Breaking News

ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||     

ରାଇଲି ଗୁଡା ଠାରେ ବିଜେଡି ଛାଡ଼ି ବିଜେପିରେ ମିଶିଲେ ୱାର୍ଡ ସଭ୍ୟ ଓ ଅନେକ କର୍ମୀ |

13-Jul-2026

ରାଇଲିଗୁଡା ଠାରେ ବିଜେପିର ମିଶ୍ରଣ ପର୍ବ: ବିଜେଡି ଛାଡ଼ି ୱାର୍ଡ ସଭ୍ୟଙ୍କ ସହ ବହୁକର୍ମୀ ଭାଜପାରେ ସାମିଲ

ଓଡିଶା ଜନମତ ରାୟଗଡା ,

କାମେଶ୍ୱର କରକରିଆ :------

ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ପୂଜାରୀଗୁଡା ପଞ୍ଚାୟତ ଅନ୍ତର୍ଗତ ରାଇଲିଗୁଡା ଗ୍ରାମରେ ଆଜି ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏହି ମିଶ୍ରଣ ପର୍ବରେ 
ୱାର୍ଡ ସଭ୍ୟଙ୍କ ସହ ବହୁକର୍ମୀ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦେଇଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି। ଦଳୀୟ ନେତାମାନେ କହିଥିଲେ ଯେ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଜ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଚାଲିଥିବା ଡବଲ ଇଞ୍ଜିନ ସରକାରଙ୍କ ନୀତି, ଆଦର୍ଶ ଓ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଯୋଗଦାନକାରୀମାନେ ଭାଜପାରେ ସାମିଲ ହୋଇଛନ୍ତି। ଯୋଗଦାନକାରୀମାନଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ସ୍ୱାଗତ ଓ ସମ୍ବର୍ଦ୍ଧନା ଜଣାଯାଇଥିଲେ । କାର୍ଯ୍ୟକ୍ରମରେ କୋରାପୁଟ ଲୋକସଭାର ପୂର୍ବତନ ସାଂସଦ ପ୍ରାର୍ଥୀ କାଳିରାମ ମାଝୀ, ମାଝୀଗୁଡା (ଶିକାରପାଇ) ମଣ୍ଡଳ ସଭାପତି ଅନିଲ କୁମାର ଜାଡି, ପୂଜାରୀଗୁଡା ପଞ୍ଚାୟତ ଭାଜପା ସଭାପତି ସୁରେଶ ବିଡ଼ିକା, ଆଦିବାସୀ ମୋର୍ଚ୍ଚା ସଭାପତି ବିନାୟକ କୁଲେସିକା, ଓବିସି ମୋର୍ଚ୍ଚା ସଭାପତି ଜନାର୍ଦ୍ଦନ ରାଓଙ୍କ ସମେତ ମାଝୀଗୁଡା ମଣ୍ଡଳର ବହୁ ଭାଜପା କର୍ମକର୍ତ୍ତା ଓ କର୍ମୀ ଉପସ୍ଥିତ ଥିଲେ। ଏହି ମିଶ୍ରଣ ପର୍ବ ପରେ ସ୍ଥାନୀୟ ଅଞ୍ଚଳରେ ରାଜନୈତିକ ସମୀକରଣରେ ପରିବର୍ତ୍ତନ ଆସିବ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।

News Comment

You Might Also Like

BACK TO TOP