Breaking News

ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||     

ଚୋରି ଉଦ୍ୟମ ବିଫଳ ହେବାରୁ ସ୍ୱାମୀ ସ୍ତ୍ରୀଙ୍କୁ ଭୁଜାଲି ରେ ଆକ୍ରମଣ ||

10-Jul-2026

ଚୋରି ଉଦ୍ୟମ ବିଫଳ ହେବାରୁ ସ୍ୱାମୀ ସ୍ତ୍ରୀଙ୍କୁ ଭୁଜାଲିରେ ଆକ୍ରମଣ, ଗୁରୁତର ଅବସ୍ଥାରେ ରାୟଗଡ଼ା ସ୍ଥାନାନ୍ତର
ଓଡିଶା ଜନମତ ରାୟଗଡା , ୧୦/୭ 

 କାମେଶ୍ୱର କରକରିଆ : -----

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସେରିଗୁମା ଗ୍ରାମରେ ବିଳମ୍ବିତ ରାତିରେ ଏକ ଚୋରି ଉଦ୍ୟମ ବିଫଳ ହେବା ପରେ ଦୁର୍ବୃତ୍ତମାନେ ଘର ମାଲିକ ଦମ୍ପତିଙ୍କ ଉପରେ ଭୁଜାଲିରେ ଆକ୍ରମଣ କରିଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।ସୂଚନା ଅନୁଯାୟୀ ସେରିଗୁମା ଗ୍ରାମର ଭୁଦେବ ନେମାଲପୁରୀ ଙ୍କ ଘରେ ରାତି ପ୍ରାୟ ସାଢ଼େ ୧ଟା ସମୟରେ ତିନି ଜଣ ଦୁର୍ବୃତ୍ତ ଦାଣ୍ଡପଟ ଦେଇ ଘର ଭିତରକୁ ପଶିଥିଲେ। ଘରେ ମୂଲ୍ୟବାନ ସାମଗ୍ରୀ ନ ପାଇବାରୁ ସେମାନେ ଘରେ ଥିବା ଭୁଦେବ ନେମାଲପୁରୀ ଓ ତାଙ୍କ ସ୍ତ୍ରୀ ବାସନ୍ତୀ ନେମାଲପୁରୀଙ୍କୁ ଆକ୍ରମଣ କରିଥିଲେ। ସେହି ସମୟରେ ଭୁଦେବ ପରିସ୍ରା କରିବା ପାଇଁ ବାହାରକୁ ଆସି ସନ୍ଦେହ ଜନକ ଚଳପ୍ରଚଳ ଦେଖି ଚୋର ଚୋର ବୋଲି ପାଟି କରିଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ଦୁର୍ବୃତ୍ତମାନେ ଭୁଜାଲିରେ ଆକ୍ରମଣ କରିଥିଲେ। ଆକ୍ରମଣରେ ସ୍ୱାମୀ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ଦମ୍ପତିଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଧାଇଁ ଆସିବାରୁ ଦୁର୍ବୃତ୍ତମାନେ ସେଠାରୁ ଫେରାର ହୋଇଯାଇଥିଲେ। ପରିବାର ଓ ସ୍ଥାନୀୟ ଲୋକଙ୍କ ସହଯୋଗରେ ଉଭୟଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସ୍ୱାମୀ ସ୍ତ୍ରୀ ଙ୍କ ମୁଣ୍ଡରେ ଗଭୀର ଆଘାତ ଥିବାରୁ ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସମ୍ପର୍କରେ ପୁଲିସକୁ ଖବର ଦିଆଯାଇଥିବା ବେଳେ ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଦୁର୍ବୃତ୍ତମାନଙ୍କୁ ଚିହ୍ନଟ କରି ଗିରଫ କରିବା ପାଇଁ ପୁଲିସ ତଦନ୍ତ ଚଳାଇଥିବା ଜଣାପଡ଼ିଛି। ଏହି ଘଟଣା ପରେ ସେରିଗୁମା ଅଞ୍ଚଳରେ ଭୟ ଓ ଆତଙ୍କର ପରିବେଶ ସୃଷ୍ଟି ହୋଇଛି।

News Comment

You Might Also Like

BACK TO TOP