Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ପୋଲସରା ବ୍ଳକର 4ଜଣ ଶିକ୍ଷକ, ଶିକ୍ଷୟତ୍ରୀ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା |

01-Jul-2026

ପୋଲସରା ବ୍ଲକର ୪ ଜଣ ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ  ଅବସରକାଳୀନ ସମ୍ବର୍ଦ୍ଧନା ଦିଆଗଲା ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ତା. ୦୧/୭/୨୦୨୬ :-----

ଚଳିତ ୨୦୨୬ ସାଲରେ ପୋଲସରା ବ୍ଲକରେ ୩ ଦଶନ୍ଧି ଧରି ଶିକ୍ଷକତା ଭାବେ କାର୍ଯ୍ୟକରିଥିବା ପ୍ରାଥମିକ ଏବଂ ଉଚ୍ଚପ୍ରାଥମିକ ବିଦ୍ୟାଳୟ ଗୁଡିକରୁ ମୋଟ୍ ୧୩ ଜଣ ଶିକ୍ଷକ ଶିକ୍ଷୟିତ୍ରୀମାନେ ଅବସର ନେଉଛନ୍ତି । ଏମାନଙ୍କ ମଧ୍ୟରୁ ଜାନୁୟାରୀ ୩୧ ତାରିଖ ଠାରୁ ମଇ ୩୧ ତାରିଖ ମଧ୍ୟରେ ୫ ଜଣ ଅବସର ନେଇ ସାରିଥିବା ବେଳେ ଜୁନ୍ ୩୦ ତାରିଖ ମଙ୍ଗଳବାର ଦିନ ଆଉ ୪ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଅବସର ନେଇଛନ୍ତି ।ଏହି ଚାରି ଜଣ ହେଲେ ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ବେହେରା  ମଥୁରା ଗ୍ରାମ ପଞ୍ଚାୟତ ର  (ସରକାରୀ ପ୍ରାଥମିକ ବିଦ୍ୟାଳୟ ମଥୁରା) ପ୍ରଧାନ ଶିକ୍ଷୟିତ୍ରୀ ସାନ୍ତିଲତା ଦାସ ପୋଲସରା ପୌରପରିଷଦର  (ଦେଉଳପେଡି ପ୍ରାଥମିକ ବିଦ୍ୟାଳୟ) ପ୍ରଧାନ ଶିକ୍ଷକ ପ୍ରମୋଦ ଚନ୍ଦ୍ର ସାହୁ ଘୋଡ଼ାପଲାଣ  ଗ୍ରାମ ପଞ୍ଚାୟତର  (କରତାଳି ପ୍ରାଥମିକ ବିଦ୍ୟାଳୟ) ଏବଂ ପ୍ରଧାନ ଶିକ୍ଷକ ବିଧାନ  ବେହେରା କଣଛାଇ ଗ୍ରାମ ପଞ୍ଚାୟତର  (କଣଛାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ) ପ୍ରମୁଖ। ଏହି ଅବସରରେ ବିଦ୍ୟାଳୟ ଗୁଡିକର ଶିକ୍ଷକ, ଶିକ୍ଷୟିତ୍ରୀ, ପରିଚାଳନା କମିଟି, କର୍ମଚାରୀ, ଛାତ୍ର, ଛାତ୍ରୀ, ପାଚିକା ଏବଂ ଅଙ୍ଗନବାଡି କର୍ମୀମାନଙ୍କ ପକ୍ଷରୁ ଉଚ୍ଛର୍ଷିତ ସମ୍ବର୍ଦ୍ଧନା ଦିଆଯିବା ସହିତ ଆଦର୍ଶ କର୍ମମୟ ଜୀବନର ପ୍ରଶଂସା ଏବଂ ମାନପତ୍ର ପ୍ରଦାନ ପୂର୍ବକ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା ।ଏହି କାର୍ଯ୍ୟକ୍ରମ ଗୁଡିକରେ ଅତିଥି ଭାବେ ପୋଲସରା ପ୍ରାଥମିକ ଶିକ୍ଷକ ସଂଘ ସଭାପତି ସୂର୍ଯ୍ୟନାରାୟଣ ପୃଷ୍ଟି, ସମ୍ପାଦକ ଅମିତାଭ ମିଶ୍ର,  ଉପସଭାପତି କୃଷ୍ଣଚନ୍ଦ୍ର ପାତ୍ର, କୋଷାଧ୍ୟକ୍ଷ ସତ୍ୟନାରାୟଣ ନାୟକ ଏବଂ ଉପଦେଷ୍ଟା ଦୁର୍ଗାପ୍ରସାଦ ମହାପାତ୍ର ପ୍ରମୁଖ ଅତିଥି ଭାବେ ଯୋଗଦେଇ ସମ୍ବର୍ଦ୍ଧିତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ସେବା କର୍ତ୍ତବ୍ୟର ପ୍ରଶଂସା କରିବା ସହିତ ଅବସର ପରବର୍ତ୍ତୀ ଜୀବନ ସୁଖ ଓ ଶାନ୍ତିରେ ଅତିବାହିତ ହେବା ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥିଲେ ।

News Comment

You Might Also Like

BACK TO TOP