Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ପଶ୍ଚିମ ବଙ୍ଗ ରେ ଆକୁ ବ୍ୟବସ୍ୟାୟି ମାନଙ୍କ ଆନ୍ଦୋଳନ ପ୍ରତ୍ୟାହୃତ |

04-Dec-2024

ପଶ୍ଚିମବଙ୍ଗରେଆଳୁବ୍ୟବ ସାୟୀ ଙ୍କ  ଆନ୍ଦୋଳନ ପ୍ରତ୍ୟାହୃତ 
( ଓଡିଶାକୁ ଆସିବ କି ଆଳୁ |

          ଓଡିଶା ଜନମତ ବ୍ୟୁରୋ,

ପଶ୍ଚିମ ବଙ୍ଗ :---ଆଜି ଆନ୍ଦୋଳନରେ ବସିଥିବା ଶୀତଳଭଣ୍ଡାରଆଳୁବ୍ୟବସୟୀ ସଂଘ ଓପ୍ରଗତିଶୀଳ ଆଳୁ ବ୍ୟବସାୟୀସଂଘରକର୍ମକର୍ତ୍ତାଙ୍କ ସହ ଆଲୋ ଚନା କରିଥିଲେକୃଷୀମନ୍ତ୍ରୀ ସୋଭନ୍ଦେବଚଟୋ  ପାଧ୍ୟାୟ।ଦୀର୍ଘ ସମୟ ଧରି ଆଲୋଚନାପରେ ବ୍ୟବସାୟୀଙ୍କ ସର୍ତ୍ତରେ ରାଜି ହୋଇଥିଲେ
ମନ୍ତ୍ରୀ। ତେବେ ସବୁ ନିଷ୍ପତ୍ତା ମୁଖ୍ୟମନ୍ତ୍ରୀମମତା ବାନାର୍ଜୀଙ୍କ ଉପରେ ଛାଡ଼ିଥିଲେ।ତଥାପି କୃଷୀ ମନ୍ତ୍ରୀଙ୍କ ଗ୍ରୀନ୍ ସିଗ୍‌ନାଲ ପରେଆଳୁ ବ୍ୟବସାୟୀଙ୍କ ଆନ୍ଦୋଳନ ପ୍ରତ୍ୟାହୃତହୋଇଛି। ଆନ୍ଦୋଳନରୁ ଓହରିଲେ ପଶ୍ଚିମବଙ୍ଗ ଆଳୁ ବ୍ୟବସାୟୀ। କୃଷି ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ହଟିଲେ। ଶୀତଳଭଣ୍ଡାର କର୍ମଚାରୀ ମଧ୍ୟ ଆନ୍ଦୋଳନରୁ ଓହରିଲେ। ଆସନ୍ତାକାଲିଠୁ ଶୀତଳ ଭଣ୍ଡାରରୁ ପୂର୍ବପରି ଆଳୁ ବାହାରକୁ ଆସିବ ବୋଲି ସମ୍ଭାବନାକରାଯାଉଛି। ହୋଲସେଲ୍ ଓ ରିଟେଲ ମାର୍କେଟକୁ ଆଳୁ ପଠାଯିବ। ଯେପରି ଆଳୁ ଅନ୍ୟ ସ୍ଥାନକୁ ଯାଉଥ୍‌ଲା ତାହା ପୂର୍ବପରି ଚାଲିବ ବୋଲି ଜଣାପଡ଼ିଛି। ହେଲେ ଓଡ଼ିଶାକୁ କେବେ ଆଳୁ ଆସିବ, ସେନେଇ ନିର୍ଦ୍ଦିଷ୍ଟ ଭାବେ କିଛି ଜଣା ପଡ଼ିନାହିଁ |ପଶ୍ଚିମବଙ୍ଗରେ ଆଳୁ ବ୍ୟବସାୟୀଙ୍କ ଆନ୍ଦୋ ଳନ ପ୍ରତ୍ୟାହୃତ ପରେ ଓଡ଼ିଶାକୁ ଆଳୁ ଆସିବ ବୋଲି ଆଶା କରାଯାଉଛି। ତେବେ କେବେ ଆଳୁ ଆସିବ, ସେନେଇ ନିର୍ଦ୍ଦିଷ୍ଟ ଭାବେ କିଛି ଜଣାପଡ଼ି ନାହିଁ।

News Comment

You Might Also Like

BACK TO TOP