Breaking News

ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||     

ଗୋପମାମୁଁଘରୁ ଭଣଜା ଜଗନ୍ନାଥ ଙ୍କ ପାଖକୁ ଆସିଲା ଅଣସର ଭାର |

11-Jul-2026

 ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ରେ ଶ୍ରୀଜଗନ୍ନାଥ ଙ୍କ ମାମୁଁଘର  ଗୋପ ଶ୍ରୀମାଧବ ଙ୍କ ପୀଠରୁ ଆସି ଲା ଅଣସର ଭାର | 

ଓଡିଶା ଜନ ମତ ବ୍ୟୁରୋ,

ଭଣଜା ଙ୍କ ଦେହ ଅସୁସ୍ଥ ଥିବା ଖବର ପାଈ ବିଚଳିତ ମାମୁଁଘର ଲୋକେ | ତାଙ୍କ ର ସୁସ୍ଥ କାମନା କରି ଦେହ, ମନ ଭଲ ପାଇଁ କିଛି ସ୍ୱାଦିଷ୍ଟ କର ଖାଦ୍ୟ ସହିତ ଅନେକ କିଛି  ସାମାନ ପଠାଇ ଛନ୍ତି ପୁରୀ କୁ ||ଶ୍ରୀଜଗନ୍ନାଥଙ୍କ ମାମୁଘର ଭାବେ ପରିଚିତ ନିଆଳିସ୍ଥିତ ଶ୍ରୀମାଧବଙ୍କ ପୀଠରୁ ପବିତ୍ର ଅଣସର ଭାର ଯାତ୍ରା ଭକ୍ତି ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଶ୍ରୀ ଶ୍ରୀ ମାଧବାନନ୍ଦଜୀଉ ବିକାଶ ସମିତି, ଗୋପ ପକ୍ଷରୁ ଯାତ୍ରାରେ ସାମିଲ ଥିବା ସୋତ୍ସଛାସେବୀ ଗଙ୍ଗଠନ ସେବାୟତ, ଭକ୍ତ ଓ ଅତିଥିମାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଯାଇଥିଲା।ଏହି ପବିତ୍ର ଯାତ୍ରାକୁ ଦେଖିବା ପାଇଁ ବହୁ ସଂଖ୍ୟକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ବେଳେ ସମଗ୍ର ଅଞ୍ଚଳ ଭକ୍ତିମୟ ପରିବେଶରେ ଉତ୍ସବମୁଖର ହୋଇଉଠିଥିଲା। ଭଜନ, କୀର୍ତ୍ତନ ଓ ଜୟ ଜଗନ୍ନାଥ ଧ୍ୱନିରେ ପରିବେଶ ପ୍ରକମ୍ପିତ ହୋଇଥିଲା।

News Comment

You Might Also Like

BACK TO TOP