Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ସାମାନ୍ୟ କଥା କୁ ନେଇ ଗଣ୍ଡାପଲ୍ଲୀ ଗାଁରେ ଦୁଇ ପକ୍ଷର ଆଠ ଆହାତ |

01-Jul-2026

 ଆସିକା ଥାନା ଗଣ୍ଡପଲ୍ଲୀରେ ଦୁଇ ଗୋଷ୍ଠୀ  ଗଣ୍ଡଗୋଳ  ଉଭୟ ପକ୍ଷର ଆଠ ଆହାତ, 

ଓଡିଶା ଜନ ମତ ବ୍ୟୁରୋ, 
 
 ସାମାନ୍ୟ କାଥାକୁ ନେଇ ବେଳେ ବେଳେ ଲୋକଙ୍କ ମଧ୍ୟରେ ଉଚ୍, ଵାଚ କଥ କଥ କଟାକଟି ଓ ହାତ ଉଠାଉଠି କୁ ନେଇ ଶେଷରେ ହଣା କଟା ପର୍ଯ୍ୟନ୍ତ ଚାଲି ଯାଏ ଏପରି ଏକ ଛୋଟିଆ କଥାକୁ ନେଇ ଘଟିଛି ଏକ ବଡ଼ ଘଟଣା ତାହା ହେଉଛି ଆସିକା ଏନଏସିର ଗଣ୍ଡପଲ୍ଲୀରେ ସାମାନ୍ୟ ଘଟଣାକୁ କେନ୍ଦ୍ର କରି  ଦୁଇ ଗୋଷ୍ଠୀ ମଧ୍ୟରେ ଭୟଙ୍କର ଗଣ୍ଡଗୋଳ ଘଟିଛି। ଏଥିରେ ଉଭୟ ପକ୍ଷର ୮ ଜଣ ଆହତ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି।ସୂଚନା ଅନୁଯାୟୀ, ମନୋଜ ଦାସ, ପ୍ରଶାନ୍ତ ଦାସ, ପିତାମ୍ବର ଦାସ, ଶ୍ୱେତ ଦାସ, ପପୁ ଦାସ ଓ ଗୌରୀ ଦାସଙ୍କ ଗୋଷ୍ଠୀ ସହ ରିଙ୍କୁ ଦାସ ଓ ଗୌତମ ଦାସଙ୍କ ଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ହୋଇଥିଲା। ପରେ ଏହା ଉଗ୍ର ରୂପ ନେଇ ଉଭୟ ପକ୍ଷ ପରସ୍ପରକୁ ଲୁହା ରଡ଼, କାତି ଓ ଠେଙ୍ଗାରେ ଆକ୍ରମଣ କରିଥିଲେ।
ସମସ୍ତ ଆହତଙ୍କୁ ପ୍ରଥମେ ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଥିମଧ୍ୟରୁ ରିଙ୍କୁ ଦାସ ଓ ପ୍ରଶାନ୍ତ ଦାସଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।ଘଟଣାର ଖବର ପାଇ ଆସିକା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

News Comment

You Might Also Like

BACK TO TOP