Breaking News

ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||     

ଡ଼ି ଆଇ ଇ ଟି ପକ୍ଷରୁ ପ୍ରଥମ ମାସିକ କ୍ଲଷ୍ଟର ସରୀୟ ବୈଠକ ଅନୁଷ୍ଠିତ ||

03-Jul-2026

ଡି. ଆଇ.ଇ.ଟି. ପକ୍ଷରୁ ପ୍ରଥମ ମାସିକ କ୍ଲଷ୍ଟର ସ୍ତରୀୟ ଅଭିମୁଖୀକରଣ ବୈଠକ ଅନୁଷ୍ଠିତ,

 ଓଡିଶା ଜନ ମତ ବ୍ୟୁରୋ, 

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଗଂଜାମ, ଖଲ୍ଲିକୋଟ ପକ୍ଷରୁ ପ୍ରଥମ ମାସିକ କ୍ଲଷ୍ଟର ସ୍ତରୀୟ ଅଭିମୁଖୀକରଣ ବୈଠକ ପ୍ରତିଷ୍ଠାନର ସମ୍ମିଳନୀ କକ୍ଷରେ ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ସର୍ବ ପ୍ରଥମେ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ନିକଟରେ ସମୂହ ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା । ପ୍ରତିଷ୍ଠାନର ଅଧ୍ୟକ୍ଷ ତଥା ବିଶିଷ୍ଟ ଶିକ୍ଷାବିତ୍ ଡକ୍ଟର ସନ୍ତୋଷ କୁମାର ପରିଡା ଉପସ୍ଥିତ ହୋଇ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ ।ଚଳିତ ୨୦୨୬-୨୭ ଶିକ୍ଷା ବର୍ଷର ଗୁରୁତ୍ୱପୂର୍ଣ୍ଣ ପ୍ରଥମ ମାସିକ କ୍ଲଷ୍ଟର ସ୍ତରୀୟ ଅଭିମୁଖୀକରଣ ବୈଠକ ଉଭୟ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ, ଏଫ୍ ଏଫ୍ ଏନ୍ ଶିକ୍ଷକ ଶିକ୍ଷୟିତ୍ରୀ ସର୍ବୋପରି ଛାତ୍ରଛାତ୍ରୀଙ୍କ ଶିକ୍ଷଣ କାର୍ଯ୍ୟକ୍ରମକୁ ସରସ ସୁନ୍ଦର ରୁଚିପୂର୍ଣ୍ଣ କରିବା ପାଇଁ ଏପ୍ରକାର ବୈଠକର ଆବଶ୍ୟକତା, ନିପୁଣ ଓଡ଼ିଶା, ଗ୍ୟାଲେରୀ ପରିଭ୍ରମଣ, ଶୈକ୍ଷିକ ସମ୍ବଳ, ବିଗତ ବର୍ଷ ସମ୍ପାଦିତ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକର ସଫଳତା, ସି ଆର୍ ସି ସି, ସି ଆର୍ ଜିଙ୍କ ଦ୍ୱାରା କିଭଳି ସୁବିଧା ଜନକ ସ୍ଥିତିରେ ବୈଠକ ସମ୍ପାଦିତ ହୋଇପାରିବ ଆଦି ବହୁବିଧ ଦିଗ ସମ୍ପର୍କରେ ଅଧ୍ୟକ୍ଷ ଡକ୍ଟର ପରିଡା ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ବିଷ୍ଣୁ ନାରାୟଣ ଜେନା, ନବୀନ କୁମାର ପ୍ରମାଣିକ, ସୁକୁଲେଇ ଟୁଡୁ, ମୁକ୍ତିକାନ୍ତ ବେହେରା, ବରିଷ୍ଠ ଶିକ୍ଷକ ପ୍ରଶିକ୍ଷିକା ପ୍ରଜ୍ଞା ପାରମିତା, ଡକ୍ଟର ନୀହାରିକା ସାମନ୍ତରାୟ, ସୁଶ୍ରୀ ଗାୟତ୍ରୀ ସ୍ୱାଇଁ, କଲ୍ୟାଣୀ କୁମାରୀ ଗୈ।ଡ଼, ସରୋଜିନୀ ମିଶ୍ର ପ୍ରମୁଖ ଗଂଜାମ ଜିଲ୍ଲାର ସମସ୍ତ ବ୍ଲକରୁ ଆସିଥିବା ସି ଆର ସି ସିଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ଶିଶୁ ବାଟିକା ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମୟ ସାରଣୀ, ଶୈକ୍ଷିକ କ୍ୟାଲେଣ୍ଡର, ବହୁ ଶ୍ରେଣୀ ପାଠ ଯୋଜନା, ଯାଦୁପେଡିରେ ରହିଥିବା ସାମଗ୍ରୀର ସଠିକ୍ ପରିଚାଳନା, ଖେଳ ଭିତ୍ତିକ କାର୍ଯ୍ୟ, ଆକଳନ, ଶିକ୍ଷଣ ସୋପାନର ବ୍ୟବହାର ସମ୍ପର୍କରେ ପ୍ରଶିକ୍ଷକ ପ୍ରଶିକ୍ଷିକାମାନେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ ।
ରିପୋର୍ଟ:-
ଡକ୍ଟର ଦ୍ୱାରିକାନାଥ ମହାରଣା 
ଖଲ୍ଲିକୋଟ, ଗଂଜାମ

News Comment

You Might Also Like

BACK TO TOP