Breaking News

ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||     

ଖଲ୍ଲିକୋଟ ରେ ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ର ସ୍ୱତନ୍ତ୍ର ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ |

12-Jul-2026

ଖଲ୍ଲିକୋଟ ରେ ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ର ସ୍ୱତନ୍ତ୍ର ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରେ ନବ ନିର୍ବାଚିତ ଓଡିଶା ଉଚ୍ଚ ନ୍ୟାୟଳୟ ର ବାର ସଭାପତି ଙ୍କୁ ସମ୍ବର୍ଦ୍ଧନା |

ଜ

ଓଡିଶା ଜନ ମତ , ଖଲ୍ଲିକୋଟ, ମାଧବ ବେହେରା 
 12 /7 :--------

ଗଞ୍ଜାମ ଜିଲ୍ଲା ର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମୀଳନୀ ତରଫରୁ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଯାଇଛି |ଖଲ୍ଲିକୋଟ ସ୍ଥିତ ନୃସିଂହ କଲ୍ୟାଣ ମଣ୍ଡପ  ପରିସରରେ ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ର ସଭାପତି ତଥା ବିପ୍ଲବୀ କବି ପ୍ରଶାନ୍ତ କୁମାର ମିଶ୍ର ଙ୍କ ପୌରାହିତ୍ୟ ରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଓଡିଶା ଉଚ୍ଚ ନ୍ୟାୟାଳୟ ର ନବ ନିର୍ବାଚିତ ଓକିଲ ସଂଘ ସଭାପତି  ଲଲାଟେନ୍ଦୁ ସାମନ୍ତରା ଙ୍କୁ ପ୍ରଶଂସା ପତ୍ର ଉପଢୌକନ ଓ ପୁଷ୍ପ ଗୁଛ ଦେଇ ସମ୍ବର୍ଦ୍ଧିତ କରାଯାଇ ଥିଲା |ଏହି ଅବସର ରେ ଖଲ୍ଲିକୋଟ ସହର ର ବଣିକ ସଂଘ, ବରିଷ୍ଟ ନାଗରିକ ମଞ୍ଚ, ଖଲ୍ଲିକୋଟ ବାର ଆସୋସିଏସନ ସିନ୍ଧୁ ଉର୍ମି ସାହିତ୍ୟ  ସଂସଦ, ଖଲ୍ଲିକୋଟ ପ୍ରେସ କ୍ଲବ ଓ ଅବଦୁଲ କଲାମ ଜନ କଲ୍ୟାଣ ପରିଷଦ ସମେତ ବିଭିନ୍ନ ଅନୁଷ୍ଠାନ ମାନଙ୍କ ତରଫ ରୁ ଅଙ୍ଗବସ୍ତ୍ର ଓ ପୁଷ୍ପ ଗୁଛ ମାନ ପ୍ରଦାନ ସହ ସମ୍ବର୍ଦ୍ଧିତ କରାଯାଇ ଥିଲା |ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ  ର ଅଭ୍ୟର୍ଥନା କମିଟି ସଭାପତି ରାମ ମୋହନ ପଣ୍ଡା ତାଂକ ଭାଷଣ ରେ ଦକ୍ଷିଣ ଓଡିଶା ତଥା ଗଞ୍ଜାମ ଜିଲ୍ଲା ର ଜଣେ ବରିଷ୍ଟ ଆଇନଜୀବୀ ଙ୍କୁ ରାଜ୍ୟ ଉଚ୍ଚ ନ୍ୟାୟଳୟ ର ଓକିଲ ସଂଘ ର ସଭାପତି ଭାବେ ନିର୍ବାଚିତ ହୋଇ ଥିବାରୁ ଖଲ୍ଲିକୋଟ ବାସୀ ଗର୍ବିତ ଓ ଗୌରାବାନ୍ୱିତ ବୋଲି ପ୍ରକାଶ କରିଥିଲେ |ଅନ୍ୟମାନଙ୍କ ମଧ୍ୟରେ ନବୀନ ର ସମ୍ପାଦକ ରବି ରଥ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଚଳିତ ଆଇନ ବ୍ୟବସ୍ଥା ଉପରେ ଆଲୋକପାତ କରିଥିଲେ ଓ ଖଲ୍ଲିକୋଟ ଓକିଲ ସଂଘ ର ସଭାପତି ସନ୍ତୋଷ କୁମାର ମିଶ୍ର ସମେତ ପୁରୁଷୋତ୍ତମପୁର ଓକିଲ ସଂଘ ସଭାପତି ପ୍ରକାଶ ଚନ୍ଦ୍ର ତ୍ରିପାଠୀ, କବିସୂର୍ଯ୍ୟନଗର ବାର ସଭାପତି ସୁକୁମାର ସ୍ୱାଇଁ ଓ ଆସିକା ବାର ସଭାପତି ଛବିଳ ରାମ ମିଶ୍ର ସମେତ ଗଞ୍ଜାମ ଜିଲ୍ଲା ର ବିଭିନ୍ନ ବାର ମାନଙ୍କ ରୁ ବହୁ ଓକିଲ ମାନେ ଯୋଗ ଦେଇ ନବ ନିର୍ବାଚିତ ସଭାପତି ଶ୍ରୀ ସାମନ୍ତରା ଙ୍କୁ ଉଚ୍ଚସ୍ୱିତ ସମ୍ବର୍ଦ୍ଧନା ଜଣାଇଥିଲେ  |ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ର ମହାସଚିବ କବି ଦଣ୍ଡପାଣି ମହାପାତ୍ର  କାର୍ଯ୍ୟକ୍ରମ ର ଆଭିମୁଖ୍ୟ ସମ୍ପର୍କ ରେ ଆଲୋକପାତ କରି ମଞ୍ଚ ପରିଚାଳନା କରିଥିଲେ | ସମ୍ବର୍ଦ୍ଧିତ ପ୍ରତିଭା ଲଲାଟେନ୍ଦୁ ସାମନ୍ତରା ତାଂକ ବକ୍ତବ୍ୟ ରେ ନୂତନ  ଯୁବ ପିଢ଼ି କୁ ଆସନ୍ତୁ ଗରିବ ମେଧାବୀ ଓକିଲ ମାନଙ୍କୁ  ଷ୍ଟାଇପେଁଣ୍ଡ ବ୍ୟବସ୍ଥା ପାଇଁ ସରକାରଙ୍କୁ ସୁପାରିଶ କରାଯାଇ ଥିବା ପ୍ରକାଶ କରିଥିଲେ |ଉକ୍ତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରେ ଖଲ୍ଲିକୋଟ ଆଞ୍ଚଳ ର  ବହୁ ବବୁଦ୍ଧିଜୀବୀ ପୁରୁଷ ମହିଳା କବି ସାହିତ୍ୟିକ ସମାଜସେବୀ ଓ ଦାସକାଠିଆ ଓ ସମେତ ଲୋକ କଳାକାର ମାନେ ଯୋଗ ଦେଇ ଅଂଶ ଗ୍ରହଣ କରିଥିଲେ |( 

News Comment

You Might Also Like

BACK TO TOP