Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ଖରସ୍ରୋତା ମହାବିଦ୍ୟାଳୟ ରେ "ଭାରତୀୟ ଜ୍ଞାନ ପରମ୍ପରା ରେ ପରିବେଶ ବିଜ୍ଞାନ ଉପରେ ରାଜ୍ୟ ସ୍ତରୀୟ ଆଲୋଚନା ଚକ୍ର |

03-Jul-2026

ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନା ଚକ୍ର,

ଓଡିଶା ଜନମତ , ଯାଜପୁର,୩|୦୭ 

ପ୍ରଦୀପ କୁମାର ମଲ୍ଲିକ : -----

ଯାଜପୁର ଜିଲ୍ଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ସିଂହପୁରସ୍ଥିତ ଖରସ୍ରୋତା ମହାବିଦ୍ୟାଳୟରେ “ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ” ଶୀର୍ଷକ ଏକ ରାଜ୍ୟସ୍ତରୀୟ ଆଲୋଚନା ଚକ୍ର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷା, ଗବେଷଣା ଓ ପରିବେଶ ସଚେତନତାର ସମନ୍ୱୟ ସୃଷ୍ଟି କରିବା ଲକ୍ଷ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମ ବୁଦ୍ଧିଜୀବୀ ମହଲରେ ବେଶ୍ ପ୍ରଶଂସିତ ହୋଇଥିଲା।ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ବ୍ରଜ କିଶୋର ସାହୁ ସଭାପତିତ୍ୱ କରିଥିବା ବେଳେ ଖଲିକୋଟ ବିଶ୍ୱବିଦ୍ୟାଳୟର ପୂର୍ବତନ କୂଳପତି ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ ପ୍ରଫେସର ଓଡିନ କର୍ଣ୍ଣେଲ ପ୍ରଫୁଲ୍ଲ କୁମାର ମହାନ୍ତି ମୁଖ୍ୟ ଅତିଥି, କିସ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱରର ପ୍ରାଣୀ ବିଜ୍ଞାନ ସହକାରୀ ପ୍ରାଧ୍ୟାପକ ଡ଼. ଦେବାଶିଷ ମହାପାତ୍ର ସମ୍ମାନିତ ଅତିଥି ଏବଂ ଅନୁଗୁଳ ସରକାରୀ ମହାବିଦ୍ୟାଳୟର ପ୍ରାଣୀ ବିଜ୍ଞାନ ବିଭାଗୀୟ ମୁଖ୍ୟ ଡ଼. ଗୌରୀ ଶଙ୍କର ଯୁଗ ପ୍ରକାଶ ଜେନା ମୁଖ୍ୟ ବକ୍ତାଭାବେ ଯୋଗଦାନ କରିଥିଲେ।ଖରସ୍ରୋତା ମହାବିଦ୍ୟାଳୟର ଆଇକ୍ୟୁଏସି (IQAC) ପକ୍ଷରୁ ଆୟୋଜିତ ଏହି ଆଲୋଚନା ଚକ୍ରରେ ସଂଯୋଜକ ଡ଼. ଅରୁଣ କୁମାର ସାମଲ, ଡ଼. ଗାୟତ୍ରୀ ଧଳ, ବୈଭବ ନାୟକ, ରୁପାଲୀ ମହାରଣା ଓ ଡ଼. ଦୀପ୍ତି ରଞ୍ଜନ ସେନାପତି କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିଥିଲେ। ଅଧ୍ୟାପକ ପୂର୍ଣ୍ଣ ଚନ୍ଦ୍ର ସାମଲ ଅତିଥି ପରିଚୟ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ସଂଯୋଜନାର ଦାୟିତ୍ୱ ସଫଳତାର ସହ ନିର୍ବାହ କରିଥିଲେ।ଏହି ରାଜ୍ୟସ୍ତରୀୟ ଆଲୋଚନା ଚକ୍ରରେ ପାଖାପାଖି ୧୦ଟି ମହାବିଦ୍ୟାଳୟର ବହୁ ଅଧ୍ୟାପକ ଓ ଅଧ୍ୟାପିକା ଯୋଗଦାନ କରି ସେମାନଙ୍କର ଗବେଷଣାଭିତ୍ତିକ ସନ୍ଦର୍ଭ ଉପସ୍ଥାପନ କରିଥିଲେ। ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ସଂରକ୍ଷଣର ଗୁରୁତ୍ୱ, ବର୍ତ୍ତମାନ ସମୟର ପ୍ରାସଙ୍ଗିକତା ଓ ସମାଜ ପ୍ରତି ଏହାର ଅବଦାନ ସମ୍ପର୍କରେ ବକ୍ତାମାନେ ବିସ୍ତୃତ ଆଲୋଚନା କରିଥିଲେ।ମହାବିଦ୍ୟାଳୟର ଅଧ୍ୟାପକ ବିଜୟ ପତି, ମୀନ କେତନ ତ୍ରିପାଠୀ, ସୁବାଷ ସାହୁ, ସୁରେନ୍ଦ୍ର ସାମଲ, ଗଗନ ବେହେରା, ଦେବବ୍ରତ ଧଳ, ଚିତ୍ତ ରଞ୍ଜନ ସାହୁ, ଜଳଧର ସାହୁ, ରଜତ ସାହୁ, ବିବେକ ମେହେର, ଶରତ ରାଉଳ, ଯୋଗେନ୍ଦ୍ର ସୁତାର, ରୋଜାଲିନ କୁଆଁର, ଜ୍ୟୋତିପ୍ରଭା ମହାନ୍ତି, ଅର୍ପିତା ସ୍ୱାଇଁ ଓ ଶୁଚିସ୍ମିତା ନାୟକ ପ୍ରମୁଖ କାର୍ଯ୍ୟକ୍ରମର ସଫଳ ଆୟୋଜନରେ ସକ୍ରିୟ ସହଯୋଗ କରିଥିଲେ। ଶେଷରେ ଅଧ୍ୟାପିକା ରୁପାଲୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP