Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଗୋଳିଆ ତାଲସର ରାସ୍ତା ଶୋଚନୀୟ ପ୍ରତିକାର ନହେଲେ ଆନ୍ଦୋଳନ ଚେତାବନୀ ||

30-Jun-2026

ଗୋଲିଆ-ତାଳସର ରାସ୍ତା ଶୋଚନୀୟ, ପ୍ରତିକାର ଦାବି

ଓଡିଶା ଜନ ମତ,ବୁଗୁଡ଼ା,୨୯/୦୬,

ଡ.କୁମୁଦ ଚନ୍ଦ୍ର ବେହେରା :---

ସରକାରଙ୍କ ନାରା ବିକଶିତ ଓଡ଼ିଶା, ବିକଶିତ ଗାଁ ଏବଂ ବିକାଶର ଧାରା, ଓଡ଼ିଶା ସାରା ସମ୍ପ୍ରତି ବୁଗୁଡ଼ା ଅଞ୍ଚଳବାସୀଙ୍କ ପାଇଁ ପରିହାସର ବାଣୀ ପାଲଟିଛି । ଦେଶ ସ୍ଵାଧୀନତାର ଦୀର୍ଘ ୭୮ ବର୍ଷ ବିତିଯାଇଥିଲେ ବି ନିଜ ଗାଁକୁ ଭଲ ରାସ୍ତାଟିଏ ଗ୍ରାମବାସୀ ପାଇପାରି ନାହାନ୍ତି । ଖରା ଓ ଶୀତ ଦିନରେ ଖାଲଢେପରେ ପଡ଼ି ଲୋକେ ଗାଁକୁ ଯାଉଥିବା ବେଳେ ବର୍ଷା ଦିନେ ଯମଯନ୍ତ୍ରଣା ଭୋଗୁଛନ୍ତି । ପ୍ରଶାସନିକ ଉଦାସୀନତା ଓ ନେତାଙ୍କ ଅପାରଗତା ଯୋଗୁଁ ତିନିଖଣ୍ଡ ଗାଁର ଲୋକଙ୍କୁ ଦୁର୍ଦ୍ଦଶା ଭୋଗିବାକୁ ପଡ଼ୁଛି । ଏଭଳି ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ରହିଥିବା ରାସ୍ତାର ଦୃଶ୍ୟ ବୁଗୁଡ଼ା ବ୍ଲକ ଗୋଲିଆ ପଞ୍ଚାୟତରେ ଦେଖିବାକୁ ମିଳିଛି ।ଗୋଲିଆ ଗ୍ରାମ ଉପକଣ୍ଠ କୋଇଲୁଣ୍ଡି ଛକଠାରୁ ମରେଇପଲ୍ଲୀଓ ଡାହାଣପଲ୍ଲୀ ଗାଁ ଦେଇତାଳସର ଗ୍ରାମକୁ ଯାଇଥିବାରାସ୍ତାର ଅବସ୍ଥା ଅତୀବ ଦୟନୀୟହୋଇପଡିଛି । ଏ ନେଇ ଏହିତିନି ଗୋଟି ଗାଁରେ ଲୋକେଅନେକ ଥର ଗୁହାରି କରି ଆନ୍ଦୋଳନ କରିଥିଲେ ମଧ୍ୟ ସ୍ଥାନୀୟ ବ୍ଲକ ପ୍ରଶାସନଶୁଣୁନଥିବା ଅଭିଯୋଗ ହେଉଛି ।ଗତ ୨୦୨୩ ଅଗଷ୍ଟ ୨୮ ତାରିଖଦିନ ଏହି ରାସ୍ତା ଯୋଗୁଁହିନସ୍ତାହେଉଥିବା ଗ୍ରାମବାସୀମାନେ ବ୍ଲକକାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରି ରାସ୍ତା ତିଆରି ନକଲେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଥିଲେ ।