Breaking News

ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||     

ଚିକିଲି ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ |

08-Jul-2026

ପୋଖରୀ ରେ ବୁଡି ଯୁବକ ର ମୃତ୍ୟୁ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ:----
ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ଗ୍ରାମର ଟୁକୁନା ପାହାଣ ନାମକ ଜଣେ ଯୁବକ ର ସଲୀଳ ସମାଧୀ ଘଟିଛି। ମୃତ ଟୁକୁନା ସବୁ ଦିନ ଭଳି ଗାଁ ପୋଖରୀ କୁ ଗାଧୋଇବା ପାଇଁ ଯାଇ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ଫେରି ନଥିଲେ। ଯାହା ଫଳରେ ପରିବାର ଲୋକେ ବହୁ ଖୋଜାଖୋଜି କରି ମଧ୍ୟ ସନ୍ଧାନ ପାଇ ନଥିଲେ। ପରବର୍ତ୍ତୀ ସମୟରେ ଉକ୍ତ ପୋଖରୀ ରେ ତାଙ୍କ ଶବ ଭାସୁଥିବା ଗାଁ ଲୋକେ ଦେଖି ପରିବାର ଲୋକଙ୍କୁ ଜଣାଇବା ପରେ ପରିବାର ପକ୍ଷରୁ ତାଙ୍କୁ ଖଲିକୋଟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP