Breaking News

ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||     

ସେଲ୍ଫି ନେବା ହେଲା କାଳ, ଦଶମ ଶ୍ରେଣୀ ଛାତ୍ର ଙ୍କ ମୃତ୍ୟୁ |

11-Jul-2026

 ଝରଣରେ ସେଲ୍ଫି ନେଲାବେଳେ  ତଳେ ପଡ଼ି ଯୁବକ ଙ୍କ ମୃତ୍ୟୁ | 

ଓଡିଶା ଜନ ମତ, ରାୟଗଡା,   କାମେଶ୍ୱର କର କରିଆ :----

ଆଜିକାଲି ଯୁବକ, ଯୁବତୀ ମାନେ ସେଲ୍ଫି ପାଇଁ ଏତେ ବ୍ୟସ୍ତ ରହୁଛନ୍ତି ଯେ ସେମାନଙ୍କ  ବେଳେ ବେଳେ ସେମାନଙ୍କ ଜୀବନ ଚାଲିଯାଏ ତ ଆଉ କେଉଁମାନେ  ପଙ୍ଗୁ ହୋଈ ଯାଆନ୍ତି | ତଥାପି ବିପଦ ପୂର୍ଣ୍ଣ ସ୍ଥାନ ମାନଙ୍କ ରେ ସେଲ୍ଫି ନେଇଥାନ୍ତି | ସେହି ସେଲ୍ଫି ହେଲା କାଳ ।  ଝରଣା ଉପରେ ସେଲ୍ଫି ନେବାବେଳେ ଜଣେ ଦଶମ ଶ୍ରେଣୀର ଛାତ୍ର ମୃତ୍ୟୁ । ରାୟଗଡ଼ା ଜିଲ୍ଲା4 ଅମ୍ବାଦଳା ଥାନା ଅନ୍ତର୍ଗତ କୁଲେରପଟା ଗାଁର ଏଭଳି ଘୋଟଣା ଘଟିଛି । ଉକ୍ତ ଗାଁର ଦାସ ପୂଜାରୀଙ୍କ ପୁଅ ଲଳିତ ପୂଜାରୀ । ନିଜ ସହପାଠୀଙ୍କ ସହ ବୁଜିବାଙ୍ଗ ଝରଣାକୁ ଯାଇଥିଲେ ସେଠାରେ ସେଲଫି ନେବା ସମୟରେ ତଳେ ପଡି ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ୍ୟୁଛାତ୍ରଙ୍କୁ ପ୍ରଥମେ ବିଶ୍ୱନାଥପୁର ମେଡିକାଲ ଏବଂ ପରେ ଭବାନୀପାଟଣା ମେଡିକାଲକୁ ନିଆଯାଇଥିଲା। ସେଠାରୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାକୁ ନେଇ ଏବେ ଉଠିଛି ନୂଆ ବିବାଦ। ସହପାଠୀ ଓ ଗ୍ରାମବାସୀଙ୍କ ଦାବି, ଲଳିତ ସେଦିନ ସ୍କୁଲକୁ ଯାଇଥିଲେ। କିନ୍ତୁ ପ୍ରଧାନ ଶିକ୍ଷକଙ୍କ କହିବା କଥା, ସେ ଦୁଇ ଦିନ ହେଲା ବିଦ୍ୟାଳୟକୁ ଆସିନଥିଲେ। ଏହାରି ଭିତରେ ବଡ଼ ପ୍ରଶ୍ନ ଉଠୁଛି—ଯଦି ଛାତ୍ର ସ୍କୁଲକୁ ଆସିନଥିଲେ, ତେବେ ତାଙ୍କ ସ୍କୁଲ ବ୍ୟାଗ ବିଦ୍ୟାଳୟରେ ରହିଲା କେମିତି? ଏବଂ ସେହି ବ୍ୟାଗ ଘରକୁ ପହଞ୍ଚିଲା କିପରି? ଏହି ବିରୋଧାଭାସୀ ତଥ୍ୟକୁ ନେଇ ସମଗ୍ର ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛନ୍ତି ସ୍ଥାନୀୟ ଲୋକ।

News Comment

You Might Also Like

BACK TO TOP