Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ଜଗନ୍ନାଥ ପୁର ଉଛ ବିଦ୍ୟାଳୟ ଠାରେ ନୂତନ କମିଟି ଗଠନ |

10-Jul-2026

ଜଗନ୍ନାଥପୁର ଉଚ୍ଚ ବିଦ୍ୟାଳୟ ଠାରେ ନୂତନ କମିଟି ଗଠନ

ଓଡିଶା ଜନମତ ରାୟଗଡ଼ା,୧୦/୭ 

 କାମେଶ୍ୱର କରକରିଆ :-----

ରାୟଗଡା  ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ  ସୁନାଖଣ୍ଡି  ପଞ୍ଚାୟତ ଜଗନ୍ନାଥପୁରରେ ଥିବା ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଅଭିଭାବକ ଓ ଶିକ୍ଷକ ବୈଠକ ସହ ନୂତନ ପରିଚାଳନା କମିଟି ଗଠିତ ହୋଇଯାଇଛି। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଗଦାଧର ବେହେରା ସଭାପତିତ୍ୱ ରେ ଅନୁଷ୍ଠିତ ବୈଠକ ରେ ବିଦ୍ୟାଳୟର ସମସ୍ତ ଅଭିଭାବକ ମାନେ ଉପସ୍ଥିତ ରହିଥିଲେ। ସମସ୍ତ ଅଭିଭାବକ ମଧ୍ୟରୁ ନୂତନ ସଭାପତି ଭାବେ ତ୍ରିନାଥ ଦଲାଇ ଉପସଭାପତି ଶୁଭ୍ରାଂଶୁ ସାହୁ ଙ୍କୁ ସର୍ବସମ୍ମତି କ୍ରମେ ଚୟନ କରାଯାଇଛି। ସଭ୍ୟ ଭାବେ ଆପାରାଓ ପ୍ରସ୍କା ରଜନୀ ନେମାଲପୁରୀ, ରାଧା କୃଷିକା, ସାପାଇ ପ୍ରସ୍କା ଦେବେନ୍ଦ୍ର ଝାଲିଆ, ବିଦ୍ୟାଧର ଲୟା ଭଗବାନ ରତନାଲୁ, ସୁଜାତା ନାଗ ପ୍ରାୟ  ୧୯ ଜଣ ରହିଛନ୍ତି।ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଗଦାଧର ବେହେରା, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତେ ଗ୍ରାମ୍ୟ କମିଟି ସଭାପତି , କୋଷାଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ବିଦ୍ୟାଳୟ ର ସମସ୍ୟା  ସମ୍ପର୍କରେ ଆଲୋଚନା ହୋଇଥିଲା। ଆଗାମୀ ଦିନରେ ବିଦ୍ୟାଳୟ କିଭଳି ସୁପରିଚାଳିତ ହେବ ସେ ନେଇ ନୂତନ ପରିଚାଳନା କମିଟି ସମସ୍ତ ପ୍ରଚେଷ୍ଟା କରିବ ବୋଲି ମତ ପ୍ରକାଶ ପାଇଥିଲା।

News Comment

You Might Also Like

BACK TO TOP