Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଓ ଅବୈଧ ଚାଲାଣ ବିରୋଧୀ ଦିବସ ଉପରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ |

10-Jul-2026

ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ ଚାଲାଣ ବିରୋଧୀ ଦିବସ ଉପରେ ଏକ ଆଇନ ସଚେତନତା

ଓଡିଶା ଜନମତ, ବାଲିଗୁଡା, ତା, ୧୦/୦୭: 

ସଞ୍ଜୟ କୁମାର ପାଣିଗ୍ରାହୀ : -----

ନୂଆଦିଲ୍ଲୀର ଜାତୀୟ ଆଇନ ସେବା ପ୍ରାଧିକରଣ  ଙ୍କ ନିର୍ଦ୍ଦେଶ ଅବସରରେ ସ୍ଥାନୀୟ ତାଲୁକ୍ ଆଇନ ସେବା ସମିତି ପକ୍ଷରୁ ଆନ୍ତର୍ଜାତୀୟ ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ ଚାଲାଣ ବିରୋଧୀ ଦିବସ ଉପରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ସିଭିଲ୍ ଏବଂ ଫୌଜଦାରୀ କୋର୍ଟ ପରିସରରେ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଦୌରାଜଜ ତଥା ଅଧ୍ୟକ୍ଷା ମହମ୍ମଦ ଫୈଜଲ , ଏସଡିଜେଏମ ଶୁଭଦର୍ଶି ତ୍ରିପାଠୀ ଅତିଥି ଭାବେ ଯୋଗଦେଇ ଅଂଶଗ୍ରହଣ କାରୀ ମାନଙ୍କୁ ସମ୍ବୋଧନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୋଟ ୧୫ ଜଣ ଅଂଶଗ୍ରହଣକାରୀ ଉପସ୍ଥିତ ଥିଲେ। ମାଦକ ସମ୍ପର୍କିତ ଆଇନ, ମାଦକ ସେବନର କୁପରିଣାମ, ଏବଂ ଏହା ସହିତ ଜଡିତ ଆଇନଗତ ପରିଣାମ ବିଷୟରେ ସଚେତନ କରାଯାଇ ଥିଲା। ସେଥିପାଇଁ ଉପଲବ୍ଧ ସହାୟତା ଓ ପୁନର୍ବାସ ହେଲ୍ପଲାଇନ୍ ସେବା ସମ୍ପର୍କରେ ମଧ୍ୟ ତଥ୍ୟ ଦିଆଯାଇଥିଲା l ନାଲସା ହେଲ୍ପଲାଇନ୍ ନମ୍ବର ୧୫୧୦୦, ଜାତୀୟ ମାଦକ ନିବାରଣ ହେଲ୍ପଲାଇନ୍ ୧୯୩୩, ଏବଂ ଜାତୀୟ ମାଦକ ନିଶାମୁକ୍ତି ହେଲ୍ପଲାଇନ୍ ୧୪୪୪୬। ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସୁସ୍ଥ ଓ ମାଦକମୁକ୍ତ ଜୀବନଶୈଳୀ ଆପଣାଇବା ସହିତ ଆଇନଗତ ଓ ପରାମର୍ଶମୂଳକ ସହାୟତା ବ୍ୟବସ୍ଥା ବିଷୟରେ ସଚେତନତା ସୃଷ୍ଟି କରିବା ମୂଳ ଲକ୍ଷ୍ୟ ଥିଲା ବୋଲି ଅତିଥି ଗଣ ପ୍ରକାଶ କରିଥିଲେ l

News Comment

You Might Also Like

BACK TO TOP