Breaking News

ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||     

ଝରଣା ଉପରେ ସେଲ୍ଫି ନେବାବେଳେ ତଳେ ପଡ଼ି ଯୁବକଙ୍କ ମୃତ୍ୟୁ ||

11-Jul-2026

 ଝରଣା ଉପରେ ସେଲ୍ଫି ନେବା  ହେଲା କାଳ ।  

ସେଲ୍ଫି ହେଲା କାଳ ।  ଝରଣା ଉପରେ ସେଲ୍ଫି ନେବାବେଳେ ଜଣେ ଦଶମ ଶ୍ରେଣୀର ଛାତ୍ର ମୃତ୍ୟୁ । ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କୁଲେରପଟା ଗାଁର ଏଭଳି ଘୋଟଣା ଘଟିଛି । ଉକ୍ତ ଗାଁର ଦାସ ପୂଜାରୀଙ୍କ ପୁଅ ଲଳିତ ପୂଜାରୀ । ନିଜ ସହପାଠୀଙ୍କ ସହ ବୁଜିବାଙ୍ଗ ଝରଣାକୁ ଯାଇଥିଲେ ସେଠାରେ ସେଲଫି ନେବା ସମୟରେ ତଳେ ପଡି ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ୍ୟୁଛାତ୍ରଙ୍କୁ ପ୍ରଥମେ ବିଶ୍ୱନାଥପୁର ମେଡିକାଲ ଏବଂ ପରେ ଭବାନୀପାଟଣା ମେଡିକାଲକୁ ନିଆଯାଇଥିଲା। ସେଠାରୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାକୁ ନେଇ ଏବେ ଉଠିଛି ନୂଆ ବିବାଦ। ସହପାଠୀ ଓ ଗ୍ରାମବାସୀଙ୍କ ଦାବି, ଲଳିତ ସେଦିନ ସ୍କୁଲକୁ ଯାଇଥିଲେ। କିନ୍ତୁ ପ୍ରଧାନ ଶିକ୍ଷକଙ୍କ କହିବା କଥା, ସେ ଦୁଇ ଦିନ ହେଲା ବିଦ୍ୟାଳୟକୁ ଆସିନଥିଲେ। ଏହାରି ଭିତରେ ବଡ଼ ପ୍ରଶ୍ନ ଉଠୁଛି—ଯଦି ଛାତ୍ର ସ୍କୁଲକୁ ଆସିନଥିଲେ, ତେବେ ତାଙ୍କ ସ୍କୁଲ ବ୍ୟାଗ ବିଦ୍ୟାଳୟରେ ରହିଲା କେମିତି? ଏବଂ ସେହି ବ୍ୟାଗ ଘରକୁ ପହଞ୍ଚିଲା କିପରି? ଏହି ବିରୋଧାଭାସୀ ତଥ୍ୟକୁ ନେଇ ସମଗ୍ର ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛନ୍ତି ସ୍ଥାନୀୟ ଲୋକ।

News Comment

You Might Also Like

BACK TO TOP