Breaking News

ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||     

ସହରାଞ୍ଚକ ଜନ ସମ୍ପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ୟକ୍ରମ |

10-Jul-2026

ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ଭାଗୀଦାରୀ କାର୍ଯ୍ୟକ୍ରମ

ଓଡିଶା ଜନମତ, ବାଲିଗୁଡା, ତା, ୧୦/୦୭: (ସଞ୍ଜୟ କୁମାର ପାଣିଗ୍ରାହୀ ) କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ଦ୍ଵାରା ବାଲିଗୁଡ଼ା ଟାଉନ ହଲ ଠାରେ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ଭାଗୀଦାରୀ କାର୍ଯ୍ୟକ୍ରମ ବିଜ୍ଞାପିତ ଅଞ୍ଚଳ ପରିଷଦ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳେଇ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସହରାଞ୍ଚଳ ପିଡି ପ୍ରବିଣ କୁମାର ବାଣୁଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଉପସ୍ଥିତ ଥିବା ଜନସାଧାରଣଙ୍କୁ  ଉଦବୋଧନ ଜରିଆରେ ଜଣାଇଥିଲେ। ତେବେ ଏହି କାର୍ଯ୍ୟକ୍ରମରେ ନୂତନ ଭାବେ ଆୟୁଷ୍ମାନ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିବା ୧୦୦ ରୁ ଉର୍ଦ୍ଧ ହିତାଧିକାରୀ ଙ୍କୁ ଆୟୁଷ୍ମାନ କାର୍ଡ ପ୍ରଦାନ କରାଯାଇଥିଲା। ଏହା ସହ ୧୪ ଜଣ ବିକଳାଙ୍ଗ ଭତ୍ତା ହିତାଧିକାରୀ ଏବଂ ତିନି ଜଣ ଅବିବାହିତା ହିତାଧିକାରୀ ଙ୍କୁ ମଧ୍ୟ ଭତ୍ତା ରାଶି ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ  ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଗୋବିନ୍ଦ ପ୍ରଧାନ, ବିଜ୍ଞାପିତ ଅଞ୍ଚଳ ପରିଷଦ ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, କାଉନସିଲର ଆଲୋକ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP