Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ମୌଳିକ ସୁବିଧା ରୁ ବଞ୍ଚିତ ବେଳକଣାଗୁଡା ପ୍ରାଥମିକ ବିଦ୍ୟାଳୟ |

12-Jul-2026

ମୌଳିକ ସୁବିଧାରୁ ବଞ୍ଚିତ ବେଳକଣାଗୁଡା ପ୍ରାଥମିକ ବିଦ୍ୟାଳୟ; ବିଦ୍ୟୁତ, ଶୌଚାଳୟ ଓ ପାଚେରୀ ଅଭାବରେ ପାଠପଢା ବାଧାପ୍ରାପ୍ତ,

ଓଡିଶା ଜନମତ ରାୟଗଡା ,୧୨/୭,

କାମେଶ୍ୱର କରକରିଆ : --------

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସିକରପାଇ ପଞ୍ଚାୟତ ଅନ୍ତର୍ଗତ ବେଳକଣାଗୁଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ଆଜିବି ମୌଳିକ ସୁବିଧାରୁ ବଞ୍ଚିତ ରହିଛି। ସରକାର ସ୍ମାର୍ଟ ଶିକ୍ଷା ବ୍ୟବସ୍ଥା ଓ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦେଉଥିବା ବେଳେ ଏହି ବିଦ୍ୟାଳୟର ଦୟନୀୟ ଅବସ୍ଥା ସ୍ଥାନୀୟ ଅଞ୍ଚଳରେ ଚିନ୍ତାର ବିଷୟ ପାଲଟିଛି। ବିଦ୍ୟାଳୟରେ ବାଲବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ ୨୫ ଜଣ ଛାତ୍ରଛାତ୍ରୀ ପାଠ ପଢ଼ୁଥିବା ବେଳେ ମାତ୍ର ଦୁଇଜଣ ଶିକ୍ଷୟିତ୍ରୀଙ୍କ ଉପରେ ସମସ୍ତ ଶିକ୍ଷାଦାନର ଦାୟିତ୍ୱ ସୀମିତ ରହିଛି। କିନ୍ତୁ ବିଦ୍ୟାଳୟରେ ଶୌଚାଳୟ ବାଥରୁମ, ପାଚେରୀ ଓ ବିଦ୍ୟୁତ ସଂଯୋଗ ନଥିବାରୁ ଛାତ୍ରଛାତ୍ରୀଙ୍କ ସହ ଶିକ୍ଷୟତ୍ରୀ ମାନେ ମଧ୍ୟ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି |ବିଦ୍ୟାଳୟକୁ ସରକାରଙ୍କ ପକ୍ଷରୁ ଟିଭି ଓ ଅନ୍ୟାନ୍ୟ ଡିଜିଟାଲ ଶିକ୍ଷା ସାମଗ୍ରୀ ଯୋଗାଇ ଦିଆଯାଇଥିଲେ ମଧ୍ୟ ବିଦ୍ୟୁତ ସଂଯୋଗ ନଥିବାରୁ ସେଗୁଡ଼ିକ ଅକାମୀ ହୋଇ ପଡ଼ିଛି। ଫଳରେ ଛାତ୍ରଛାତ୍ରୀମାନେ ସ୍ମାର୍ଟ ଶିକ୍ଷାର ସୁବିଧାରୁ ବଞ୍ଚିତ ହେଉଛନ୍ତି। ଗ୍ରାମବାସୀଙ୍କ ସହଯୋଗରେ ପଞ୍ଚାୟତ ପକ୍ଷରୁ ସୋଲାର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ବର୍ଷା ଋତୁରେ ପର୍ଯ୍ୟାପ୍ତ ସୂର୍ଯ୍ୟକିରଣ ନ ମିଳିବାରୁ ଏହା କାର୍ଯ୍ୟକ୍ଷମ ହୋଇପାରୁନାହିଁ। ଫଳରେ ବିଦ୍ୟୁତ ନିର୍ଭର ଶିକ୍ଷା ସାମଗ୍ରୀ ବ୍ୟବହାର କରିବା ସମ୍ଭବ ହେଉନାହିଁ। ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଓ ଗ୍ରାମବାସୀଙ୍କ କହିବା ଅନୁଯାୟୀ, ଏହି ସମସ୍ୟା ସମ୍ପର୍କରେ ବାରମ୍ବାର ପିଇଓ ପ୍ରଶାନ୍ତ ସାହୁଙ୍କୁ ଅବଗତ କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି ସ୍ଥାୟୀ ସମାଧାନ ହୋଇନାହିଁ। ଏହାକୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।ଗ୍ରାମର ସାମାଜିକ କର୍ମୀ କମଲୋଚନ ମିଣିଆକା କହିଛନ୍ତି, ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ବିଦ୍ୟାଳୟରେ ଶୀଘ୍ର ବିଦ୍ୟୁତ ସଂଯୋଗ, ଶୌଚାଳୟ, ପାଚେରୀ ଓ ଅନ୍ୟାନ୍ୟ ମୌଳିକ ସୁବିଧା ଯୋଗାଇ ଦେବାକୁ ପ୍ରଶାସନ ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକ ବୋଲି କହିଛନ୍ତି। ଏ ସମ୍ପର୍କ ରେ ପିଇଓ ପ୍ରଶାନ୍ତ ସାହୁ ଙ୍କୁ ଯୋଗାଯୋଗ କରିବାରୁ ସେ କହିଛନ୍ତି ଉପକ୍ତ ଅଧିକାରୀଙ୍କୁ ପ୍ରପଜାଲ ଦିଆଯାଇଛି ଆସିଲେ ଆମେ ଉକ୍ତ ସମସ୍ୟା ଗୁଡିକର କାର୍ଯ୍ୟ ଆରମ୍ଭ କରିବୁ ବୋଲି କହିଛନ୍ତି।

News Comment

You Might Also Like

BACK TO TOP