Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ପୁରୁଷୋତ୍ତମପୁର ବ୍ଳକ ପରିସର ରେ ଯୁବ ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ |

02-Jul-2026

ପୁରୁଷୋତ୍ତମପୁର ବ୍ଲକ୍‌ ରେ ‘ବିକାଶର ଧାରା ଓଡ଼ିଶା ସାରା’  ରେ ଯୁବ ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ,

ପୁରୁଷୋତ୍ତମପୁର ବ୍ଲକ୍ ପରିସରରେ ‘ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ର ଅନ୍ତିମଦିନରେଯୁବସମାବେଶ  କାର୍ଯ୍ୟକ୍ରମ ବ୍ଳକ ଜିପିଓ ରାଜେନ୍ଦ୍ର ପ୍ରସାଦ ଗୁରୁ ଙ୍କ ସଂଯୋଜନା ରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ  ଅତିଥି ଭାବେ ବ୍ଳକ ଅଧକ୍ଷା ପିଙ୍କି ବେହେରା,  ଇନଚାର୍ଜ ବିଡ଼ିଓ ଦେବାଶିଷ ସାମଲ,ଜିଲ୍ଲା ସ୍କିଲ ଡେଭଲପ ମେଣ୍ଟ ଅଧିକାରୀ  ଅର୍ପିତା ପ୍ରିୟ ଦର୍ଶନୀ, ଜିଲ୍ଲା ଆଇ ପିଓ ଅଧିକାରୀ  ରଶ୍ମି ରାଣୀ ସିଂ,  ପୁରୁଷୋତ୍ତମପୁର ସରକାରୀ ଆଇ ଟି ଆଇ ର ଚେଞ୍ଜ ଲିଡର  ପବନ କୁମାର ପଟନାୟକ, ଓ ଘୁମୁସର ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚାର ସାଧାରଣ ସମ୍ପାଦକ ତଥା ବିଜେପି ର କୋଡିନେଟର  ଦେବାଶିଷ ମହାନ୍ତି(ସୁରେଶ ) ମଞ୍ଚାସିନ ଥିଲେ | କାର୍ଯ୍ୟକ୍ରମ ଆରମ୍ଭରେ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ କରି ସମ୍ମାନିତ କରାଯାଇଥିଲା। ପରେ ପ୍ରଭୁ ଜଗନ୍ନାଥଙ୍କ ଫଟୋଚିତ୍ର ସମ୍ମୁଖରେ ଦୀପ ପ୍ରଜ୍ବଳନ କରି ସଭାକାର୍ଯ୍ୟର ଶୁଭାରମ୍ଭକରାଯାଇଥିଲା। କାର୍ଯ୍ୟକ୍ରମରେ ଓଡ଼ିଶା ଏମଏସଏମଇ ବିକାଶ ନୀତି ମାଧ୍ଯମରେ ରାଜ୍ୟରେ ଉଦ୍ୟୋଗୀ ସୃଷ୍ଟି, ନିଯୁକ୍ତି ସୁଯୋଗ ବୃଦ୍ଧି, ଆର୍ଥିକ ସହାୟତା,ବ୍ୟବସାୟ ପାଇଁ ଅନୁକୂଳ ପରିବେଶ ସୃଷ୍ଟି
‘ଷ୍ଟାର୍ଟଅପ ଓଡ଼ିଶା‘ ଯୋଜନା ମାଧ୍ୟମରେ ଓଡ଼ିଶାରେ ବିଜେପିସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟ କ୍ରମ ରେ ଯୁବକ ଯୁବତୀ ମାନଙ୍କ ଭବିଷ୍ୟତ ଗଠନ ନିମନ୍ତେ ସରକାର ଙ୍କ ନୂତନ ପ୍ରୟାସ | ଏବଂ ପ୍ରଯୁକ୍ତି ବିଦ୍ୟା ର ପ୍ରସାର ସମ୍ପର୍କରେ ଯୁବକ, ଯୁବତୀଙ୍କ ସମ୍ମୁଖରେ ବିସ୍ତୃତ ଆଲୋଚନା କରାଯାଇ ଥିଲା। P,ଉଦ୍ୟୋଗ ଏବଂ ଷ୍ଟାର୍ଟଅପ ଭିତ୍ତିକ ଆର୍ଥିକ ଅଭିବୃଦ୍ଧିକୁ  ଆଗକୁ ବଢେଇବା ସରକାର ଙ୍କ ପ୍ରମୁଖ ଲକ୍ଷ୍ୟ ବୋଲି ମଞ୍ଚାସିନ ଅତିଥି ମାନେ ମତ ଦେଈ ଥିଲେ। ଏହି କାର୍ଯ୍ୟକ୍ରମ ରେ ବିଜେପିର ବହୁ ଯୁବକ,  ସ୍କୁଲ,କଲେଜ,ଶିଳ୍ପ କେନ୍ଦ୍ର ର ଛାତ୍ର, ଛାତ୍ରୀ ଓ ବ୍ଲକର ସମସ୍ତ ଷ୍ଟାଫ ଓ କର୍ମଚାରୀ  ମାନେ ସମ୍ପୂର୍ଣ ସହଯୋଗ  କରିଥିଲେ  | 

News Comment

You Might Also Like

BACK TO TOP