Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ରେଳ ଯାତ୍ରୀଙ୍କ ଠାରୁ ଚୋରି ଅଳଙ୍କାର ଉଦ୍ଧାର ସହ ଦୁଇ ଅଭିଯୁକ୍ତ ଗିରଫ |

09-Jul-2026

ରେଳଯାତ୍ରୀ ଙ୍କ ଚୋରି ହେଇଥିବା ଅଳଙ୍କାର ଉଦ୍ଧାର, ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ। 

ଓଡିଶା ଜନ ମତ, ବ୍ରହ୍ମ ପୁର, 

କୈଳାଶ ଚନ୍ଦ୍ର ଚୌଧୁରୀ :---
ଯାତ୍ରୀବାହି ଟ୍ରେନ ରେ ଭୁବନେଶ୍ୱର ଠାରୁ ରାୟଗଡ଼ା ଯିବା ବେଳେ କେଦାରନାଥ ଶବର ନାମକ ଜଣେ ବ୍ୟକ୍ତିଙ୍କର କିଛି ସ୍ବର୍ଣ୍ଣ ଅଳଙ୍କାର ଓ ଅନ୍ୟାନ୍ୟ କିଛି ମୁଲ୍ୟବାନ ସାମଗ୍ରୀ ଥିବା ଏକ ବ୍ୟାଗ୍ ଚୋରି ହେଇଥିବା ସେ ବ୍ରହ୍ମପୁର ଜିଆରପି ଥାନା ରେ ଅଭିଯୋଗ କରିଥିଲେ। ଅଭିଯୋଗ ଗ୍ରହଣ କରି ପୋଲିସ ଟିମ୍ ତଦନ୍ତ ଚଳାଇ ବିଭିନ୍ନ ସ୍ଥାନରେ ଲାଗିଥିବା ସିସିଟିଭି ଫୁଟେଜ କୁ ଆଧାର କରି କିଛି ଅଭିଯୁକ୍ତ କୁ ଚିହ୍ନଟ କରିପାରିଥିଲେ। ପରବର୍ତ୍ତୀ ସମୟରେ ଚିହ୍ନଟ ହୋଇଥିବା ସୁରଜ୍ କୁମାର ପ୍ରସାଦ କୁ ଜଟଣୀ ଲୋକ କଲୋନୀ ରୁ ଉଠାଇ ଆଣି ଥାନାରେ ଜେରା କରିବା ପରେ ଅନ୍ୟ ଜଣେ ଅଭିଯୁକ୍ତ ତଥା ଚୋରି ଅଳଙ୍କାର କ୍ରୟ କରିଥିବା ସଞ୍ଜୟ ନାୟକ ନାମକ ଜଣେ ବ୍ୟକ୍ତି କୁ ଉଠାଇ ଆଣି ତାଠାରୁ ପ୍ରାୟ ୬୪ ଗ୍ରାମର ସ୍ବର୍ଣ୍ଣ ଅଳଙ୍କାର ଜବତ କରିଛନ୍ତି ଓ ଉଭୟଙ୍କୁ ଭାରତୀୟ ନ୍ୟାୟ ସଂହିତା ଦଫା ଅନୁଯାୟୀ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଏତଦବ୍ୟତୀତ ଏହି ଘଟଣାରେ ଆଉ କାହାର ସଂମ୍ପୃକ୍ତ ରହିଛି କି ନାହିଁ ଅନୁସନ୍ଧାନ ଚାଲିଛି ବୋଲି ପୋଲିସ ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP