Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

କେଶପୁର ଉଚ୍ଚ ପ୍ରାଥମିକ ବିଦ୍ୟଳୟ ର ପ୍ରଧନ ଶିକ୍ଷୟତ୍ରୀ ଙ୍କୁ ବିଦାୟ ସମ୍ବର୍ଦ୍ଧନା |

01-Jul-2026

ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ ଉତ୍ସବ ଅନୁଷ୍ଠିତ

 ଓଡିଶା ଜନ ମତ ବ୍ୟୁରୋ, 

ଖଲ୍ଲିକୋଟ ବ୍ଲକ କେଶୁପୁର କ୍ଲଷ୍ଟର ଅଧୀନସ୍ଥ କେଶପୁର ଛକ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟରେ ଦୀର୍ଘ ବର୍ଷ ଧରି କାର୍ଯ୍ୟରତ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ କାର୍ଯ୍ୟରୁ ଅବସର ଗ୍ରହଣ କରିଥିବାରୁ ତାହାଙ୍କୁ କ୍ଲଷ୍ଟରର ଶିକ୍ଷକ ଶିକ୍ଷୟିତ୍ରୀ, ପରିଚାଳନା କମିଟି ସଦସ୍ୟ ସଦସ୍ୟା, ଅଭିଭାବକ ଅଭିଭାବିକା, ସମୂହ ଛାତ୍ରଛାତ୍ରୀଙ୍କ ଗହଣରେ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ବନ୍ଦିତା ପାଣିଗ୍ରାହୀ, ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, କେଶପୁରର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ସ୍ୱାଇଁଙ୍କ ସମେତ କ୍ଲଷ୍ଟରର ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ, କେଶପୁର କ୍ଲଷ୍ଟର ସିଆରସିସି ପବନା ସ୍ୱାଇଁ, ପ୍ରାକ୍ତନ ସିଆରସିସି ମାଗତା ନାହାକ, ନୀଳାଚଳ ମିଶ୍ର, ପରିଚାଳନା କମିଟି ସଭାପତି ବସନ୍ତ କୁମାର ବିଶ୍ୱାଳଙ୍କ ସମେତ ବହୁ ଶିକ୍ଷାବିତ୍, ବୁଦ୍ଧିଜୀବୀ ବିଦାୟ ସମ୍ବର୍ଦ୍ଧନା ଉତ୍ସବରେ ଯୋଗଦାନ କରି ବିଦାୟୀ ପ୍ରଧାନ ଶିକ୍ଷୟିତ୍ରୀ ପୂର୍ଣ୍ଣବାସୀ ନାୟକଙ୍କ ଶିକ୍ଷାଦାନ, କର୍ତ୍ତବ୍ୟ ପରାୟଣତା, ଉତ୍ସର୍ଗୀକୃତ କାର୍ଯ୍ୟ ଆଦି ବହୁମୁଖୀ ଦିଗ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ବିଦାୟୀ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଫୁଲତୋଡ଼ା, ଉତ୍ତରୀୟ, ଉପଢୌକନ, ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା ।
ରିପୋର୍ଟ:-
ଡକ୍ଟର ଦ୍ୱାରିକାନାଥ ମହାରଣା 
ଖଲ୍ଲିକୋଟ, ଗଂଜାମ

News Comment

You Might Also Like

BACK TO TOP