Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ସାମ୍ବାଦିକ ମାନଙ୍କ ବିଭିନ୍ନ ଦାବି ପୂରଣ ନେଇ ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟ ରେ ଜିଲ୍ଲା ପାଳ ଓ ଆର ଡ଼ି ସି ଙ୍କୁ ଦାବିପତ୍ର ପ୍ରଦାନ ||

09-Jul-2026

ସାମ୍ବାଦିକ ମାନଙ୍କ ସୁରକ୍ଷା  ଆଇନ ପ୍ରଣୟନ ଓ ମାସିକ ଭତ୍ତା ନିମନ୍ତେ ଭଏସ ଅଫ ମିଡ଼ିଆ ସଂଗଠନର ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର !

 ଓଡିଶା ଜନ ମତ ବ୍ୟୁର, 

ସାମ୍ବାଦିକମାନଙ୍କ ଭତ୍ତା, ସୁରକ୍ଷା  ଆଇନ ପ୍ରଣୟନ ଏବଂ କଲ୍ୟାଣ ଦାବିରେ ଭଏସ ଅଫ ମିଡ଼ିଆ ପକ୍ଷରୁ ଆଜି ଗଞ୍ଜାମ ଜିଲ୍ଲାପାଳ ଏବଂ ବ୍ରହ୍ମପୁର ଆର୍‍.ଡି.ସି.ଙ୍କୁ ସାକ୍ଷାତ କରି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି।
ଏହି କାର୍ଯ୍ୟକ୍ରମରେ ଭଏସ ଅଫ ମିଡ଼ିଆର ଗଞ୍ଜାମ ଜିଲ୍ଲା ଓ ରାଜ୍ୟ ସଦସ୍ୟମାନଙ୍କ ସହ ପୁରୁଷୋତ୍ତମପୁର ସେବା ସାମ୍ବାଦିକ ସଂଘ ଏବଂ ହିଞ୍ଜିଳି-ଶେରଗଡ଼ର ଗୋପବନ୍ଧୁ ପ୍ରେସ କ୍ଲବର ସଦସ୍ୟମାନେ ମଧ୍ୟ ସାମିଲ ହୋଇଥିଲେ।ଦାବିପତ୍ରରେ ସାମ୍ବାଦିକଙ୍କ ପାଇଁ ସ୍ୱତନ୍ତ୍ର ସୁରକ୍ଷା ଆଇନ ପ୍ରଣୟନ, ମାସିକ ଭତ୍ତା ପ୍ରଦାନ, ସ୍ୱାସ୍ଥ୍ୟ ଓ ଦୁର୍ଘଟଣା ବୀମା ସୁବିଧା, କର୍ତ୍ତବ୍ୟ ପାଳନ ସମୟରେ ଆକ୍ରମଣ ଘଟିଲେ ତ୍ୱରିତ ଆଇନଗତ ପଦକ୍ଷେପ, ସାମ୍ବାଦିକ କଲ୍ୟାଣ ପାଣ୍ଠିର ସୁଦୃଢ଼ୀକରଣ ଏବଂ ଗ୍ରାମାଞ୍ଚଳର ସାମ୍ବାଦିକମାନଙ୍କୁ ସମାନ ସୁବିଧା ପ୍ରଦାନ ଭଳି ଗୁରୁତ୍ୱପୂର୍ଣ୍ଣ ଦାବି ସାମିଲ ରହିଛି।ଭଏସ ଅଫ ମିଡ଼ିଆ ପକ୍ଷରୁ କୁହାଯାଇଛି ଯେ, ସାମ୍ବାଦିକମାନେ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବେ ସମାଜକୁ ନିରପେକ୍ଷ ଓ ସତ୍ୟ ସୂଚନା  ଓ ପ୍ରଚାର ପ୍ରସାରଣ ପ୍ରଦାନ କରୁଥିବାରୁ ସେମାନଙ୍କ ସୁରକ୍ଷା, ସମ୍ମାନ ଓ ସାମାଜିକ ସୁରକ୍ଷା ସୁନିଶ୍ଚିତ କରିବା ସରକାରଙ୍କ ପ୍ରାଥମିକ ଦାୟିତ୍ୱ।ସଂଗଠନ ଆଶା ପ୍ରକାଶ କରିଛି ଯେ ରାଜ୍ୟ ସରକାର ସାମ୍ବାଦିକମାନଙ୍କ ନ୍ୟାୟସଙ୍ଗତ ଦାବିକୁ ସକାରାତ୍ମକ ଭାବେ ବିଚାର କରି ଶୀଘ୍ର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ।  ବିଭିନ୍ନ ରାଜ୍ୟରେ  ମହାରାଷ୍ଟ୍ର, କର୍ଣ୍ଣାଟକ, ପଶ୍ଚିମ ବଙ୍ଗର, ପଞ୍ଜାବ, ହରିଆଣା, ତ୍ରିପୁରା, ବିହାର,ଅରୁଣାଚଳ,।ଏହି ଦାବିଗୁଡ଼ିକର ଶୀଘ୍ର ସମାଧାନ ନ ହେଲେ ଆଗାମୀ ଦିନରେ ଭଏସ ଅଫ ମିଡ଼ିଆ ପକ୍ଷରୁ ରାଜ୍ୟବ୍ୟାପୀ ବୃହତ୍ତର ଆନ୍ଦୋଳନ କରାଯିବ ବୋଲି ସଂଗଠନ ଜିଲ୍ଲା କୋଷାଧକ୍ଷ ସୁଦର୍ଶନ ପରିଡା, ଗୋପବନ୍ଧୁ ପ୍ରେସ କ୍ଲବ ସଦସ୍ୟ ,ଏବଂ ଗଞ୍ଜାମ ଜିଲ୍ଲା ଭଏସ ଅଫ ମିଡ଼ିଆର ସମସ୍ତ ସଦସ୍ୟ ପକ୍ଷରୁ ଚେତାବନୀ ଦିଆଯାଇଛି।ଏଥିସହ ରାଜ୍ୟ କାର୍ଯ୍ୟନିର୍ବାହୀ ଅରୁଣ କୁମାର ଗୌଡ଼  , ରାଜ୍ୟ ସହ ସମ୍ବାଦକ ପ୍ରସନ୍ନ କୁମାର ଦାଶ  ,କହିଛନ୍ତି ଯେ,ରାଜ୍ୟ ସ୍ତରରେ ଦାବି ପୂରଣ ନ ହେଲେ ଖୁବଶୀଘ୍ର ଏହି ପ୍ରସଙ୍ଗରେ ଭାରତର ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତିଙ୍କୁ ମଧ୍ୟ ଅବଗତ କରାଯିବ । ଗଂଜାମ ଜିଲ୍ଲା ପ୍ରତିନିଧି କୃଷ୍ଣ ଚନ୍ଦ୍ର ସାମନ୍ତରାୟ ଙ୍କ ରିପୋର୍ଟ

News Comment

You Might Also Like

BACK TO TOP