Breaking News

ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||     

ଏସ ଆର କେ ଏନ ୟୁ ବି କେନ୍ଦୁବାଡି ରେ ଜାତୀୟ ବିଦ୍ୟୁର ସୁରକ୍ଷା ସପ୍ତାହ ପାଳିତ |

03-Jul-2026

ଏସଆରକେଏନୟୁବି  କେନ୍ଦୁବାଡିରେ ଜାତୀୟ ବିଦ୍ୟୁତ୍  ସୁରକ୍ଷା ସପ୍ତାହ ପାଳିତ ।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା
  ତା. ୩/୭/୨୦୨୬: - ----

ପୋଲସରା ବ୍ଲକ  କେନ୍ଦୁବାଡି ଗ୍ରାମ ପଞ୍ଚାୟତ ସ୍ଥିତ ଶ୍ରୀ ରାଧାକୃଷ୍ଣ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପ୍ରଧାନ ଶିକ୍ଷକ ବିପିନ ବିହାରୀ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏବଂ ବରିଷ୍ଠ ହିନ୍ଦି ଶିକ୍ଷକ ତଥା ଇକୋ କ୍ଲବର ମୁଖ୍ୟ ହେମନ୍ତ କୁମାର ନାୟକଙ୍କ ବଳିଷ୍ଠ ନେତୃତ୍ୱରେ ପାଳିତ ହୋଇଯାଇଛି ।
ଏହି ଅବସରରେ ଉକ୍ତ ସୁରକ୍ଷା ବିଷୟକୁ ସଚେତନ କରିବା ମହତ ଉଦ୍ଦେଶ୍ୟ ନେଇ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ ଉପସ୍ଥିତିରେ ଛାତ୍ରଛାତ୍ରୀମାନେ ଏକ ଶୋଭାଯାତ୍ରା ବାହାର କରି ସମଗ୍ର କେନ୍ଦୁବାଡି ଗ୍ରାମ ପରିକ୍ରମା କରିବା ସହ ଗ୍ରାମବାସୀଙ୍କୁ ସଚେତନ କରାଇଥିଲେ । ପରେ ବିଦ୍ୟାଳୟ ପରିସରରେ ଏକ ସଚେତନ ପାଠ କରାଯିବା ସହ ପୂର୍ବରୁ ଉକ୍ତ ବିଷୟ ଉପରେ ନେଇ  କରାଯାଇଥିବା ବକ୍ତୃତା ଏବଂ ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତିତ୍ଵ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅନୁଷ୍ଠାନ ପକ୍ଷରୁ ପୁରସ୍କୃତ କରାଯାଇଥିଲା ।
ଶେଷରେ ପ୍ରଧାନ ଶିକ୍ଷକ ମହୋଦୟ ସମସ୍ତଙ୍କୁ ଆନ୍ତରିକ ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP