Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ପୂଜାରୀ ଗୁଡା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟଳୟ ରେ ସ୍କୁଲ କମିଟି ଚୟନ କୁ ନେଇ ବିବାଦ |

11-Jul-2026

ବିଦ୍ୟାଳୟ ପରିଚାଳନା କମିଟି ଚୟନକୁ ନେଇ ବିବାଦ
ପୁନଃ ଗଠନ ପାଇଁ ଡିଇଓଙ୍କୁ ଦାବିପତ୍ର,

ଓଡିଶା ଜନମତ ରାୟଗଡା,୧୧/୭,

କାମେଶ୍ୱର କରକରିଆ :--

 ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ପୂଜାରୀଗୁଡା ସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ପରିଚାଳନା କମିଟି ସଭାପତି ଚୟନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ବିବାଦ ଦେଖାଦେଇଛି। ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଏହି ଚୟନ ପ୍ରକ୍ରିୟା କରାଯାଇଥିବା ଅଭିଯୋଗ କରି କନ୍ଧକୁଳ ସମାଜ ପକ୍ଷରୁ ଲିଖିତ ଆପତ୍ତି କରାଯାଇଛି। ଅଭିଯୋଗ ଅନୁଯାୟୀ, ବିଦ୍ୟାଳୟରେ ୯୦ ପ୍ରତିଶତରୁ ଅଧିକ ଅନୁସୂଚିତ ଜନଜାତିର ଛାତ୍ରୀ ପଢୁଥିବା ବେଳେ ସେହି ସମ୍ପ୍ରଦାୟର ଯୋଗ୍ୟ ଅଭିଭାବକଙ୍କୁ ବାଦ୍ ଦିଆଯାଇଛି।ତେବେ ଏ. ଶ୍ରୀନିବାସ ରାଓଙ୍କ ନିଜ ସନ୍ତାନ ଏଠାରେ ପଢୁନଥିଲେ ସୁଦ୍ଧା, ସେ ଏକ ଆଫିଡେଭିଟ୍ ବଳରେ ଅନ୍ୟ ଛାତ୍ରୀଙ୍କ ଅଭିଭାବକ ସାଜି ଦ୍ୱିତୀୟ ଥର ପାଇଁ ସଭାପତି ନିର୍ବାଚିତ ହୋଇଛନ୍ତି। କମିଟି ଗଠନରେ ୭୫ ପ୍ରତିଶତ ପ୍ରକୃତ ପିତାମାତା ରହିବା ବାଧ୍ୟତାମୂଳକ ଥିବା ବେଳେ ଏହି ନିୟମର ଖୋଲାଖୋଲି ଉଲ୍ଲଂଘନ ହୋଇଥିବା ଅଭିଭାବକମାନେ ପ୍ରଶ୍ନ ଉଠାଇଛନ୍ତି। ଏ ନେଇ କନ୍ଧକୁଳ ସମାଜ ପକ୍ଷରୁ ଜିଲ୍ଲା ଶିକ୍ଷା ଅଧିକାରୀ ବିଇଓ ଏବଂ ପ୍ରଧାନଶିକ୍ଷକଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇ କମିଟିର ପୁନଃ ଗଠନ ପାଇଁ ଦାବି କରାଯାଇଛି। ଅପରପକ୍ଷରେ, ନବନିର୍ବାଚିତ ସଭାପତି ଶ୍ରୀ ରାଓ ଏହି ଅଭିଯୋଗକୁ ଖଣ୍ଡନ କରି କହିଛନ୍ତି ଯେ, ଆଫିଡେଭିଟ୍ ଆଧାରରେ ପଦବୀରେ ରହିବା ଆଇନଗତ ଭାବେ ବୈଧ ଏବଂ ପୂର୍ବରୁ ମଧ୍ୟ ତାଙ୍କ ପରିବାରର ସଦସ୍ୟ ଏଭଳି ଦାୟିତ୍ୱ ତୁଲାଇଛନ୍ତି। ତେବେ ଏହି ସମ୍ପର୍କରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ନାଗଭୂଷଣ ରାଓ କହିଛନ୍ତି ଯେ, ସରକାରୀ ନିୟମାନୁସାରେ ହିଁ ସବୁ କାର୍ଯ୍ୟକାରୀ କରାଯାଉଛି ଏବଂ ଏଥିରେ କୌଣସି ବ୍ୟତିକ୍ରମ କରାଯିବ ନାହିଁ।ସେହିପରି ବ୍ଲକ ଶିକ୍ଷା ଅଧିକାରୀ ଶାନ୍ତିଲତା ମୁନ୍ନି କହିଛନ୍ତି ଯେ, ଅଭିଭାବକ ବ୍ୟତୀତ ଅନ୍ୟ କୌଣସି ସମ୍ପର୍କୀୟ କିମ୍ବା ବାହାର ଲୋକଙ୍କୁ ପରିଚାଳନା କମିଟିରେ ସାମିଲ କରିବା ସମ୍ପର୍କରେ କୌଣସି ସରକାରୀ ନିୟମ ନାହିଁ। ଏହି ଘଟଣାର ତଦନ୍ତ ଚାଲିଛି ଏବଂ ତଦନ୍ତ ରିପୋର୍ଟ ଆଧାରରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଥିବା ବେଳେ ଶିକ୍ଷା ବିଭାଗର ତଦନ୍ତ ପରେ ପ୍ରକୃତ ଚିତ୍ର ସାମ୍ନାକୁ ଆସିବ ବୋଲି ସାଧାରଣରେ ଆଶା ପ୍ରକାଶ ପାଇଛି।

News Comment

You Might Also Like

BACK TO TOP