Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ମହିଳା ପରିବର୍ତନ ସୃଷ୍ଟି କାରି କ୍ଷେତ୍ର ରେ ଦୀର୍ଘ 28 ବର୍ଷର ଅବଦାନ ପାଇଁ ସମ୍ମାନିତ |

12-Jul-2026

ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

ଓଡିଶା ଜନମତ,ବାଲିଗୁଡା, ତା, ୧୨/୦୭,

ସଞ୍ଜୟ କୁମାର ପାଣିଗ୍ରାହୀ : ------a

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟ ସ୍ତରରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ମହିଳାମାନଙ୍କ ସାମାଜିକ ଓ ଅର୍ଥନୈତିକ ସଶକ୍ତିକରଣ, ଜୀବିକାର ବିକାଶ ଏବଂ ନିରନ୍ତର ସମାଜସେବା କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସେ "ସଷ୍ଟେନେବିଲିଟି ଏକ୍ସଲେନ୍ସ ଆୱାର୍ଡ–୨୦୨୬" ଅଧୀନରେ `ଦେଶୀ ଧାକଡ଼-ନୟୀ ପହଚାନ (Women Change maker)` ସମ୍ମାନରେ ଭୂଷିତ ହୋଇଛନ୍ତି। ଚଳିତ ୧୦ ଜୁଲାଇ ୨୦୨୬ ରେ ମୁମ୍ବାଇ ସ୍ଥିତ ନ୍ୟାସନାଲ ଷ୍ଟକ୍ ଏକ୍ସଚେଞ୍ଜ ପରିସରରେ ଆୟୋଜିତ ଏକ ସମାରୋହ ରେ Etherwire.Al ପକ୍ଷରୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। ଏହି ଅବସରରେ ଇଣ୍ଡିଆନ୍ ଗ୍ରାମୀଣ ସର୍ଭିସେସ୍(IGS)ର ଚିଫ୍ ଅପରେଟିଂ ଅଫିସର ଡ.ସଞ୍ଜୀବ ଷଡ଼ଙ୍ଗୀ, ନେହାଲ ଦାସ ଏବଂ ମୟଙ୍କ ମଜୁମଦାର ଉପସ୍ଥିତ ରହି ଲକ୍ଷ୍ମୀପ୍ରିୟାଙ୍କୁ ଅଭିନନ୍ଦନ ଜଣାଇବା ସହ ଆଗାମୀ ଦିନରେ ଆହୁରି ବିକାଶମୂଳକ କାର୍ଯ୍ୟ କରିବା ପାଇଁ ପ୍ରେରଣା ଦେଇଥିଲେ। ସେହିପରି ସମାରୋହରେ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ ର ସିନିୟର ଆଡଭାଇଜର ଡ.ଭାସ୍କର ଚାଟାର୍ଜୀ,ହେଡ୍ ଅଫ୍ ସଷ୍ଟେନେବିଲିଟି ଆଣ୍ଡ ଷ୍ଟ୍ରାଟେଜି ଡେଭଲପମେଣ୍ଟ ର ଡ.ହରିଶ ଆହୁଜା ଏବଂ ଜେନେରାଲ ମ୍ୟାନେଜର,ଚିଫ୍ କ୍ଲାଇମେଟ ଫାଇନାନ୍ସ ନାବାର୍ଡ ର ଡ.ସଞ୍ଜୀବ ରୋହିଲା ପ୍ରମୁଖ ଯୋଗ ଦେଇଥିଲେ। ସୂଚନା ଯେ, ମୋଟ ୯୩ଟି ଆବେଦନ ମଧ୍ୟରୁ ୧୭ ଜଣଙ୍କୁ ବ୍ୟକ୍ତିଗତ ଓ ସଂସ୍ଥାଗତ ଭାବରେ ଏହି ସମ୍ମାନ ପାଇଁ ମନୋନୀତ କରାଯାଇଥିଲା। ଏହି ସଫଳତା ପରେ ଲକ୍ଷ୍ମୀପ୍ରିୟା ପରିଡ଼ା ଇଣ୍ଡିଆନ୍ ଗ୍ରାମୀଣ ସର୍ଭିସେସ୍ ଏବଂ ସିଆଇଆଇ ର ସହଯୋଗ ଓ ପ୍ରେରଣା ପାଇଁ କୃତଜ୍ଞତା ଜଣାଇଛନ୍ତି।ଲକ୍ଷ୍ମୀପ୍ରିୟା ନିଜ ସଫଳତାର ଶ୍ରେୟ ତାଙ୍କର ଦୁଇ ପୁଅ ରାହୁଲ ଓ ରୋହନଙ୍କ ନିରନ୍ତର ସହଯୋଗକୁ ଦେଇଥିବା ବେଳେ, ତାଙ୍କ ବାପା କୈଳାସ ଚନ୍ଦ୍ର ପରିଡ଼ା, ମା` ମିନତି ପରିଡ଼ା ଏବଂ ଭାଇ ଅଜିତ ପରିଡ଼ା ଏହି ସଫଳତା ପାଇଁ ଗର୍ବ ଓ ଆନନ୍ଦ ପ୍ରକାଶ କରିଛନ୍ତି। ବ୍ରାହ୍ମଣୀଗାଁ ଓ କନ୍ଧମାଳ ଅଞ୍ଚଳରେ ମଧ୍ୟ ତାଙ୍କ ଏହି କୃତିତ୍ବକୁ ନେଇ ଖୁସିର ଲହରୀ ଦେଖାଦେଇଛି।

News Comment

You Might Also Like

BACK TO TOP