Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଇସ୍ତଫା ଦେଲେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ||

06-Jul-2026

ଭୁବନେଶ୍ୱର ଡିସିପି   ଜଗମୋହନ ମିନା ଇସ୍ତଫା ଦେଲେ ।

ଓଡିଶା ଜନ ମତ,

ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଇସ୍ତଫା ଦେଇଥିବା ସୂଚନା ମିଳିଛି । ତେବେ ସେ ବ୍ୟକ୍ତିଗତ କାରଣ ଦର୍ଶାଇ ଚାକିରି ଛାଡିଥିବା ନେଇ ଦର୍ଶାଇଛନ୍ତି । ତେବେ ତାଙ୍କ ଇସ୍ତଫା ନେଇ ସରକାରୀ ଭାବେ କିଛି କୁହାଯାଇ ନାହିଁ ।୨୦୧୩ ବ୍ୟାଚ୍ ର ଆଇପିଏସ୍ ଅଫିସର ହେଲେ ଶ୍ରୀ ମୀନା। ସେ ୨୦୨୫ରେ ଭୁବନେଶ୍ବର ଡିସିପି ଭାବେ ଯୋଗ ଦେଇଥିଲେ। ପୂର୍ବରୁ ସେ ଅନୁଗୋଳ ଏବଂ ଗଞ୍ଜାମର ଏସପି ଭାବେ ମଧ୍ୟ କାର୍ଯ୍ୟ କରି ସାରିଛନ୍ତି । କଟକର ଡିସିପି ଭାବେ ମଧ୍ୟ ସେ ଦାୟିତ୍ୱ ନେଇଛନ୍ତି । ତେବେ ଇସ୍ତଫା ନେଇ ସରକାରଙ୍କ ତରଫରୁ କୌଣସି ସୂଚନା ମିଳିପାରିନାହିଁ |କୁହାଯାଉଛି ଯେ, ଭୁବନେଶ୍ୱର ଡିସିପି ହେବା ପରେ ସହରରେ ଆଇନ ଶୃଙ୍ଖଳାକୁ ନେଇ ତାଙ୍କୁ ଅନେକ ସମାଲୋଚନା ର ଶିକାର ହେବାକୁ ପଡିଥିଲା । ଯାହା ତାଙ୍କ ପାଇଁ ଏକ ଚ୍ୟାଲେଞ୍ଜ୍ ଥିଲା । ଅନେକ ମାମଲାକୁ ସେ ସଫଳତା ପୂର୍ବକ ସମାଧାନ କରିଛନ୍ତି । କିଛି କିଛି ମାମଲାରେ ଏବେବି ତଦନ୍ତ ଜାରି ରହିଛି । କିନ୍ତୁ ତାଙ୍କ ହଠାତ ଇସ୍ତଫାକୁ ନେଇ ଚର୍ଚ୍ଚା ଜୋର ଧରିଛି । ତେବେ ଘଟଣାରେ ଡିସିପିଙ୍କୁ ପଚାରିବାରେ ସେ ରାଜ୍ୟ ସରକାର ଙ୍କ ସହଯୋଗ ରେ ବହୁତ କାର୍ଯ୍ୟ କରିଛନ୍ତି ସେଥି ପାଇଁ ରାଜ୍ୟ ସରକାର ଙ୍କୁ କୃତଜ୍ଞତା ଜଣାଇ ଛନ୍ତି  | ଭବିଷ୍ୟତ କଥା ଆଗାମୀ ଦିନରେ କହିବେ ବୋଲି କହିଛନ୍ତି |

News Comment

You Might Also Like

BACK TO TOP