Breaking News

ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||     

ସୁରଟ ବନ୍ୟାରେ ନିଖୋଜ ଥିବା କବିସୂର୍ଯ୍ୟନଗର ର ମନୋଜକୁ ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ନିବେଦନ କଲେ ପରିବାର |

11-Jul-2026

ଗଞ୍ଜାମ କବିସୂର୍ଯ୍ୟନଗର ବ୍ଲଜର ଯୁବକ ସୁରତରେ ବନ୍ୟା ପାଣିରେ  ନିଖୋଜ,

(   ଯୁବକଙ୍କୁ ଉଦ୍ଧାର ପାଇଁ  ମୁଖ୍ୟମନ୍ତ୍ରୀ ଙ୍କୁ ଗୁହାରି କଲେ ପରିବାର  |

ଓଡିଶା ଜନ ମତ ବ୍ୟୁରୋ,

 ଏହି କିଛି ଦିନ ର ଲଗାଣ ମୌସୁମୀ ବର୍ଷାରେ ବେହାଲ ହୋଇଛି ଭାରତ ର ବିଭିନ୍ନ ସହର | ସେମଧ୍ୟରେ ଦିଲ୍ଲୀ ହେଉ କିମ୍ବା ମହାରାଷ୍ଟ୍ର ହେଉ ଅବା ଗୁଜୁରାଟ ର ସୁରଟ ହେଉ | ଗୁଜରାଟର ସୁରତ ସହରରେ ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ମଧ୍ୟରେ ଜଣେ ଓଡ଼ିଆ ଯୁବକ ନିଖୋଜ ହୋଇଥିବା ଅଭିଯୋଗ ଆସିଛି । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବ୍ଲକ ଗୁଡ଼ଆଳି ଗ୍ରାମର ସ୍ଵରାଜ୍ୟ କୁମାର ଜେନା ତିନି ଦିନ ହେଲା ନିଖୋଜ ଥିବା ବେଳେ ପରିବାର ଲୋକେ ତାଙ୍କୁ ଉଦ୍ଧାର ପାଇଁ ଓଡ଼ିଶା ସରକାରଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡ଼ିଆଳି ଗ୍ରାମର ସ୍ୱରାଜ୍ୟ ପ୍ରାୟ ଦୁଇ ମାସ ତଳେ କାମ କରିବା ପାଇଁ ସୁରତ ଯାଇଥିଲେ। ପରିବାରର କହିବା ଅନୁଯାୟୀ, ତିନି ଦିନ ତଳେ ସେ ଶେଷଥର ପାଇଁ ଫୋନରେ କ‌ଥା ହୋଇଥିଲେ | ୮୦ ବର୍ଷର ଏକ ମା ପୁଅକୁ ଝୁରି ଝୁରି କାନ୍ଦୁଥିବା ବେଳେ ସରକାରଙ୍କୁ ନେହୁରା ହୋଇ ନିବେଦନ କରିଛନ୍ତି । ସେ କାମ ସାରି ଘରକୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଯାଇ ଏକ ଗଟରରେ ସେ ଫସିଯାଇଥିବା ସୂଚନା ମିଳିଥିଲା । ପରେ ତାଙ୍କ ମଝିଆ ଭାଇ ଓ ସହକର୍ମୀ ମାନେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାଙ୍କର କୌଣସି ସନ୍ଧାନ ମିଳିନାହିଁ | ଏହି ଘଟଣାକୁ ନେଇ ସୁରତର ବାମ୍ବରୋଲି ଥାନାରେ ଏକ ଲିଖିତ ଅଭିଯୋଗ ଦାଖଲ ହୋଇ ଥିବା ସୂଚନା ରହିଛି। ଅନ୍ୟ ପଟେ, ପୁଅର ସୁରକ୍ଷିତ ଉଦ୍ଧାର ଏବଂ ଖୋଜାଖୋଜି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ପରିବାର ଲୋକେ ଓଡ଼ିଶା ସରକାରଙ୍କ ହସ୍ତକ୍ଷେପ ପାଇଁ ନିବେଦନ କରିଛନ୍ତି | ତେବେ ଗୁଡ଼ିଆଳି ଗ୍ରାମବାସୀ ତାଙ୍କ ଫେରିବା ବାଟକୁ ଚାତକ ପରି ଚାହିଁ ରହିଛନ୍ତି | ଏପଟେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ମଧ୍ୟ ମୁଖ୍ୟମନ୍ତ୍ରୀ ଙ୍କ ସହ ଯୋଗାଯୋଗ କରି ମନୋଜ ର ଫେରିବାକୁ ଗୁଜୁରାଟ ସରକାର ଙ୍କସହ କଥାବାର୍ତା କରିଛନ୍ତି  |

News Comment

You Might Also Like

BACK TO TOP