ତତ୍କାଳୀନ ବିଡିଓ ବାବୁ ରାସ୍ତା ନିର୍ମାଣର ଆଶ୍ୱାସନା ଦେଇ ଲୋକଙ୍କୁ ଫେରାଇ ଦେଇଥିଲେ ଏବଂ ପରବର୍ତ୍ତୀ ନିର୍ବାଚନ ସମୟରେ ନେତାଗଣଙ୍କ ମିଥ୍ୟା ପ୍ରତିଶ୍ରୁତିରେ ଫସିଯାଇ ଲୋକେ ଭୋଟ ମଧ୍ୟ ଦେଇଥିଲେ । ଭୋଟ ସରିଯାଇ ସରକାର ବଦଳି ଯାଇ ଦୁଇ ବର୍ଷ ବିତିଯାଇଥିଲେ ସୁଦ୍ଧା ସେହି କଦର୍ଯ୍ୟ ରାସ୍ତାର ଅବସ୍ଥା ବଦଳିଲା ନାହିଁ କି ଗାଁ ଲୋକଙ୍କଦୁର୍ଦ୍ଦଶା ଦୂର ହୋଇନାହିଁ । ବର୍ଷାଦିନେ ସେହି ପାଣିଭରା ଖାଲଖମାରାସ୍ତାରେ ଯାନବାହନ ଚଳାଚଳକଷ୍ଟକର ହେଉଥିବା ବେଳେଗୋଲିଆ ଗ୍ରାମ୍ୟ ହାଇସ୍କୁଲରେଷଷ୍ଠରୁ ଦଶମ ଶ୍ରେଣୀ ଯାଏଁପଢୁଥିବା ଛାତ୍ରଛାତ୍ରୀ ଏବଂ
ଭତ୍ତା ଓ ରାସନ ପାଇଁ ପଞ୍ଚାୟତକାର୍ଯ୍ୟାଳୟକୁ ଯିବା ଆସିବା ବେଳେ
ନାହିଁ ନଥିବା ଅସୁବିଧାର ସମ୍ମୁଖୀନହେଉଥିବାରୁ ଲୋକଙ୍କ ମଧ୍ୟରେ
ପ୍ରବଳ ଅସନ୍ତୋଷ ଦେଖାଦେଇଛି । ଅନ୍ୟପକ୍ଷରେ ବିପଦ ସମୟରେ ଆମ୍ବୁଲାନ୍ସ ମରେଇପଲ୍ଲୀ ଗାଁ ପାଖକୁ ଯାଇପାରୁଥିବା ବେଳେ ଅନ୍ୟ ଦୁଇ ଗାଁକୁ ଯାଇ ନପାରି ବାଟରେ ଅଟକି ଯାଉଥିବାରୁ ଲୋକେ ରୋଗୀକୁ ଆମ୍ବୁଲାନ୍ସ ପାଖକୁ ଆଣିବାକୁ ପଡୁଛି । ଏଥି ପାଇଁ ସ୍ଥାନୀୟ ପ୍ରଶାସନର ନିନ୍ଦନୀୟ ଉଦାସୀନତା ଓ ନେତାଙ୍କ ଅକ୍ଷମଣୀୟ ଅପାରଗତାକୁ ଦାୟୀ କରି ଦୁର୍ଦ୍ଦଶାଗ୍ରସ୍ତ ଗ୍ରାମବାସୀମାନେ ଏକ ବଡ ଧରଣର ଆନ୍ଦୋଳନ କରିବାକୁ ସଜବାଜ ହେଉଥିବା ଜଣାପଡିଛି । ଉକ୍ତ ରାସ୍ତାର ଦୁରାବସ୍ଥାକୁ ନେଇ ଗ୍ରାମବାସୀଙ୍କ ଅସନ୍ତୋଷ ଚରମ ସୀମାରେ ପହଞ୍ଚିଥିବା ବେଳେ ଆଗାମୀ ଦିନରେ ଯେକୌଣସି ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ଥିବା ଯୋଗୁଁ ପ୍ରଶାସନିକ ଉଚ୍ଚ କର୍ତ୍ତୃପକ୍ଷ ଏଥ୍ ପ୍ରତି ଦୃଷ୍ଟି ଦେଇ ଯଥାଶୀଘ୍ର ପ୍ରତିକାର କରିବା ପାଇଁ ସାଧାରଣରେ ଦୃଢ ଦାବି ହେଉଛି ।

News Comment

You Might Also Like

BACK TO TOP