ  ଆବାହକତ୍ୱରେ ଡ.ସୁଶାନ୍ତ କୁମାର ଦାସ ,ବ୍ରଜେନ୍ଦ୍ର ବିନ୍ଧାଣୀ , ହିମାଂଶୁ କୁମାର ସାହୁ ,ସରୋଜ କୁମାର ପାଠୀ , ସୁରେଶ ମିଶ୍ର , ସୌଭାଗିନୀ ଦାଶ, କାହ୍ନୁ ଗମାଙ୍ଗ ପ୍ରମୁଖ ଉପସ୍ଥିତ ରହି ଦୁଇ କର୍ମଚାରୀ ଙ୍କ ନିରାମୟ କାର୍ଯ୍ୟାବଳୀ ସମ୍ପର୍କରେ ବକ୍ତବ୍ଯ ପ୍ରଦାନ କରି ଭୁୟସୀ ପ୍ରଶଂସା କରିବା ସହ ମାନପତ୍ର ଓ ଉତ୍ତରୀୟ ଉପହାର ପ୍ରୀତିସନ୍ତକ ଭାବେ ପ୍ରଦାନ କରାଯାଇଥିଲା l ପ୍ରତ୍ୟୁତର ରେ ଦୁଇ କର୍ମଚାରୀ ନିଜ ଚାକିରୀ କାଳ ମଧ୍ୟରେ ମହାବିଦ୍ୟାଳୟ ର ସମସ୍ତ କର୍ମଚାରୀ, ଅଧ୍ୟକ୍ଷ, ଅଧ୍ୟାପକ, ଅଧ୍ୟାପିକା ତଥା ଛାତ୍ର ଛାତ୍ରୀ ଙ୍କ ସ୍ନେହ, ଶ୍ରଦ୍ଧା ଓ ଭଲ ପାଇବା ସବୁଦିନ ପାଇଁ ମନେ ରହିବ ବୋଲି ପ୍ରକାଶ କରିଥିଲେ l

News Comment

You Might Also Like

BACK TO TOP